E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ମୃତ କର୍ମଚାରୀଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲା ରିଲାଏନ୍ସ
12:12 pmJune 4, 2021

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମହାମାରୀ ସମୟରେ ଅନେକ ଲୋକ ନିଜ ଆତ୍ମୀୟଙ୍କୁ ହରାଇ ବେସାହାରା ହୋଇଯାଇଛନ୍ତି। କିଏ ନିଜ ବାପାମା’ଙ୍କୁ ହରାଇଛି ତ କିଏ ନିଜ ପୁଅକୁ ହରାଇଛି। ଏଭଳି ସ୍ଥିତିରେ ଅନେକ ସେଲିବ୍ରିଟି ଓ ଶିଳ୍ପପତିମାନେ ଏହି ବେସାହାରା ପରିବାରବର୍ଗଙ୍କୁ ସହାୟତାର ହାତ ବଢ଼ାଇଛନ୍ତି। ଏହି ତାଲିକାରେ ଏବେ ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ(ଆରଆଇଏଲ୍‌) ସାମିଲ ହୋଇଯାଇଛି। ନିଜ ମୃତ କର୍ମଚାରୀଙ୍କ ପରିବାରଲୋକଙ୍କ ସାହାଯ୍ୟ ପାଇଁ ଆଗକୁ ଆସିଛି ରିଲାଏନ୍ସ। ରିଲାଏନ୍ସ ଫ୍ୟାମିଲି ସପୋର୍ଟ ଆଣ୍ଡ ଓ୍ବେଲଫେୟାର ସ୍କିମ ଅନୁସାରେ କରୋନା ଯୋଗୁ ନିଜର ଜୀବନ ହରାଇଥିବା କର୍ମଚାରୀଙ୍କ ପରିବାରଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ପାଇଁ ରିଲାଏନ୍ସ ଘୋଷଣା କରିଛି। ଏହା ଦ୍ୱାରା ସେମାନଙ୍କ ପରିବାରର ଆର୍ଥିକ ସଙ୍କଟ ଦୂର ହେବା ସହ ଭବିଷ୍ୟତ ସଜାଡିବାରେ ସହାୟକ ହେବ। ସୂଚନାଯୋଗ୍ୟ, କରୋନାରେ ଆକ୍ରାନ୍ତ ହୋଇ ମୃତୁ ଘଟିଥିବା କର୍ମଚାରୀଙ୍କ ପରିବାର ଲୋକଙ୍କୁ ୫ବର୍ଷ ପର୍ଯ୍ୟନ୍ତ ପ୍ରତି ମାସରେ ଦରମା ଦିଆଯିବ। ଏଥିସହ ପିଲାଙ୍କ ସ୍କୁଲରୁ ସ୍ନାତକ ପର୍ଯ୍ୟନ୍ତ ସମସ୍ତ ଖର୍ଚ୍ଚ କମ୍ପାନୀ ଉଠାଇବ। କେବଳ ସେତିକି ନୁହେଁ, ଯେଉଁ ମୃତ କର୍ମଚାରୀମାନେ ବେତନରେ ନ ଥିଲେ ସେମାନଙ୍କର ପରିବାରଙ୍କୁ ୧୦ଲକ୍ଷ ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇଦିଆଯିବ। ଏତଦ୍‌ ବ୍ୟତୀତ ମୃତ କର୍ମଚାରୀଙ୍କ ଜୀବନସାଥୀ, ବାପା ମା’ ଓ ପିଲାମାନଙ୍କୁ ମାଗଣାରେ ଆଜୀବନ ସ୍ବାସ୍ଥ୍ୟ ସେବା ଯୋଗାଇଦିଆଯିବ। ସେହିପରି ଯେଉଁ କର୍ମଚାରୀ ବା ତାଙ୍କ ପରିବାର କରୋନାରେ ଆକ୍ରାନ୍ତ ହୋଇଥିବେ ସେପର୍ଯ୍ୟନ୍ତ ଡ୍ୟୁଟିରେ ଯୋଗଦେବେ ନାହିଁ ଯେପର୍ଯ୍ୟନ୍ତ ସେମାନେ ଶାରିରୀକ ଓ ମାନସିକ ଭାବେ ସୁସ୍ଥ ଅନୁଭବ କରିବେ ନାହିଁ। ଆଉ ଏହି ସମୟର ସମସ୍ତ ଖର୍ଚ୍ଚ କମ୍ପାନୀ ବହନ କରିବ ବୋଲି ରିଲାଏନ୍ସର ଅଧ୍ୟକ୍ଷ ମୁକେଶ ଅମ୍ବାନୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ...

ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ...

ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା

ନୂଆଦିଲ୍ଲୀ, ୪।୬(ଆଇଏଏନ୍‌ଏସ୍‌):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର...

ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଖୋଳତାଡ଼ କରୁଛି। ଗୁରୁବାର ଔଷଧ...

କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…

ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ...

ଦଳ ଛାଡିଲେ ଆଉ ଜଣେ କଂଗ୍ରେସ ନେତା: ରାହୁଲଙ୍କୁ କଲେ ଟାର୍ଗେଟ

ଗୁଆହାଟୀ,୧୮।୬: କଂଗ୍ରେସରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଯୁବ ନେତା ସବୁ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି। ଏବେ ଆସାମ ବିଧାୟକ ରୂପଜ୍ୟୋତି...

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ...

ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭୋ’ ଭୋ’ ହୋଇ କାନ୍ଦିଲେ ସୁଶୀଲ କୁମାର
Next Post Next post:
ରେପୋ ରେଟ୍‌ ଅପରିବର୍ତ୍ତିତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts