E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଜାଡେଜାଙ୍କ ପାଇଁ ଖୁସି ଖବର
6:37 pmJune 23, 2021

ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର। ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍‌ରେ ଖରାପ ପ୍ରଦର୍ଶନ କାରଣରୁ ତାଙ୍କ ୨୮ ରେଟିଂ ପଏଣ୍ଟ ହ୍ରାସ ପାଇଛି। ଫଳରେ ସେ ପୂର୍ବରୁ ଦ୍ୱିତୀୟ ସ୍ଥାନରେ ଥିବା ଜାଡେଜାଙ୍କ ପଛକୁ ଖସି ଆସିଛନ୍ତି। ପ୍ରାୟ ୪ ବର୍ଷ ପରେ ଶ୍ରେଷ୍ଠ ଅଲରାଉଣ୍ଡର ମାନ୍ୟତା ଫେରିପାଇଛନ୍ତି ଜାଡେଜା। ଅନ୍ତିମ ଥର ୨୦୧୭ ଅଗଷ୍ଟରେ ସେ ଅଲରାଉଣ୍ଡରଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷରେ ଥିଲେ।

ଓ୍ବେଷ୍ଟଇଣ୍ଡିଜ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଦୁଇ ଟିକିଆ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି। ଦକ୍ଷିଣ ଆଫ୍ରିକା ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ କୁଇଣ୍ଟନ ଡି’କକ୍‌ (୧୦ମ) ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଟପ୍‌-୧୦କୁ ଫେରିଛନ୍ତି। ବୋଲରଙ୍କ ମଧ୍ୟରେ କାଗିସୋ ରବାଡା ପୂର୍ବ ଅପେକ୍ଷା ଗୋଟିଏ ସ୍ଥାନ ଉପରକୁ ଉଠି ୫ମ ସ୍ଥାନ ଅଧିକାର କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ନ୍ୟୁଜିଲାଣ୍ଡର ନେତୃତ୍ୱ ନେବେ ଓ୍ବିଲିୟମସନ

ସାଉଥାମ୍ପଟନ,୧୬ା୬(ପି.ଟି.)-ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବା ଲାଗି କେନ୍‌ ଓ୍ବିଲିୟମସନ ଉପଲବ୍ଧ ହେବେ। ଜୁନ୍‌ ୧୮ରୁ ଆରମ୍ଭ...

ଅଣ୍ଡା ଖାଇ ଟ୍ରୋଲ୍‌ ହେଲେ ବିରାଟ କୋହଲି

ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିକଟରେ ପ୍ରଶଂସକଙ୍କ ସହ ତାଙ୍କର ଏକ ପ୍ରଶ୍ନ-ଉତ୍ତର କାର୍ଯ୍ୟକ୍ରମ ହୋଇଥିଲା। ପ୍ରଶଂସକମାନେ କୋହଲିଙ୍କୁ...

ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସ ଖେଳିବେନି ନାଡାଲ

ମାଡ୍ରିଡ୍‌, ୧୮ା୬ (ଏପି)-ସ୍ବାସ୍ଥ୍ୟଗତ କାରଣ ଦୃଷ୍ଟିରୁ କ୍ଲେ-କୋର୍ଟ ରାଜା ରାଫାଲ ନାଡାଲ ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ। ନାଡାଲ ଗତ ମାସରେ...

ପଦାର୍ପଣରେ ଲେଡି ସେହ୍ବାଗଙ୍କ ରେକର୍ଡ

ବ୍ରିଷ୍ଟଲ,୧୮ା୬: ଲେଡି ସେହ୍ବାଗ ଭାବେ ମହିଳା କ୍ରିକେଟରେ ଜଣାଶୁଣା ଟିମ୍‌ ଇଣ୍ଡିଆର ଓପନର ଶେଫାଳି ବର୍ମା ପଦାର୍ପଣ ଟେଷ୍ଟରେ ଇତିହାସ ରଚିଛନ୍ତି। ୧୭ ବର୍ଷୀୟା ବ୍ୟାଟ୍ସଓମେନ...

ଭୁବନେଶ୍ୱରଙ୍କ ଦୁଃଖ ସରୁନି: ପିତାଙ୍କ ମୃତ୍ୟୁ ପରେ ମା’ ହସ୍ପିଟାଲରେ, ନିଜଠାରେ କରୋନା ଲକ୍ଷଣ

ଟିମ ଇଣ୍ଡିଆର ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କ ସମସ୍ୟା ଶେଷ ହେବାର ନାଁ ନେଉନାହିଁ। ନିକଟରେ ତାଙ୍କ ପିତାଙ୍କ ମୃତୁ ପରେ ଏବେ ଭୁବନେଶ୍ୱରଙ୍କ ମା’...

ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂ

ନୂଆଦିଲ୍ଲୀ,୨୦।୬: କିମ୍ବଦନ୍ତୀ ଆଥ୍‌ଲେଟ ତଥା ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂଙ୍କ ପରଲୋକରେ ଭାରତୀୟ କ୍ରୀଡ଼ାଜଗତ ସ୍ତବ୍ଧ ହୋଇଛି। ଜଣେ ଲଢୁଆ ଖେଳାଳି ଓ...

ଭୋ’ ଭୋ’ ହୋଇ କାନ୍ଦିଲେ ସୁଶୀଲ କୁମାର

ନୂଆଦିଲ୍ଲୀ,୪।୬: ଅଲିମ୍ପିଆନ ସୁଶୀଲ କୁମାର ଜେଲ୍‌ରେ ଅତ୍ୟନ୍ତ ଭାବପ୍ରବଣ ହୋଇଯାଇଛନ୍ତି। ଦୁଇ ଦିନ ହେବ ମାଣ୍ଡୋଲି ଜେଲକୁ ଆସିଥିବା ସୁଶୀଲଙ୍କୁ ଜେଲ ପ୍ରଶାସନ ତାଙ୍କ ପରିବାର...

କାର୍ତ୍ତିକ, ପାର୍ଥିବ ଥାଉ ଥାଉ ଧୋନୀଙ୍କୁ କାହିଁକି ଦିଆଯାଇଥିଲା ସୁଯୋଗ

ନୂଆଦିଲ୍ଲୀ, ୨।୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୩ ବର୍ଷ ବୟସରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ଆଉ ପଛକୁ ଫେରି ଚାହିଁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ
Next Post Next post:
ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts