E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

୬ ବର୍ଷ ପରେ ହେଲା ଖୁଲାସା: ପାକିସ୍ତାନ ଖେଳାଳିଙ୍କୁ ଭେଟିବା ପାଇଁ ରାସ୍ତାକଡ଼ରେ ଅପେକ୍ଷା କରିଥିଲେ ରାହୁଲ ଦ୍ରାଭିଡ
10:34 amJune 11, 2021

ରାହୁଲ ଦ୍ରାବିଡ ଜଣେ ଭଲ କ୍ରିକେଟର ତଥା ଜଣେ ଭଲ ମଣିଷ। ରାହୁଲ ଦ୍ରାବିଡ ଅନ୍ୟକୁ ସାହାଯ୍ୟ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି। ୨୦୧୪ ମସିହାରେ ଦ୍ରାଭିଡ଼ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ କଥା ହେବା ପାଇଁ ଟ୍ୟାକ୍ସି ଛାଡିଥିଲେ ଏବଂ ସେ ତାଙ୍କୁ ଭେଟିବା ପାଇଁ ୧୦-୧୫ ମିନିଟ ରାସ୍ତାରେ ଠିଆ ହୋଇଥିଲେ। ପାକିସ୍ତାନର ପୂର୍ବତନ କ୍ରିକେଟର ୟାସିର ଆରାଫତ ନିଜେ ଏହି ସୂଚନା ଦେଇଛନ୍ତି। ନିକଟରେ ସେ ଏନେଇ ଖୁଲାସା କରିଛନ୍ତି
ୟାସିର ଆରାଫତ ଏକ ବାର୍ତ୍ତାଳାପରେ କହିଛନ୍ତି, ରାହୁଲ ଦ୍ରାଭିଡ଼ ଜଣେ ଖାସ୍‌ ମଣିଷ। ମ୍ୟାଚ ଶେଷ ହେବା ପରେ ସେ ଷ୍ଟାଡିୟମରୁ ବାହାରି ଟ୍ୟାକ୍ସି ବୁକ କରିଥିଲେ। ସେ ଟ୍ୟାକ୍ସିରେ ବସିବା ମାତ୍ରେ ମୁଁ ତାଙ୍କୁ ପାଟି କରି ଡାକିଲି – ରାହୁଲ ଭାଇ। ସେ ମୋ ସ୍ବର ଶୁଣି ସେହି ଟ୍ୟାକ୍ସିରୁ ଓହ୍ଲାଇ ପଡିଥିଲେ। ମୁଁ ପାକିସ୍ତାନ ପାଇଁ ଅଧିକ କ୍ରିକେଟ ଖେଳି ନଥିଲି କିନ୍ତୁ ଏହା ସତ୍ତ୍ୱେ ରାହୁଲ ଅପେକ୍ଷା କରି ମୋ ସହିତ ୧୦-୧୫ ମିନିଟ କଥା ହୋଇଥିଲେ। ସେ ମୋତେ କ୍ରିକେଟ ଏବଂ ପରିବାର ବିଷୟରେ ପଚାରିଥିଲେ। ମୋତେ ବହୁତ ଭଲ ଲାଗିଲା।
ସୂଚନାଯୋଗ୍ୟ, ରାହୁଲ ଦ୍ରାଭିଡ ୟାସିର ଆରାଫତଙ୍କ ପାଇଁ ମଧ୍ୟ ଅତ୍ୟନ୍ତ ସ୍ବତନ୍ତ୍ର। କାରଣ ସେ ତାଙ୍କର ପ୍ରଥମ ଟେଷ୍ଟ ଉଇକେଟ ଥିଲେ। ୟାସିର ଡିସେମ୍ବର ୨୦୦୭ ରେ ଭାରତ ବିପକ୍ଷରେ ଡେବ୍ୟୁ କରିଥିଲେ

 


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୧୮ ବର୍ଷରୁ କମ୍‌ ଜାତୀୟ ଚେସ୍‌ରେ ଓଡ଼ିଶାରୁ ୮ ଭାଗନେବେ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ୧୮ ବର୍ଷରୁ କମ୍‌ ବାଳିକା ଏବଂ ଓପନ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ ଉଦ୍‌ଯାପିତ ହୋଇଯାଇଛି। ଏହାର ବାଳିକା ବର୍ଗରେ କଟକର...

