E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ମା’ ହେବାକୁ ଯାଉଛନ୍ତି ନୁଶ୍‌ରତ୍‌! ସ୍ବାମୀ କହିଲେ ଜାଣିନି, ୬ ମାସ ହେବ ମୁଁ ଅଲଗା ରହୁଛି
10:39 amJune 7, 2021

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଚଳଚ୍ଚିତ୍ରରେ ସଫଳ କ୍ୟାରିୟର, ନିର୍ବାଚନରେ ଜିତିବା ଏବଂ ନିଖିଲ ଜୈନଙ୍କୁ ଅନ୍ୟ ଧର୍ମରେ ବିବାହ କରିବା ପାଇଁ ଚର୍ଚ୍ଚାରେ ଥିଲେ ନୁଶ୍‌ରତ୍‌। ଏବେ ସେ ଏକ ଅନ୍ୟ କାରଣରୁ ଆଲୋଚନାର ବିଷୟବସ୍ତୁ ପାଲଟିଛନ୍ତି। ଏବେ ଚର୍ଚ୍ଚା ହେଉ ନୁଶ୍‌ରତ୍‌ କୁଆଡେ ୬ ମାସର ଗର୍ଭବତୀ ଅଛନ୍ତି। କିନ୍ତୁ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କୁ ଏହି ଗର୍ଭଧାରଣ ବିଷୟରେ କୌଣସି ସୂଚନା ନାହିଁ। ଏପରିକି ଦାବି ହେଉଛି ଯେ, ନୁଶ୍‌ରତ୍‌ ଏବଂ ନିଖିଲଙ୍କ ବିବାହ ମଧ୍ୟ ଭାଙ୍ଗିବା ପର୍ଯ୍ୟାୟରେ ଅଛି। ଏବେ ସୋସିଆଲ ମିଡିଆରେ ଏବଂ ଗଣମାଧ୍ୟମରେ ଏନେଇ ଜୋରଦାର ଚର୍ଚ୍ଚା ହେଉଛି। କିନ୍ତୁ ନୁଶ୍‌ରତ୍‌ଙ୍କ ପକ୍ଷରୁ ଏନେଇ କୌଣସି ସୂଚନା ଦିଆଯାଇ ନାହିଁ। ଏକ ସାକ୍ଷାତକାରରେ ନିଖିଲ କହିଛନ୍ତି ଯେ, ସେମାନଙ୍କ ବିବାହ ଭାଙ୍ଗିବାକୁ ଯାଉଛି। ସେ ଗତ ୬ ମାସ ହେବ ନୁଶ୍‌ରତ୍‌ଙ୍କ ସହ ରହୁନାହାନ୍ତି। ଏପରିକି ଦୀର୍ଘ ଦିନ ହେବ ତାଙ୍କର ନୁସରତଙ୍କ ମଧ୍ୟରେ କୌଣସି ସମ୍ପର୍କ ନାହିଁ। ଗତ କିଛି ଦିନ ହେବ ବଙ୍ଗଳା ଅଭିନେତା ତଥା ଭାଜପା ନେତା ୟଶ ଦାସଗୁପ୍ତାଙ୍କ ସହ ନୁଶ୍‌ରତ୍‌ଙ୍କ ସମ୍ପର୍କ ରହିଛି ବୋଲି ଆଲୋଚନା ଚାଲିଛି। ଉଭୟଙ୍କୁ ଅନେକ ଥର ଏକାଠି ଦେଖିବାକୁ ମିଳିଛି ଏବଂ ଚଳିତ ବର୍ଷର ନୂଆବର୍ଷ ଉଭୟ ରାଜସ୍ଥାନରେ ଏକାଠି ପାଳନ କରିଥିଲେ।
ଦୀର୍ଘ ଦିନ ଧରି ପରସ୍ପରକୁ ଡେଟ କରିବା ପରେ ନୁଶ୍‌ରତ୍‌ ୧୯ ଜୁନ ୨୦୧୯ରେ ତୁର୍କୀରେ ନିଖିଲଙ୍କୁ ବିବାହ କରିଥିଲେ। ନୁଶ୍‌ରତ୍‌ ଏବଂ ନିଖିଲଙ୍କ ଏହି ବିବାହ ହିନ୍ଦୁ, ଇସଲାମ ଏବଂ ଖ୍ରୀଷ୍ଟିଆନ ରୀତିନୀତି ଅନୁଯାୟୀ କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ବିକିନୀ ପିନ୍ଧି ପୁରୁଷ ବନ୍ଧୁଙ୍କ ହାତ ଧରି ସମୁଦ୍ର କୂଳରେ ବୁଲୁଛନ୍ତି ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଶ୍ରୀଦେବୀଙ୍କ ଅବିକଳ ନକଲ ହେଉଛନ୍ତି ତାଙ୍କ ଝିଅ ଜାହ୍ନବୀ କପୁର। ମା’ ଶ୍ରୀଦେବୀଙ୍କ ନିଧନ ପରେ ତାଙ୍କର ଅଧୁରା ସ୍ବପ୍ନ ପୂରା...

ଭଉଣୀଙ୍କୁ ଇର୍ଷା କରୁଛନ୍ତି ପ୍ରିୟଙ୍କା ଚୋପ୍ରା

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଆଜିକାଲି ତୁର୍କୀରେ ଛୁଟି କାଟୁଛନ୍ତି। ସେ ଇନଷ୍ଟାଗ୍ରାମରେ ଏହାର ଫଟୋ ମଧ୍ୟ ଶେୟାର କରୁଛନ୍ତି। ଯାହା ସୋସିଆଲ ମିଡିଆରେ ଭାଇରାଲ...

ଏହି ହ୍ୟାଣ୍ଡସମ୍‌ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…

ବମ୍ବେ: ବଲିଉଡ୍‌ର ହ୍ୟାଣ୍ଡସମ୍‌ ନାୟକଙ୍କ ମଧ୍ୟରୁ ହ୍ରିତିକ୍‌ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍‌ର ଟମ୍‌ କ୍ରୁଜ୍‌’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍‌ରେ...

ବିବାହର ଚାରି ମାସ ପରେ ଘରକୁ ଆସିଥିଲା କୁନି ଅତିଥି; ପୁଅର ଫଟୋ ଶେୟାର କରି…

ବମ୍ବେ: ଇତିମଧ୍ୟରେ ଅଭିନେତା ବରୁଣ ଧଓ୍ବନ ଏବଂ ନତାଶା ଦଲାଲଙ୍କ ବିବାହକୁ ପୁରିଛି ଚାରି ମାସ। ଏବେ ତାଙ୍କ ଘରକୁ ଆସିଛି କୁନି ଅତିଥି। ତାଙ୍କୁ...

ନିଜଠୁ ୧୮ ବର୍ଷ ବଡ ଅଭିନେତାଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚାକୁ ନେଇ ଏମିତି କହିଲେ ଅଭିକା

ଟେଲିଭିଜନ ଅଭିନେତ୍ରୀ ଅଭିକା ଗୋର ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ଦୀର୍ଘ ଦିନ ଧରି ସସୁରାଲ ସିମରରେ ତାଙ୍କ ସହ-ଅଭିନେତା...

ବୋଲ୍ଡ ସିନ୍‌ ପୂର୍ବରୁ ଅଭିନେତ୍ରୀ-ଅଭିନେତା ପରସ୍ପରକୁ ପଚାରୁଥିଲେ ଏମିତି ପ୍ରଶ୍ନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅଭିନେତ୍ରୀ ରାଧିକା ଆପ୍ଟେ ବଲିଉଡର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ଚଳଚ୍ଚିତ୍ରରେ ତାଙ୍କର ଚରିତ୍ର ଏବଂ ବୋଲ୍ଡ ଦୃଶ୍ୟ ସବୁବେଳେ ଚର୍ଚ୍ଚାରେ ଥାଏ। ସେ ଯେକୌଣସି...

ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…

ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋଭିଶିଲ୍ଡ୍‌ ଡୋଜ୍‌ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…
Next Post Next post:
ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts