ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ ଏକ ମାମଲା (ନଂ. ୩୧୨/୨୧) ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଛି।
ଗୁରୁବାର ନାବାଳିକାଙ୍କ ପରିବାର ଲୋକେ ଘରେ ନ ଥିଲେ। ଏହାର ସୁଯୋଗ ନେଇ ଯୁବକ ଜଣକ ଘରେ ପଶି ନାବଳିକାଙ୍କୁ ବଳାତ୍କାର କରିଥିଲେ। ନାବାଳିକାଙ୍କ ଭାଇ ଏହା ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ। ପରେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଉଭୟଙ୍କ ଡାକ୍ତରୀମାଇନା କରାଇଛି। ଶନିବାର ଯୁବକଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ଚିତ୍ତରଞ୍ଜନ ବେହେରା କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
ଜଳବନ୍ଦୀରେ ନଦୀକୂଳିଆ ଗାଁ
ପଦ୍ମପୁର, ୧।୬ (ଡି.ଏନ.ଏ.)-ବାତ୍ୟା ‘ୟାସ୍’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଦେଇ ପ୍ରବାହିତ ମନ୍ତେଈ, କଞ୍ଚୁଡ଼ି ଓ ଧଳା ନଦୀରେ...
କରୋନାରେ ଚାଲିଗଲେ ଆଉ ଜଣେ ଡାକ୍ତର
ସୋହେଲା,୨୦ା୬(ଡି.ଏନ୍.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଡୁମ୍ବେରପାଲି ଗ୍ରାମର ଡାକ୍ତର ପ୍ରଫୁଲ କୁମାର ବାରିକ(୫୧)ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ହୋଇ...
କୋଭିଡ୍ଜନିତ ମୃତ୍ୟୁ ଅଡିଟ୍ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ
କଟକ ଅଫିସ,୨୫।୬: କୋଭିଡ୍ଜନିତ ମୃତ୍ୟୁର ଅଡିଟ୍ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍. ମୁରଲୀଧର ଏବଂ ବିଚାରପତି ଏସ୍.କେ. ପାଣିଗ୍ରାହୀଙ୍କୁ ନେଇ...
ମାଲକାନଗିରି ଜିଲାପାଳଙ୍କୁ କରୋନା
ମାଲକାନଗିରି,୨୦ା୬(ଡି.ଏନ୍.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ...
୧୭ ଜିଲାରେ ଘଡଘଡି ସହ ବର୍ଷା
ଭୁବନେଶ୍ବର,୩।୬: ରାଜ୍ୟର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର...
ଯଥାର୍ଥ ନୁହେଁ, ଭୁଲ୍
ଭୁବନେଶ୍ୱର,୨୧।୬(ଓଁକାର ମିଶ୍ର): ବରିଷ୍ଠ ଆଇପିଏସ୍ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଥିଲା। ଶେଷକୃତ୍ୟ ସମୟରେ...
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
ଭୁବନେଶ୍ୱର,୨୩।୬(ବ୍ୟୁରୋ)କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ସିଇ) ଦ୍ୱାଦଶ...
ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ
ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...