ଆଧୁନିକ କ୍ରିକେଟରେ କେଉଁ ଖେଳାଳିଙ୍କ ଭଳି ବ୍ୟାଟିଂ କରିବାକୁ ଚାହାନ୍ତି ପ୍ରଶ୍ନରେ ଏଭଳି କହିଲେ ଗାଭାସ୍କର; ଚକିତ କଲା ନାମ…

ନୂଆଦିଲ୍ଲୀ,୩।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ସୁନିଲ ଗାଭାସ୍କର ଟି୨୦ କ୍ରିକେଟର ବଡ଼ ପ୍ରଶଂସକ ବୋଲି ସ୍ବୀକାର କରିଛନ୍ତି। ତାଙ୍କ ସମୟର ଅନେକ ଖେଳାଳି...

ଟୋକିଓ ଅଲିମ୍ପିକ୍ସ: ବିନା ଦର୍ଶକରେ ଏବେ ସୁଦ୍ଧା ବିକଳ୍ପ ରହିଛି

ଟୋକିଓ, ୨୬ା୬ (ଏପି)-ବିନା ଦର୍ଶକରେ ଟୋକିଓ ଅଲିମ୍ପିକ୍ସ ଆୟୋଜନ ଏବେ ସୁଦ୍ଧା ବିକଳ୍ପ ପନ୍ଥା ରହିଛି। ଆୟୋଜକ କମିଟି ସଭାପତି ସିକୋ ହାସିମୋତୋ ଶୁକ୍ରବାର ପ୍ରକାଶ...

ମିଷ୍ଟର ଡିପେଣ୍ଡବୁଲ୍‌ ଟିମ୍‌ ଇଣ୍ଟିଆ କୋଚ୍‌: ସୂଚନା ଦେଲେ ଗାଙ୍ଗୁଲୀ…

କୋଲକାତା,୧୫।୬: ଟିମ୍‌ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍‌ ଇଣ୍ଡିଆ କୋଚ୍‌ ଭାବେ ମିଷ୍ଟର ଡିପେଣ୍ଡବୁଲ୍‌ ରାହୁଲ ଦ୍ରାବିଡ୍‌ଙ୍କୁ ନିଯୁକ୍ତ କରାଯାଇଛି।...

ଷ୍ଟାର ଖେଳାଳିଙ୍କ କାରନାମା: ଗୋଇଠା ମାରି ଭାଙ୍ଗିଦେଲେ ଉଇକେଟ

ଢାକା,୧୧।୬ : ବାଂଲାଦେଶର ଘରୋଇ ଟି୨୦ ଟୁର୍ନାମେଣ୍ଟ ଢାକା ଲିଗ୍‌ରେ ଶୁକ୍ରବାର ଏକ ଅପ୍ରିତିକର ଘଟଣା ଘଟିଛି। ଅମ୍ପାୟରଙ୍କୁ ଅସଦାଚରଣ କରିବା ସହ ଷ୍ଟମ୍ପକୁ ଗୋଇଠା...

ପରିବାର ସହ ମିଶିଲେ ଅଷ୍ଟ୍ରେଲୀୟ ଆଇପିଏଲ୍‌ ଖେଳାଳି

ସିଡ୍‌ନୀ, ୧ା୬ (ପି.ଟି.)-ଭାରତରେ ଆଇପିଏଲ୍‌ରେ ଭାଗନେବା ଲାଗି ଆସିଥିବା ଅଷ୍ଟ୍ରେଲୀୟ କ୍ରିକେଟର, ସପୋର୍ଟ ଷ୍ଟାଫ୍‌ ଏବଂ କମେଣ୍ଟେଟରଙ୍କ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହେବାପରେ ସୋମବାର ସେମାନେ...

ୟୁରୋ କପ୍‌ରେ ଅଘଟଣ: ଖେଳାଳି ବେହୋସ୍‌

କୋପେନହେଗେନ,୧୩।୬(ଏପି): ୟୁରୋପିଆନ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ଶନିବାର ଅଘଟଣ ଦେଖିବାକୁ ମିଳିଛି। ଫିନ୍‌ଲାଣ୍ଡ ବିପକ୍ଷ ମ୍ୟାଚ ଖେଳାଯାଉଥିବାବେଳେ ଡେନମାର୍କ ମିଡ୍‌ଫିଲ୍ଡର ଖ୍ରିଷ୍ଟିଆନ ଏରିକ୍ସନ ହଠାତ୍‌ ବେହୋସ ହୋଇ...

ଫାଇନାଲ୍‌ ହାରିବା ପରେ ଏମିତି କହିଲେ କୋହଲି

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ୮ ଉଇକେଟରେ ପରାସ୍ତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶତାଧିକ ଲୋକଙ୍କ ଇନ୍ଦିରାଆବାସ ଅର୍ଥ ହଡ଼ପ
Next Post Next post:
ଗ୍ରାମାଞ୍ଚଳଠାରୁ ଜବରଦଖଲ ସହରରେ ଅଧିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts