E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…
10:37 amJune 2, 2021

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ ହୋଇଛନ୍ତି। ଏନେଇ ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍‌ସିପିସିଆର୍‌) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଉତ୍ତରପ୍ରଦେଶରେ ସର୍ବାଧିକ ୨୧୧୦ ଶିଶୁ ଅନାଥ ହୋଇଛନ୍ତି। ସେହିପରି ବିହାରରେ ୧୩୨୭, କେରଳରେ ୯୫୨ ଏବଂ ମଧ୍ୟପ୍ରଦେଶରେ ୭୧୨ ଜଣ ଶିଶୁ ଅନାଥ ହୋଇଛନ୍ତି। ମେ’ ୨୯ ସୁଦ୍ଧା ବିଭିନ୍ନ ରାଜ୍ୟର ରିପୋର୍ଟରୁ ଏହା ଜଣାପଡ଼ିଛି। ମହାରାଷ୍ଟ୍ରରେ ୪୪୫୧ ଶିଶୁ ମାତା ଅବା ପିତାଙ୍କ ମଧ୍ୟରୁ ଜଣଙ୍କୁ ହରାଇ ଥିବାବେଳେ ୧୪୧ ଜଣ ଅନାଥ ହୋଇଯାଇଥିବା ଏନ୍‌ସିପିସିଆର୍‌ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଜୁନ୍‌ ୭ ମଧ୍ୟରେ ମାତା ପିତାଙ୍କ ହରାଇ ଥିବା ଶିଶୁଙ୍କ ତଥ୍ୟ ଏନ୍‌ସିପିସିଆର୍‌ ଓ୍ବେବ୍‌ସାଇଟ୍‌ ‘ବାଲ୍‌ ସ୍ବରାଜ’ରେ ଅପଲୋଡ୍‌ କରିବା ପାଇଁ ଦେଶର ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ସୁପ୍ରିମ୍‌କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

ବୁଗୁଡ଼ା,୧୦।୬(ଡି.ଏନ୍‌.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ...

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା

ନୂଆଦିଲ୍ଲୀ,୯।୬: ବୁଧବାର ନୂଆଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ କଂଗ୍ରେସର ଜଣେ ବଡ ନେତା ଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ...

କାର୍‌ରୁ ମିଳିଲା ୪୩ କେଜି ସୁନା ବିସ୍କୁଟ୍‌

ନୂଆଦିଲ୍ଲୀ,୧୭।୬: ମଣିପୁର ଇମ୍ଫାଲରେ ରାଜସ୍ବ ଅଧିକାରୀଙ୍କ ଚଢ଼ାଉବେଳେ ଗୋଟିଏ କାର୍‌ରୁ ଜବତ ହୋଇଛି ୪୩ କେଜି ସୁନା ବିସ୍କୁଟ। ଏହାର ଆନୁମାନିକ ମୂଲ୍ୟ ୨୧ କୋଟି...

ଦୁଇ ଡୋଜ୍‌ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...

ତୃତୀୟ ଲହର ଆତଙ୍କ: ରିପୋର୍ଟ ନେଗେଟିଭ୍‌ ଥିଲେ ବି ଫୁସ୍‌ଫୁସ୍‌ର ୯୦ ପ୍ରତିଶତ ସଂକ୍ରମିତ…

ପାଟନା,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ବିହାରରେ ତୃତୀୟ ଲହର ନେଇ ସ୍ଥିତି ସଙ୍କଟ ଜନକ ହେବାରେ...

କେବେ ଦେଖିଛନ୍ତି କି ଏଭଳି ସଡ଼କ ଦୁର୍ଘଟଣା? କାର୍‌ ହେଲା ଦୁଇଫାଳ; ଫଟୋ ଭାଇରାଲ ପରେ..

ନୂଆଦିଲ୍ଲୀ,୧୫।୬: ଯାନବାହାନ ଚଳାଇବା ଅସାବଧାନତା ଦୁର୍ଘଟଣାର କାରଣ ପାଲଟିଥାଏ। ଏହାର ଅନେକ ଘଟଣା ପ୍ରତ୍ୟେହ ଦେଖିବାକୁ ମିଳୁଥିବା ବେଳେ କିଛିକୁ ଦେଖିଲେ ଭୟ ଲାଗିଥାଏ। ବିଶେଷକରି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭିଜିଲାନ୍ସ ହାତରେ ଟିଡିସିସି ମ୍ୟାନେଜର: ୧୯ଲକ୍ଷ ଟଙ୍କା ଜବତ
Next Post Next post:
ସ୍ବାମୀଙ୍କ ନାଁରେ ଚାଞ୍ଜଲ୍ୟକର ଅଭିଯୋଗ ଆଣିଲେ ଏହି ଅଭିନେତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts