ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରବି ଚାତାର୍ଡ ଏବଂ ଅତୁଲ ମହାକୁଡ଼। ପୋଲିସ ପୀଡ଼ିତା ଓ ୨ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଇଛି।
ସୂଚନାଯୋଗ୍ୟ, ଗତ ୧୬ ତାରିଖ ରଜ ପର୍ବରେ ରବି ଓ ଅତୁଲ ବିଳମ୍ବିତ ରାତିରେ ନାବାଳିକାଙ୍କୁ ଘରୁ ଟେକି ନେଇ ବଳାତ୍କାର କରିଥିଲେ। ପୀଡ଼ିତା ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା (ନଂ.୮୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ।
Posted inଆମ ଜିଲା ଖବର, ମୟୂରଭଞ୍ଜ, ରାଜ୍ୟ View All
ଧରାପଡ଼ିଲା ସେକ୍ସ ର଼୍ୟାକେଟ୍ କିଙ୍ଗ୍ପିନ
କେନ୍ଦୁଝର,୧୩ା୬: ଗ୍ରାହକଙ୍କୁ ଭିନ୍ନ ଭିନ୍ନ ଦରରେ ଯୋଗାଇ ଦେଉଥିଲା ମନ ପସନ୍ଦର ଝିଅ। ଏଭଳି ଦୀର୍ଘ ବର୍ଷ ଧରି ଗମ୍ଭାରିଆଠାରେ ଭଡ଼ାଘରେ ଦେହ ବ୍ୟବସାୟ ଚଲାଇଥିଲା...
କୋଭିଡ୍ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍ସି)...
ଖଟିଆ କାନ୍ଧେଇ ପ୍ରତିବାଦ କଲେ ଗ୍ରାମବାସୀ
ସାରସକଣା,୧୮।୬(ଡି.ଏନ.ଏ.)- ପ୍ରଶାସନର କାର୍ଯ୍ୟଧାରା ଏବଂ ଅପାରଗତାକୁ ପଦାରେ ପକାଇବା ଲକ୍ଷ୍ୟନେଇ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଗଁାକୁ ଯିବାକୁ ଭଲ ରାସ୍ତା ଓ ପୋଲ...
କୋଭିଡ୍ ପରିଚାଳନାରେ ପ୍ରମୁଖ ଅସ୍ତ୍ର ସିଏମ୍ଏସ୍
ଅନୁଗୋଳ ଅଫିସ, ୧୨ା୬ କରୋନାର ଦ୍ୱିତୀୟ ଲହର ଭୟାନକ ସାବ୍ୟସ୍ତ ହୋଇଛି। ଏଥିରେ ଦ୍ରୁତ ସଂକ୍ରମଣ ସହ ଅଧିକ ମୃତ୍ୟୁ ଦେଖିବାକୁ ମିଳିଛି। କେବଳ ମେ’...
୨୬ ଯାଏ ପ୍ରବଳ ବର୍ଷା
ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ...
ଜମିରେ ଧାନ ଗଜା, ସହାୟତା ଦାବି
ମହାକାଳପଡ଼ା,୧୧।୬(ଡି.ଏନ୍.ଏ.): ବାତ୍ୟା ୟାସ୍ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ବିଶେଷକରି ଚାଷୀଙ୍କ ପନିପରିବା ଓ ଖରାଦିନିଆ ଡାଳୁଅ ଧାନ ଉଜୁଡ଼ିଯାଇଛି। ଭାଗଚାଷୀମାନେ ଜମି ମାଲିକଙ୍କୁ ଫସଲ ଦେବାକୁ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି।...
ବଚସାରୁ ହତ୍ୟା
ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...


