E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ…
11:44 amJune 17, 2021

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା। ସିବିଏସ୍‌ଇ ପକ୍ଷରୁ ଭାଲ୍ୟଏଶନ୍‌ ଫର୍ମୂଲା ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଛି। ଫର୍ମୂଲା ଅନୁସାରେ ଦଶମ, ଏକାଦଶ ଏବଂ ଦ୍ୱାଦଶର ସ୍କୁଲ୍‌ ପରୀକ୍ଷା ମାର୍କ ଆଧାରରେ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇବ। ଶିକ୍ଷାର୍ଥୀ ଦଶମରେ ରଖିଥିବା ମାର୍କର ୩୦ ପ୍ରତିଶତ, ଏକାଦଶର ୩୦ ପ୍ରତିଶତ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ୍‌ ପରୀକ୍ଷାରେ ରଖିଥିବା ୪୦ ପ୍ରତିଶତ ମାର୍କ ଆଧାରରେ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ କରାଯିବ ବୋଲି ସିବିଏସ୍‌ଇ ପକ୍ଷରୁ ଦାଖଲ କରାଯାଇଥିବା ଫର୍ମୂଲାରେ ଉଲ୍ଲେଖ କରାଯାଇଛି। ଦ୍ୱାଦଶର ପ୍ରି ବୋର୍ଡ ପରୀକ୍ଷା ଏବଂ ପ୍ରାକ୍ଟିକାଲ ପରୀକ୍ଷା ମାର୍କକୁ ଗ୍ରହଣ କରାଯିବ। ଦଶମ ବୋର୍ଡ ପରୀକ୍ଷାର ୫ଟି ବିଷୟ ମଧ୍ୟରୁ ଶ୍ରେଷ୍ଠତମ ମାର୍କ ରହିଥିବା ୩ଟି ବିଷୟକୁ ଗ୍ରହଣ କରାଯିବ ବୋଲି ସିବିଏସ୍‌ଇ ପକ୍ଷରୁ ଭାଲ୍ୟୁଏଶନ୍‌ ଫର୍ମୂଲାରେ ଦର୍ଶାଯାଇଛି। ଜୁଲାଇ ୩୧ରେ ସିବିଏସ୍‌ଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳ ପ୍ରକାଶ ପାଇବ।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ସୋମବାରଠାରୁ ଏହି ସହରରେ ଘର ଘର ବୁଲି ହେବ ଟିକାଦାନ…

ବିକାନେର୍‌,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ...

ରାମମନ୍ଦିର ଟ୍ରଷ୍ଟରେ ଜମି ଦୁର୍ନୀତି ଅଭିଯୋଗ

ଲକ୍ଷ୍ନୌ, ୧୪।୬: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟର ଦେଖାଶୁଣା କରିବା ଲାଗି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ବେଆଇନ ଜମି କାରବାରରେ ସମ୍ପୃକ୍ତ ଥିବାନେେଇ...

୨୬ରେ ରାଜଭବନ ଆଗରେ ଚାଷୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ, ୧୩।୬(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀମାନଙ୍କ ଆନ୍ଦୋଳନ ପ୍ରାୟ ୨୦୦ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ଆହୁରି ଜୋର୍‌ଦାର କରିବା ଲାଗି...

କେନାଲରୁ ପାଣି ଚୋରି ରୋକିବା ପାଇଁ ପହରା ଦେବେ ୬୦ ଯବାନ…

ଜୟପୁର,୬।୬: ପାଣି ଚୋରି ରୋକିବା ପାଇଁ ରାଜସ୍ଥାନର ହନୁମାନଗଡ଼ ଜିଲାରେ ପ୍ରଥମ ପୋଲିସ ଥାନା ପ୍ରତିଷ୍ଠା କରାଯିବ। ସ୍ଥାନୀୟ ଇନ୍ଦିରା ଗାନ୍ଧୀ କେନାଲରୁ ବାରମ୍ବାର ପାଣି...

୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...

ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ

ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍‌ ସମୟରେ ଡ୍ରେନ ସଫା...

ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା

ନୂଆଦିଲ୍ଲୀ,୧୭।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ମୁସଲିମ ବୃଦ୍ଧଙ୍କୁ ମାଡ଼ ଘଟଣାରେ ବିବାଦୀୟ ଟୁଇଟ୍‌କୁ ନେଇ ବଲିଉଡ୍‌ ଅଭିନେତ୍ରୀ ସ୍ବରା ଭାସ୍କର ଓ ଟୁଇଟର ଇଣ୍ଡିଆର ମ୍ୟାନେଜିଂ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍କେଟିଂରେ ସଚେତନତା
Next Post Next post:
ଜିଲାପାଳଙ୍କ ପୋତାଗଡ଼ ପରିଦର୍ଶନ: ସ୍ମାର୍ଟ ପାର୍କ ନିର୍ମାଣ କାର୍ଯ୍ୟକୁ ପ୍ରାଥମିକତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts