ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୪୫୬କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍ ଥବବାବେଳେ ଆଜି ପୁଣି ହଠାତ୍ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭୩ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୧୪୮୩ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୯୯ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮୦ ଜଣ ଚିହ୍ନଟ ହୋଇଛନ୍ତି।
୩,୫୫୬ ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୬ ହଜାର ୯୪୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୪୮ ହଜାର ୯୬୦ ଜଣ ସୁସ୍ଥ ହୋଇସାରିଛନ୍ତି। ୩୪ ହଜାର ୨୧୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.