E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ବିଦେଶୀ ମିଡ଼ିଆକୁ ଜବାବ୍‌: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…
1:23 pmJune 13, 2021

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ ଦ ଇକୋନମିଷ୍ଟ୍‌ରେ ଏକ ଆର୍ଟିକିଲ୍‌ ପ୍ରକାଶ ପାଇଥିଲା। ତେବେ ଏହାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଖଣ୍ଡନ କରାଯାଇଛି। କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ କୌଣସି ମିଡ଼ିଆର ନାମ ନ ନେଇ କହିଛନ୍ତି ଯେ, ଏଭଳି ତଥ୍ୟ ସମ୍ପୂର୍ଣ୍ଣ କପୋଳକଳ୍ପିତ। ଏଥିରେ ସତ୍ୟତା ହିଁ ନାହିଁ। ମହାମାରୀର ବୈଜ୍ଞାନିକ ଆଧାରରେ ରିପୋର୍ଟରେ ତଥ୍ୟ ପ୍ରଦାନ କରାଯାଇ ନ ଥିବା ସେ କହିଛନ୍ତି। ପ୍ରକାଶିତ ରିପୋର୍ଟ କେଉଁ ପଦ୍ଧତି ଆଧାରରେ ପ୍ରକାଶିତ ହୋଇଛି ତାହା ଉଲ୍ଲେଖ କରାଯାଇ ନ ଥିବା ହର୍ଷ ବର୍ଦ୍ଧନ କହିଛନ୍ତି। ସେହିପରି ଏଥିରେ ତେଲଙ୍ଗାନା ବୀମା କ୍ଲେମ୍‌କୁ ଆଧାର ଭାବେ ଗ୍ରହଣ କରାଯାଇଛି। ଯାହାକି କୌଣସି ବୈଜ୍ଞାନିକ ଆଧାର ନୁହେଁ ବୋଲି ସେ କହିଛନ୍ତି। ନିର୍ବାଚନ ସର୍ଭେ କରୁଥିବା ସି-ଭୋଟର ସଂସ୍ଥାର ତଥ୍ୟକୁ ଗ୍ରହଣ କରାଯାଇଛି। ଏଭଳି ସଂସ୍ଥାର ସ୍ବାସ୍ଥ୍ୟ କ୍ଷେତ୍ରରେ କୌଣସି ଅଭିଜ୍ଞତା ନାହିଁ। ସେହିପରି ରିପୋର୍ଟରେ ମୃତ୍ୟୁ ସଂଖ୍ୟା ୭ଗୁଣା ହୋଇଥିବା ନେଇ ଅନୁମାନ କରାଯାଇଥିବା ଉଲ୍ଲେଖ କରାଯାଇଛି। ତେଣୁ ଏହି ରିପୋର୍ଟ ବିଶ୍ୱାସଯୋଗ୍ୟ ନୁହେଁ ବୋଲି ହର୍ଷବର୍ଦ୍ଧନ କହିଛନ୍ତି। ଏହା ଲୋକଙ୍କୁ ଭ୍ରମିତ କରିବା ଲକ୍ଷ୍ୟ ନେଇ କରାଯାଇଥିବା l ଭାରତ ସରକାର ଆଇସିଏମ୍‌ଆର୍‌ ଏବଂ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ନିର୍ଦ୍ଧାରିତ ମାର୍ଗଦର୍ଶିକା ପାଳନ କରୁଥିବା ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ମୋଦିଙ୍କ କ୍ୟାବିନେଟ୍‌ରେ ସିନ୍ଧିଆ ପାଇବେ ସ୍ଥାନ: ମିଳିପାରେ ରେଳ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୩।୬: ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ସମ୍ପ୍ରସାରଣ କରାଯିବ। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ସ୍ଥାନ ମିଳିବା ପ୍ରାୟ ନିଶ୍ଚିତ ହୋଇଛି।...

ଭୟ କରନାହିଁ , ଭାକ୍ସିନ୍‌ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…

ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍‌ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍‌...

ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…

ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ...

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ...

ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ

ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି।...

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି।...

ଆଇଟି ନିୟମ ପ୍ରତ୍ୟାହାର କର

ନୂଆଦିଲ୍ଲୀ,୨୦ା୬: ନୂଆ ଆଇଟି ନିୟମ ଆଣି ଟୁଇଟର ଓ ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକୁ ନାଲିଆଖି ଦେଖାଉଥିବା କେନ୍ଦ୍ର ସରକାରଙ୍କୁ ଶନିବାର ଜାତିସଂଘରୁ ଶକ୍ତ...

ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୪ବର୍ଷର ପ୍ରତିଭା ସାଇସାଗର
Next Post Next post:
ଜୀବନ ସହ ସଂଘର୍ଷ କରୁଛନ୍ତି ଯଦୁମଣି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts