E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ
5:43 pmJune 14, 2021

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏକ ଭାବପ୍ରବଣ ନୋଟ ଲେଖି ତାଙ୍କୁ ସ୍ମରଣ କରିଛନ୍ତି। ଏହି ପୋଷ୍ଟରେ ରିୟା ସୁଶାନ୍ତଙ୍କ ସହ ଏକ ଫଟୋ ପୋଷ୍ଟ କରି ଲେଖିଛନ୍ତି, ଗୋଟିଏ ମୁହୂର୍ତ୍ତ ମଧ୍ୟ ଅନୁଭବ କରି ନାହିଁ ଯେ ତୁମେ ଆଉ ନାହଁ, ଲୋକମାନେ କୁହନ୍ତି ସମୟ ସବୁକିଛି ଠିକ କରେ, ମୋ ପାଇଁ ତୁମେ ମୋର ସମୟ, ସବୁକିଛି ଥିଲ। ମୁଁ ଜାଣେ ତୁମେ ମୋତେ ଉପରୁ ଦେଖୁଛ, ମୋତେ ସୁରକ୍ଷା ଦେଉଛ। ତୁମେ ମୋତେ ନେବାକୁ ଆସିବ, ପ୍ରତିଦିନ ଅପେକ୍ଷା କରୁଛି। ମୁଁ ତୁମକୁ ସବୁଆଡ଼େ ଖୋଜୁଛି।
ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ଜାଣେ ତୁମେ ମୋ ସହିତ ଅଛ। ଯେତେବେଳେ ବି ମୁଁ ଅନୁଭବ କରେ ଯେ ତୁମେ ଏଠାରେ ନାହଁ, ମୋ ଶରୀର ଭାବନାରେ ପରିପୂର୍ଣ୍ଣ ହୋଇଯାଏ। ଏହା ଲେଖିବା ବେବେ ମୋର ହୃଦୟକୁ କଷ୍ଟ ହେଉଛି। ତୁମ ବିନା ଜୀବନ ନାହିଁ, ତୁମେ ଏହାର ଅର୍ଥ ସାଙ୍ଗରେ ନେଇଛ। ଏହି ଶୂନ୍ୟସ୍ଥାନ ପୂରଣ ହୋଇପାରିବ ନାହିଁ। ତୁମ ବିନା ମୁଁ ଛିଡା ହୋଇଛି। ମୋର ପ୍ରିୟ ସନ୍‌ସାଇନ୍‌ ବୟ୍‌। ମୁଁ ତୁମକୁ ପ୍ରତିଦିନ ‘ମାଲପୁଆ’ ଦେବି ପ୍ରତିଶ୍ରୁତି ଦେଉଛି। ଦୟାକରି ମୋ ପାଖକୁ ଫେରି ଆସ। ତୁମକୁ ବହୁତ୍‌ ମିସ୍‌ କରୁଛି ମୋର ବନ୍ଧୁ, ମୋର ମଣିଷ, ମୋ ପ୍ରେମ।
ଗତ ବର୍ଷ ଆଜିର ଦିନରେ ଅର୍ଥାତ୍‌ ଜୁନ ୧୪, ୨୦୨୦ରେ ସୁଶାନ୍ତଙ୍କର ଦେହାନ୍ତ ହୋଇଥିଲା। ନିଜ ମୁମ୍ବାଇ ଫ୍ଲାଟରେ ଫାଶୀ ଲଗାଇ ସେ ଆତ୍ମହତ୍ୟା କରିଥିଲେ। ରିୟା ଚକ୍ରବର୍ତ୍ତୀ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ବିମାନ ଦୁର୍ଘଟଣାରେ ଆଖି ବୁଜିଲେ ଟାର୍‌ଜନ ଅଭିନେତା

ବମ୍ବେ: ପରଲୋକରେ ଅଭିନେତା ଜୋ ଲାରା। ଏକ ବିମାନ ଦୁର୍ଘଟଣାରେ ସେ ପ୍ରାଣ ହରାଇଛନ୍ତି। ୫୮ ବର୍ଷୀୟ ଜୋ ବିମାନରେ ସ୍ତ୍ରୀ ଏବଂ ପାଞ୍ଚଜଣ ଅନ୍ୟ...

କଥା ରଖିଲେ ସଲମାନ, ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟକୁ ପଠାଇଲେ ଟଙ୍କା

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ଖାନ୍‌ ସଲମାନ ସିନେ କଳାକାରଙ୍କୁ ଦେଇଥିବା କଥା ରଖିଛନ୍ତି। ସଲମାନ ୨୫୦୦୦ ସିନେ କଳାକାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦୦ ଟଙ୍କା ଲେଖାଏ...

ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ୍‌ ହେବା ହେବା ପରେ ଏମିତି କରିଥିଲେ ଏହି ଅଭିନେତା

ଫିଲ୍ମ ଇଣ୍ଡଷ୍ଟ୍ରିର ରଙ୍ଗୀନ ଦୁନିଆରେ କେଉଁ ଷ୍ଟାର ଆଗକୁ ଯିବେ ତାହା କହିବା ଅତ୍ୟନ୍ତ କଷ୍ଟକର। ଏହି ଲାଇନ୍‌ରେ ଆସି ଅନେକ ଭଲ ତାରକା ମଧ୍ୟ...

‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ ପୂରିଲା ୨୨ବର୍ଷ

ମୁମ୍ବାଇ: ବଲିଉଡ୍‌ ପ୍ରଯୋଜକ ତଥା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲିଙ୍କ ଲଭ୍‌ ଟ୍ରାଏଙ୍ଗଲ୍‌ ଉପରେ ଆଧାରିତ ହୋଇଥିବା ଫିଲ୍ମ ‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ...

‘ଭାଗ୍‌ ମିଲ୍‌ଖା ଭାଗ୍‌’ ପାଇଁ ଟଙ୍କାଏ ପାଉଣା ନେଇଥିଲେ ‘ଫ୍ଲାଇଂ ଶିଖ୍‌’

ବମ୍ବେ: ଭାରତର ମହାନ ଧାବକ ମିଲ୍‌ଖା ସିଂହଙ୍କ ପରଲୋକକୁ ନେଇ ଶୋକରେ ବୁଡ଼ିଛି ପୁରା ଦେଶ। ଚାରି ଚାରି ଥରେ ସ୍ବର୍ଣ୍ଣ ପଦକ ବିଜେତା ଥିବା...

ଏହି ସର୍ତ୍ତରେ ଜୟା-ଅମିତାଭଙ୍କ ବିବାହ ପାଇଁ ରାଜି ହୋଇଥିଲେ ପିତା

ଆଜି ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ୪୮ ତମ ବିବାହ ବାର୍ଷିକୀ। ଏହି ଅବସରରେ ଅମିତାଭ ଏକ ପୁରୁଣା ଫଟୋ ଶେୟାର...

ଫିଲ୍ମର ଉଲଗ୍ନ ଦୃଶ୍ୟ ଯୋଗୁ ରାତି ସାରା କାନ୍ଦୁଥିଲେ ଏହି ଅଭିନେତ୍ରୀ, ଶୁଟିଂ ବେଳେ କେବଳ ରହୁଥିଲେ ନିର୍ଦ୍ଦେଶକ

ବମ୍ବେ: ଅଭିନେତ୍ରୀ ସୀମା ବିଶ୍ୱାସ ବଣ୍ଡିତ୍‌ କୁଇନ୍‌ ନାମରେ ଖ୍ୟାତ। ଫୁଲନ ଦେବୀଙ୍କ ବାସ୍ତବ ଜୀବନ ଉପରେ ଆଧାରିତ ଫିଲ୍ମରେ ସେ ନଜର ଆସିଥିଲେ। ଫିଲ୍ମରେ...

ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନବବଧୂ ପରି ସଜେଇ ହୋଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଉର୍ବଶୀ ନିଜ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା
Next Post Next post:
ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts