ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ ଇନଷ୍ଟାଗ୍ରାମ୍ରେ ଭାଇରାଲ ହେବାରେ ଲାଗିଛି। ଇଣ୍ଡିଆନ୍ ଆଇଡଲ୍-୧୨ର ଶୁଟିଂ ସାରି ମୁମ୍ବାଇ ଫେରି ପୁଣି ଚର୍ଚ୍ଚାରେ ରହିଛନ୍ତି। ତାଙ୍କ ଭିଡ଼ିଓକୁ ଫେଶନ ଫଟୋ ଗ୍ରାଫର ବିରଲ ଭୟାନୀ ନିଜ ଅଫିସିଆଲ ଇନଷ୍ଟାଗ୍ରାମ୍ ପେଜ୍ରେ ଅପଲୋଡ୍ କରିଛନ୍ତି। ଭିଡ଼ିଓରେ ରାକ୍ଷୀ ଯୋଗଗୁରୁ ରାମଦେବଙ୍କୁ କରୋନା ମହାମାରୀ ଭୂତାଣୁ ସହିତ ତୁଳନା କରିଛନ୍ତି। ସେ କହିଛନ୍ତି ଯେ, କରୋନା ଭୂତାଣୁ କେବେ ଲୁଚି ଯାଉଛି, ପୁଣି କେବେ ବାହାରୁଛି। କରୋନା ଭଳି ରାମଦେବଙ୍କର ମଧ୍ୟ ସମାନ କାର୍ଯ୍ୟକଳାପ ରହିଛି ବୋଲି ଭିଡ଼ିଓରେ ରାକ୍ଷୀ କହିଛନ୍ତି।
ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…
ମୁମ୍ବାଇ: ଆଜି ଅର୍ଥାତ୍ ଜୁନ୍ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ...
ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ...
ମାଆବାପା ପଜିଟିଭ୍ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି
ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍ ପଜିଟିଭ୍ ଚିହ୍ନଟ ହୁଅନ୍ତି, ତେବେ...
ଭାଜପା ଟାର୍ଗେଟରେ ମୁକୁଲ
କୋଲକାତା,୧୮ା୬: ଭାଜପା ଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍ସି)ରେ ଯୋଗ ଦେଇଥିବା ବରିଷ୍ଠ ନେତା ମୁକୁଲ ରୟ ଏବେ ଭାଜପା ଟାର୍ଗେଟରେ। ତାଙ୍କ ବିଧାୟକ ପଦ ରଦ୍ଦ ଦାବିରେ...
ଟିକା ନେଲେ ମୂଲାୟମ: ଉପମୁଖ୍ୟମନ୍ତ୍ରୀ କହିଲେ, କ୍ଷମା ମାଗନ୍ତୁ ଅଖିଳେଶ
ଲକ୍ଷ୍ନୌ,୭।୬: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ସୋମବାର ଲକ୍ଷ୍ନୌରେ କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।...
ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…
କାଭର୍ତ୍ତିି,୮।୬: ପ୍ରଶାସକଙ୍କୁ ହଟାଇବା ପାଇଁ ଲୋକେ ପାଣିତଳେ ଧାରଣା ଦେଇଛନ୍ତି। ଏଭଳି ନିଆରା ଘଟଣା ଲାକ୍ଷାଦ୍ୱୀପରେ ଘଟିଛି। ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱରୁ ହଟାଇବା ଲାଗି...
କରୋନାକୁ ସର୍ଜିକାଲ ଷ୍ଟ୍ରାଇକ୍ କର
ମୁମ୍ବାଇ,୧୦ା୬: କେନ୍ଦ୍ର ସରକାର ସୀମାରେ ଅପେକ୍ଷା କରନ୍ତୁ ନାହିଁ। କରୋନା ଭାଇରସ୍ ଆମର ସବୁଠୁ ବଡ଼ ଶତ୍ରୁ। ଏହାକୁ ଶେଷ କରିବାକୁ ପଡ଼ିବ। କେନ୍ଦ୍ରର ଆଭିମୁଖ୍ୟ...
ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ
ହାଇଦ୍ରାବାଦ,୬।୬ : କୋଭିଡ୍-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ...


