ପୁରୀ ଅଫିସ,୪ା୬: ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ବଡ଼ଦାଣ୍ଡରେ ଚାଲିଛି ରଥ ନିର୍ମାଣ। ରଥ କାମରେ ବିଶ୍ୱକର୍ମା ମହାରଣା ନିୟୋଜିତ ହୋଇଛନ୍ତି। ତେବେ ଏହି ପବିତ୍ର କାମ ମଧ୍ୟରେ ପୁରୀ ଶ୍ରୀନହରସ୍ଥିତ ରଥଖଳାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ। କୌଣସି କାରଣକୁ ନେଇ ରଥଖଳାରେ ଦୁଇ ବିଶ୍ୱକର୍ମା ସେବାୟତ ହାତାହାତି ହୋଇଛନ୍ତି। ତେବେ ହାତାହାତି ହେବାର କାରଣ ଅସ୍ପଷ୍ଟ ରହିଛି।
ହାତାହାତି ହୋଇଥିବା ଦୁଇ ସେବାୟତ ହେଉଛନ୍ତି ନନ୍ଦିଘୋଷ ରଥର ମୁଖ୍ୟ ବିଶ୍ୱକର୍ମା ବିଜୟ ମହାପାତ୍ର ଓ ସହଯୋଗୀ ମହାରଣା ରମେଶ ମହାପାତ୍ର। ରଥଖଳାରେ ପ୍ରାୟ ଅଧ ଘଣ୍ଟାଏ ଧରି ଏଭଳି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା। ଫଳରେ ରଥ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା।
Posted inଆମ ଜିଲା ଖବର, ପୁରୀ View All
ଚାଷ ଜମିରେ ମାଡୁଛି ଲୁଣାପାଣି
ରାଜନଗର, ୧୧।୬(ଡି.ଏନ୍.ଏ.): ୩ ବର୍ଷ ହେଲା ସ୍ଲୁଇସ୍ ନିର୍ମାଣ ସରିଲାଣି। ମାତ୍ର ଆଜିଯାଏ ସ୍ଲୁଇସ୍ରେ ଗେଟ ଲାଗିନି। ନଦୀରେ ଜୁଆର ସମୟରେ ଲୁଣାପାଣି ଭେଡା ଭିତରକୁ...
ବର୍ଜ୍ୟଜଳରେ ହନ୍ତସନ୍ତ ସହରବାସୀ
ଯାଜପୁର ଅଫିସ୍, ୫।୬: ରାଜ୍ୟର ବିଭିନ୍ନ ସହରରୁ ନିର୍ଗତ ବର୍ଜ୍ୟଜଳକୁ ବୈଜ୍ଞାନିକ ପଦ୍ଧତିରେ ବିଶୋଧନ ଓ ପ୍ରକ୍ରିୟାକରଣ ନ କରି ବାହାରକୁ ଛଡ଼ାଯାଉଥିବାରୁ ତାହା ସୁସ୍ଥ...
ବିଭିନ୍ନ ସ୍ଥାନରେ ଚଢାଉ କଲେ ଏସଡିପିଓ: ୨ ଗିରଫ
ପୁରୁଷୋତ୍ତମପୁର,୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା...
ସାବିତ୍ରୀ ଅମାବାସ୍ୟା ପାଇଁ ବଜାରରେ ପ୍ରବଳ ଭିଡ଼: ୧୮ ଦୋକାନ ସିଲ୍ କଲା ପ୍ରଶାସନ
ବାଲିଗୁଡ଼ା,୯ା୬(ଡି.ଏନ୍.ଏ.): ମହାମାରୀ କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଲକ୍ଡାଉନ୍ ଶଟ୍ଡାଉନ୍ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଫଳରେ ରାଜ୍ୟରେ ବର୍ତ୍ତମାନ...
ମାମୁ ଘରେ ରହିବେ ଅନାଥ ଭଉଣୀ ଭାଇ: ମିଳିବ ସରକାରୀ ସୁବିଧା
ଝାରସୁଗୁଡା ଅଫିସ୍,୭।୬: ମହାମାରୀ କରୋନା ଅନେକଙ୍କୁ ମା’ ବାପା ଛେଉଣ୍ଡ କରିଛି। ସେମାନେ କିପରି ସମାଜରେ ମଣିଷ ହେବେ ଏନେଇ ସୁପ୍ରୀମକୋର୍ଟ ଥଇଥାନ ଚିନ୍ତା କରିଛନ୍ତି।...
ରଜରେ ନାବାଳିକାଙ୍କୁ ଗଣବଳାତ୍କାର
ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ...
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଇକିଆ୧୫।୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...
ଏମ୍ଜିଏନ୍ଆର୍ଇଜିଏସ୍ ଅର୍ଥ ଆତ୍ମସାତ୍ ମସୁଧା
ବ୍ରହ୍ମଗିରି,୧୫।୬(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ର ଅର୍ଥ ଆତ୍ମସାତ୍ ପାଇଁ ମସୁଧା ଚାଲିଥିବା ଅଭିଯୋଗ ହୋଇଛି।...


