E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋହଲି, ଯୁବି, ଧୋନୀଙ୍କ ପାଇଁ ଏମିତି ଶବ୍ଦର ବ୍ୟବହାର କଲେ ରଶିଦ
9:01 pmJune 4, 2021

ନୂଆଦିଲ୍ଲୀ,୪।୬: ଭାରତ ପାଇଁ କ୍ରିକେଟ ଗ୍ରାଉଣ୍ଡରେ ଅନେକ ସଫଳତା ହାସଲ କରିଥିବା ମହେନ୍ଦ୍ର ସିଂ ଧୋନୀ, ଯୁବରାଜ ସିଂ (ଯୁବି) ଓ ବିରାଟ କୋହଲିଙ୍କୁ ଗୋଟିଏ ଶବ୍ଦରେ ବର୍ଣ୍ଣନା କରିବା କଷ୍ଟକର ବ୍ୟପାର। କିନ୍ତୁ ଆଫଗାନିସ୍ତାନର ଲେଗ୍‌ ସ୍ପିନର ରଶିଦ ଖାନଙ୍କ ନିକଟରେ ରହିଛି ଏହାର ଉତ୍ତର।

ନିକଟରେ ସୋସିଆଲ ମିଡିଆରେ ଫ୍ୟାନଙ୍କ ସହ ପ୍ରଶ୍ନ ଉତ୍ତର ସେଗମେଣ୍ଟ ଅବସରରେ ଜଣେ ଫ୍ୟାନ ଭାରତୀୟ କ୍ରିକେଟର ଉପରୋକ୍ତ ୩ କିମ୍ବଦନ୍ତୀଙ୍କୁ ଗୋଟିଏ ଶବ୍ଦରେ ପ୍ରକାଶ କରିବାକୁ କହିଥିଲେ। ସୀମିତ ଓଭର କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ସ୍ପିନର ଭାବେ ଜଣାଶୁଣା ରଶିଦ କୋହଲିଙ୍କୁ ‘କିଙ୍ଗ୍‌’ ଅଭିହିତ କରିଥିଲେ। ସେହିଭଳି ଯୁବିଙ୍କୁ ‘ଛକାର ରାଜା’ କହିଥିଲେ ରଶିଦ। କିନ୍ତୁ ଏହି ତାରକା ସ୍ପିନର ସମସ୍ତ ଆଇସିସି ଟ୍ରଫି ଅଧିକାରୀ ଧୋନୀଙ୍କ ପାଇଁ ଗୋଟିଏ ଶବ୍ଦ ଯଥେଷ୍ଟ ନୁହେଁ ବୋଲି ଉତ୍ତର ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫ୍ରେଞ୍ଚ୍‌ ଓପନ୍‌ ଟେନିସ: ନାଡାଲ, ସିତ୍‌ସିପାସ, ଜେଭରେଭ ସେମିଫାଇନାଲରେ

ପ୍ୟାରିସ, ୧୦।୬- ସ୍ପେନ୍‌ ସୁପରଷ୍ଟାର ରାଫାଲ ନାଡାଲ, ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି।...

କୋପା ଆମେରିକାରେ କରୋନା ସଙ୍କଟ

ସାଓ ପାଉଲୋ,୧୭।୬(ଏପି): ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ କରୋନା ଆକ୍ରାନ୍ତ ବୃଦ୍ଧି ପରିଲକ୍ଷିତ ହୋଇଛି। ୩୩ ଜଣ ଖେଳାଳି ଓ ଷ୍ଟାଫ୍‌ଙ୍କ ସମେତ ମୋଟ...

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଲଢ଼େଇ: ଜାଣନ୍ତୁ କେବେ, କେଉଁଠି ଦେଖିବେ ଏହି ହାଇପ୍ରୋଫାଇଲ ମ୍ୟାଚ୍‌

ସାଉଥାମ୍ପଟନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ହାଇପ୍ରୋଫାଇଲ ମ୍ୟାଚ୍‌ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମୁକାବିଲା ଯିଏ ଜିତିବ ସେ ପ୍ରଥମ ଟେଷ୍ଟ ଚାମ୍ପିୟନ ହେବାର ଗୌରବ...

ନୋଭାକ୍‌ ଜୋକୋଭିଚ୍‌ ଚାମ୍ପିୟନ

ପ୍ୟାରିସ, ୧୪।୬-ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ସେ...

କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ

ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍‌ ହୋଇଛି। ହାପେନ୍‌ଡହ୍ବାଟ୍‌...

ପିଏସ୍‌ଏଲ୍‌ରୁ ଓହରିଲେ ଡୁପ୍ଲେସି

ଆବୁଧାବି, ୧୭।୬(ପି.ଟି.)-  ପାକିସ୍ତାନ ସୁପରଲିଗ୍‌ (ପିଏସ୍‌ଏଲ) ଅବସରରେ କନକ୍‌ସନ (ସଂଘାତ)ର ସମ୍ମୁଖୀନ ହୋଇଥିବା ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁପ୍ଲେସି ପ୍ରତିଯୋଗିତାର ଅବଶିଷ୍ଟ ମ୍ୟାଚଗୁଡ଼ିକରୁ...

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ତୃତୀୟ ରାଉଣ୍ଡରେ ଜେଭେରେଭ, ଇସ୍ନର

ପ୍ୟାରିସ,୩।୬: ଫ୍ରେଞ୍ଚ୍‌ ଓପନ ବୁଧବାର ଚତୁର୍ଥ ଦିବସରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ଜର୍ମାନୀର ଷଷ୍ଠ ସିଡ୍‌ ଖେଳାଳି ଆଲେକଜାଣ୍ଡର ଜେଭେରେଭ୍‌, ୧୫ତମ ସିଡ୍‌ ଖେଳାଳି ନରଓ୍ବେର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମହାମାରୀରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ଭତ୍ତା
Next Post Next post:
ପାକିସ୍ତାନ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ପୁଅ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts