E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋହଲି, ଯୁବି, ଧୋନୀଙ୍କ ପାଇଁ ଏମିତି ଶବ୍ଦର ବ୍ୟବହାର କଲେ ରଶିଦ
9:01 pmJune 4, 2021

ନୂଆଦିଲ୍ଲୀ,୪।୬: ଭାରତ ପାଇଁ କ୍ରିକେଟ ଗ୍ରାଉଣ୍ଡରେ ଅନେକ ସଫଳତା ହାସଲ କରିଥିବା ମହେନ୍ଦ୍ର ସିଂ ଧୋନୀ, ଯୁବରାଜ ସିଂ (ଯୁବି) ଓ ବିରାଟ କୋହଲିଙ୍କୁ ଗୋଟିଏ ଶବ୍ଦରେ ବର୍ଣ୍ଣନା କରିବା କଷ୍ଟକର ବ୍ୟପାର। କିନ୍ତୁ ଆଫଗାନିସ୍ତାନର ଲେଗ୍‌ ସ୍ପିନର ରଶିଦ ଖାନଙ୍କ ନିକଟରେ ରହିଛି ଏହାର ଉତ୍ତର।

ନିକଟରେ ସୋସିଆଲ ମିଡିଆରେ ଫ୍ୟାନଙ୍କ ସହ ପ୍ରଶ୍ନ ଉତ୍ତର ସେଗମେଣ୍ଟ ଅବସରରେ ଜଣେ ଫ୍ୟାନ ଭାରତୀୟ କ୍ରିକେଟର ଉପରୋକ୍ତ ୩ କିମ୍ବଦନ୍ତୀଙ୍କୁ ଗୋଟିଏ ଶବ୍ଦରେ ପ୍ରକାଶ କରିବାକୁ କହିଥିଲେ। ସୀମିତ ଓଭର କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ସ୍ପିନର ଭାବେ ଜଣାଶୁଣା ରଶିଦ କୋହଲିଙ୍କୁ ‘କିଙ୍ଗ୍‌’ ଅଭିହିତ କରିଥିଲେ। ସେହିଭଳି ଯୁବିଙ୍କୁ ‘ଛକାର ରାଜା’ କହିଥିଲେ ରଶିଦ। କିନ୍ତୁ ଏହି ତାରକା ସ୍ପିନର ସମସ୍ତ ଆଇସିସି ଟ୍ରଫି ଅଧିକାରୀ ଧୋନୀଙ୍କ ପାଇଁ ଗୋଟିଏ ଶବ୍ଦ ଯଥେଷ୍ଟ ନୁହେଁ ବୋଲି ଉତ୍ତର ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

କ୍ରୀଡ଼ା ମହଲରେ ଶୋକ

ଚଣ୍ଡିଗଡ଼, ୨୦ା୬ (ପି.ଟି.)-ମିଲ୍‌ଖାଙ୍କ ଦେହାନ୍ତରେ କ୍ରୀଡ଼ା ମହଲରୁ ଶୋକବାର୍ତ୍ତାର ସୁଅ ଛୁଟିବାରେ ଲାଗିଛି। ପୂର୍ବତନ କ୍ରିକେଟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କଠାରୁ ଆରମ୍ଭ କରି କିମ୍ବଦନ୍ତୀ ଭାରତୀୟ...

ଡରହାମରେ ଇଣ୍ଟ୍ରା ସ୍କାଡ୍‌ ମ୍ୟାଚ୍‌ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୫।୬: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ପ୍ରସ୍ତୁତି ଲାଗି ଡରହାମଠାରେ ଏକତ୍ରିତ ହେବେ ଭାରତୀୟ ଦଳର ଖେଳାଳିମାନେ। ସେଠାରେ ଟିମ୍‌...

ଦିନେ ରାସ୍ତାରେ ଭୋକିଲା ବୁଲୁଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

କେନିଆର ପୂର୍ବତନ ଅଧିନାୟକ ମରିସ ଓଡୁମ୍ବେ ଆଜି ୫୨ ବର୍ଷରେ ପଦାର୍ପଣ କରିଛନ୍ତି। କେନିଆର ଶ୍ରେଷ୍ଠ ଖେଳାଳିମାନଙ୍କ ମଧ୍ୟରୁ ଓଡୁମ୍ବେ ଅନ୍ୟତମ। ତାଙ୍କ ଅଧିନାୟକତ୍ୱରେ ୧୯୯୬...

ଓ୍ବିଲିୟମସନ ଆହତ, ଦ୍ୱିତୀୟ ଟେଷ୍ଟରୁ ଓହରିଲେ

ବର୍ମିଂହାମ, ୧୦।୬(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ ଅଧିନାୟକ କେନ୍‌ ଓ୍ବିଲିୟମସନ ଆହତ ସମସ୍ୟା ଯୋଗୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି। ଗୁରୁବାରଠାରୁ ଦ୍ୱିତୀୟ ଟେଷ୍ଟ...

ନିର୍ଣ୍ଣାୟକ ଦିନରେ ଫାଇନାଲ; ଫଳାଫଳ ସମ୍ଭାବନା କମ୍‌

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ ନିର୍ଣ୍ଣାୟକ ଦିନରେ ପ୍ରବେଶ କରିଛି। କିନ୍ତୁ ମ୍ୟାଚ୍‌ର ଫଳାଫଳ ତଥା ବିଜେତା ମିଳିବାର ସମ୍ଭାବନା...

କୋହଲିଙ୍କ ସବୁଠାରୁ ଭଲ ଗୁଣ କ’ଣ ଜାଣନ୍ତି: ପ୍ରଶଂସାରେ ଶତମୁଖ ହୋଇ ଏଭଳି କହିଲେ କୋଚ୍‌…

ନୂଆଦିଲ୍ଲୀ,୫।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ। ଜୁନ୍‌ ୧୮ରୁ ଡବ୍ଲୁଟିସି ଫାଇନାଲ ଇଂଲଣ୍ଡରେ ଖେଳାଯିବ। ଏହି ମହାମୁକାବିଲା ପୂର୍ବରୁ ଭାରତୀୟ...

କ୍ୟାରିୟରର ଅନ୍ତିମ ଟେଷ୍ଟରେ ଭାଙ୍ଗିଗଲା ଆଙ୍ଗୁଠି; ତଥାପି ଖେଳି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ

ସାଉଥାମ୍ପଟନ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ପ୍ରତମ ସଂସ୍କରଣରେ କେନ୍‌ ଓ୍ବିଲିୟମସନ୍‌ଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଚାମ୍ପିୟନ ହୋଇଛି। ଏହା ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ କ୍ୟାରିୟରର...

ଦ୍ୱିତୀୟ ଟେଷ୍ଟ: ନ୍ୟୁଜିଲାଣ୍ଡ ବିଜୟର ନିକଟତର

ବର୍ମିଂହାମ,୧୩।୬: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ସ୍ଥିତି ଆହୁରି ଦୃଢ଼ କରି ବିଜୟର ନିକଟତର ହୋଇଛି। ପ୍ରଥମ ଇନିଂସରେ ଇଂଲଣ୍ଡକୁ ୩୦୩...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମହାମାରୀରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ଭତ୍ତା
Next Post Next post:
ପାକିସ୍ତାନ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ପୁଅ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts