E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ
9:59 amJune 23, 2021

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୪୫୬କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍‌ ଥବବାବେଳେ ଆଜି ପୁଣି ହଠାତ୍‌ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭୩ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୧୪୮୩ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୯୯ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮୦ ଜଣ ଚିହ୍ନଟ ହୋଇଛନ୍ତି।
୩,୫୫୬ ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୬ ହଜାର ୯୪୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୪୮ ହଜାର ୯୬୦ ଜଣ ସୁସ୍ଥ ହୋଇସାରିଛନ୍ତି। ୩୪ ହଜାର ୨୧୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

Covid-19 Report For 22nd June

New Positive Cases: 3456
In quarantine: 1973
Local contacts: 1483

(Details of local contacts will be shared by concerned Dist Administration)

District Wise Cases:

1. Angul: 118
2. Balasore: 174
3. Bargarh: 69
4. Bhadrak: 194
5. Balangir: 28

— I & PR Department, Odisha (@IPR_Odisha) June 23, 2021

6. Boudh: 25
7. Cuttack: 480
8. Deogarh: 11
9. Dhenkanal: 57
10. Gajapati: 17
11. Ganjam: 19
12. Jagatsinghpur: 81
13. Jajpur: 267
14. Jharsuguda: 20
15. Kalahandi: 21
16. Kandhamal: 31
17. Kendrapada: 147
18. Keonjhar: 73
19. Khurda: 499
20. Koraput: 81
21. Malkangiri: 82

— I & PR Department, Odisha (@IPR_Odisha) June 23, 2021

22. Mayurbhanj: 180
23. Nawarangpur: 42
24. Nayagarh: 126
25. Nuapada: 16
26. Puri: 289
27. Rayagada: 56
28. Sambalpur: 39
29. Sonepur: 43
30. Sundargarh: 90
31. State Pool: 81

New recovery: 4159
Cumulative tested: 13283652
Positive: 886946
Recovered: 848960
Active cases: 34216

— I & PR Department, Odisha (@IPR_Odisha) June 23, 2021


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଟିକା ନେବା ସତ୍ତ୍ୱେ ସଂକ୍ରମଣ: କାରଣ ଖୋଜିବ ୮ଜଣିଆ କମିଟି

ଭୁବନେଶ୍ୱର, ୨୦।୬(ବ୍ୟୁରୋ): କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର ହେଉଛି ଟିକା। ବାରମ୍ବାର ପରୀକ୍ଷଣ ପରେ ଏବେ ଦେଶରେ କୋଭିଶିଲ୍ଡ ଓ କୋଭାକ୍ସିନ ଟିକା ଦିଆଯାଉଛି।...

ଆହୁରି ୪ ଦିନ ବର୍ଷିବ

ଭୁବନେଶ୍ବର,୨୦।୬: ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ...

ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌

ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ...

ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ କରୋନା ଆକ୍ରାନ୍ତ...

୧୭ ଜିଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ବର,୩।୬: ରାଜ୍ୟର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର...

‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍‌ଟା ପ୍ଲସ୍‌’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍‌ଟା ପ୍ଳସ୍‌...

ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ

କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ...

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
Next Post Next post:
ଭିତିରି କଥା କହିଲେନି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts