ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ ଏକ ମାମଲା (ନଂ. ୩୧୨/୨୧) ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଛି।
ଗୁରୁବାର ନାବାଳିକାଙ୍କ ପରିବାର ଲୋକେ ଘରେ ନ ଥିଲେ। ଏହାର ସୁଯୋଗ ନେଇ ଯୁବକ ଜଣକ ଘରେ ପଶି ନାବଳିକାଙ୍କୁ ବଳାତ୍କାର କରିଥିଲେ। ନାବାଳିକାଙ୍କ ଭାଇ ଏହା ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ। ପରେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଉଭୟଙ୍କ ଡାକ୍ତରୀମାଇନା କରାଇଛି। ଶନିବାର ଯୁବକଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ଚିତ୍ତରଞ୍ଜନ ବେହେରା କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ
କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...
ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ
ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...
ଗଞ୍ଜାମର ୧୦ ବ୍ଲକରେ ଆଜି ଟିକାକରଣ ବନ୍ଦ
ଛତ୍ରପୁର,୨୪ା୬(ଡି.ଏନ୍.ଏ): ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାର ୨୨ ବ୍ଲକ ମଧ୍ୟରୁ...
୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ
ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି...
ସୁରକ୍ଷା କର୍ମୀଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ୱର,୨ା୬(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ କଳ୍ପନା ଛକସ୍ଥିତ ଭଞ୍ଜକଳା ମଣ୍ଡପ ନିକଟ ୟୋଗିକ୍ ଜିମ୍ ସେଣ୍ଟର ପରିସରରୁ ମଙ୍ଗଳବାର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ...
ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ
କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ...
ଚିରନିଦ୍ରାରେ ‘ଶଲାବୁଢ଼ା’ ଫେମ୍ ଅଭିନେତା
ଭୁବନେଶ୍ୱର/ସୋନପୁର(ବ୍ୟୁରୋ, ନି.ପ୍ର.)୫।୬: ଲୋକପ୍ରିୟ ସମ୍ବଲପୁରୀ ଫିଲ୍ମ ‘ଶଲାବୁଢ଼ା’ ଫେମ୍ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ...
ବାତ୍ୟା କ୍ଷତିପୂରଣ ଅର୍ଥ ମିଳୁନି: ଅତିରିକ୍ତ ତହସିଲଦାର, ଆର୍ଆଇଙ୍କୁ ଘେରିଲେ ଲୋକେ
ଖଇରା,୪ା୬(ଡି.ଏନ୍.ଏ.): ବାତ୍ୟା ‘ୟାସ୍’ କୁ ୧୦ଦିନ ବିତିଯାଇଥିଲେ ହେଁ ବାଲେଶ୍ବର ଜିଲା ଖଇରା ତହସିଲ ଅଧୀନ ଗଣ୍ଡିବେଡ଼ ତଥା ଅନ୍ୟାନ୍ୟ ରାଜସ୍ବ କ୍ଷେତ୍ର ଅଧୀନରେ ବନ୍ୟା...


