ପୁରୀ ଅଫିସ,୪ା୬: ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ବଡ଼ଦାଣ୍ଡରେ ଚାଲିଛି ରଥ ନିର୍ମାଣ। ରଥ କାମରେ ବିଶ୍ୱକର୍ମା ମହାରଣା ନିୟୋଜିତ ହୋଇଛନ୍ତି। ତେବେ ଏହି ପବିତ୍ର କାମ ମଧ୍ୟରେ ପୁରୀ ଶ୍ରୀନହରସ୍ଥିତ ରଥଖଳାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ। କୌଣସି କାରଣକୁ ନେଇ ରଥଖଳାରେ ଦୁଇ ବିଶ୍ୱକର୍ମା ସେବାୟତ ହାତାହାତି ହୋଇଛନ୍ତି। ତେବେ ହାତାହାତି ହେବାର କାରଣ ଅସ୍ପଷ୍ଟ ରହିଛି।
ହାତାହାତି ହୋଇଥିବା ଦୁଇ ସେବାୟତ ହେଉଛନ୍ତି ନନ୍ଦିଘୋଷ ରଥର ମୁଖ୍ୟ ବିଶ୍ୱକର୍ମା ବିଜୟ ମହାପାତ୍ର ଓ ସହଯୋଗୀ ମହାରଣା ରମେଶ ମହାପାତ୍ର। ରଥଖଳାରେ ପ୍ରାୟ ଅଧ ଘଣ୍ଟାଏ ଧରି ଏଭଳି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା। ଫଳରେ ରଥ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.