E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର
5:47 pmJune 15, 2021

ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ ଭାରତୀୟ ଓପନର ରୋହିତ ଶର୍ମାଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଇଛନ୍ତି ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ।

ମୋ ମତରେ ପ୍ରତ୍ୟେକ ଓପନରଙ୍କ ପାଇଁ ଅଫ୍‌ ଷ୍ଟମ୍ପ କେଉଁଠାରେ ଜାଣିବା ନିହାତି ଦରକାର। ଇନିଂସ ଓପନ କରିବା ପରଠୁ ରୋହିତ ଶୃଙ୍ଖଳିତ ପ୍ରଦର୍ଶନ କରୁଛନ୍ତି। ଅଫ୍‌ ଷ୍ଟମ୍ପ କେଉଁଠାରେ ତାଙ୍କୁ ଜଣା। ୟୁକେରେ ସେଭଳି ଖେଳିଲେ ରୋହିତ ସଫଳ ହେବେ। ସେ ଭାରତୀୟ ଦଳ ପାଇଁ ଜଣେ ମ୍ୟାଚ୍‌ ଓ୍ବିନର। ଅଫ୍‌ ଷ୍ଟମ୍ପ କେଉଁ ଠାରେ ଜାଣିବା ପରେ ହିଁ ଜଣେ ବ୍ୟାଟ୍ସମ୍ୟାନ ବାହାର ବଲକୁ ଛାଡ଼ିପାରିବ। ଏହା ଉପରେ ରୋହିତଙ୍କୁ ଗୁରୁତ୍ୱ ଦେବା ଦରକାର। ବୋଲ୍ଟ ତାଙ୍କୁ ଚ୍ୟାଲେଞ୍ଜ କରିପାରିବେ। କାରଣ ଅଫ୍‌ ଷ୍ଟମ୍ପ ବାହାରୁ ବଲକୁ ଭିତରକୁ ଆଣିବାରେ ସେ ସିଧହସ୍ତ। ଏଣୁ ଏହି ବାମହାତୀ ପେସରଙ୍କୁ ଖେଳିଲା ବେଳେ ରୋହିତ ବାମ ଗୋଡ଼ ଉଠାଇପାରିବେ ନାହିଁ। ଏହି ଦୁଇଟି କଥା ଉପରେ ରୋହିତଙ୍କୁ ଗୁରୁତ୍ୱ ଦେବାକୁ ପଡ଼ିବ ବୋଲି ଲକ୍ଷ୍ମଣ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ରାଣୀ ଅଧିନାୟିକା, ଦୀପ୍‌ଗ୍ରେସ୍‌ ଓ ସବିତା ଉପଅଧିନାୟିକା

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର...

ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋରଙ୍କ ପରଲୋକ

ଭୁବନେଶ୍ୱର, ୨।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଜଗତ ପାଇଁ ଆସିଛି ଆଉ ଏକ ଦୁଃଖ ଖବର। ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ...

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲର କ୍ରମାଗତ ଦ୍ୱିତୀୟ ବିଜୟ

ରିଓ ଡି ଜାନେଇରୋ,୧୯।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ବ୍ରାଜିଲ ବିଜୟଧାରା ବଜାୟ ରଖିଛି। ବ୍ରାଜିଲ ତା’ର ଦ୍ୱିତୀୟ ମ୍ୟାଚ୍‌ରେ ୪-୦ ଗୋଲରେ ପେରୁକୁ ହରାଇଛି।...

ଟିମ୍‌ ଇଣ୍ଡିଆକୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଲା ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଦ୍ୱିତୀୟ ଦିନ ସୁଦ୍ଧା ସୁବିଧାଜନକ ସ୍ଥିତିରେ ଥିବା ଟିମ୍‌ ଇଣ୍ଡିଆକୁ ବ୍ୟାକ୍‌ଫୁଟକୁ ଠେଲି ଦେଇଛି ନ୍ୟୁଜିଲାଣ୍ଡ।...

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୧୬।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ। ପଛରେ ପଡ଼ି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ।...

ଫ୍ରେଞ୍ଚ୍‌ ଓପନ ଟେନିସ: ଚତୁର୍ଥ ରାଉଣ୍ଡରେ ଜେଭରେଭ, ନିଶିକୋରି

ପ୍ୟାରିସ୍‌,୫।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ଶୁକ୍ରବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ଜର୍ମାନୀର ଷଷ୍ଠ ସିଡ୍‌ ଖେଳାଳି ଆଲେକଜାଣ୍ଡର ଜେଭରେଭ,...

ଘରୋଇ କ୍ରିକେଟରେ କେନ୍ଦ୍ରୀୟ ଚୁକ୍ତି ଲାଗୁ ନେଇ ଦାବି

ନୂଆଦିଲ୍ଲୀ,୩।୬(ପି.ଟି.): କୋଭିଡ୍‌-୧୯ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଘରୋଇ କ୍ରିକେଟରଙ୍କ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ଷତିପୂରଣ ଦେବାକୁ ପ୍ରୟାସ ଆରମ୍ଭ କରିଛି। ଯଦିଓ...

ରେସଲର ସୁମିତ ଡୋପ୍‌ ଟେଷ୍ଟରେ ବିଫଳ

ନୂଆଦିଲ୍ଲୀ, ୫ା୬ (ପି.ଟି.): ଟୋକିଓ ଅଲିମ୍ପିକ୍ସ ହେବାକୁ ଆଉ କିଛି ସପ୍ତାହ ବାକି ରହିଥିବାବେଳେ ଏଥିରେ ଭାଗ ନେବାକୁଥିବା ଭାରତୀୟ ରେସ୍‌ଲର ସୁମିତ୍‌ ମଲିକ ଡୋପ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚର୍ଚ୍ଚାରେ ଏହି ଯୁବ ଆଫଗାନିସ୍ତାନ କ୍ରିକେଟର: କହିଲେ ‘ଧୋନୀଙ୍କ ଅଧୀନରେ ଖେଳିବା ମୋର ସ୍ବପ୍ନ, ଭବିଷ୍ୟତରେ…’
Next Post Next post:
ଏକଦା ରାଇନାଙ୍କ ଉପରେ ରାଗିଯାଇଥିଲେ ଦ୍ରାବିଡ; କହିଥିଲେ, ‘ଭାରତୀୟ କ୍ରିକେଟର ହୋଇ ତୁମେ କ’ଣ ପିନ୍ଧିଛ ଜାଣିଛ ତ…’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts