E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌

ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …
10:15 amJune 6, 2021

ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍‌ଆଇଭି ପଜିଟିଭ୍‌ ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କରିଛି ସେନେଇ ଏକ ରିପୋର୍ଟ ଭାଇରାଲ ହେବାରେ ଲାଗିଛି। ମହିଳା ଜଣକ ଦକ୍ଷିଣ ଆଫ୍ରିକାରେ ବାସିନ୍ଦା। ବିଜ୍‌ନେସ୍‌ ଇନସାଇଡ଼ର ପକ୍ଷରୁ ମେଡ୍‌ରେକ୍ସିଭି ପତ୍ରିକାରେ ପ୍ରକାଶିତ ତଥ୍ୟ ଆଧାରରେ ଏକ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଲସ୍‌ ଏଞ୍ଜେଲସ୍‌ ଟାଇମ୍ସ୍‌ ସହିତ ସାକ୍ଷାତ୍‌କାର ସମୟରେ ଷ୍ଟଡିର ଲେଖକ ଟୁଲଓ ଡି ଓଲଓ୍ବିରା କହିଛନ୍ତି ଯେ, ଏଭଳି ଅଧିକ ଘଟଣା ଚିହ୍ନଟ ହେଲେ ଗବେଷକଙ୍କ ପାଇଁ ନୂଆ ପରୀକ୍ଷାର ରାସ୍ତା ପ୍ରଶସ୍ତ ହେବ। ଏଚ୍‌ଆଇଭି ଆକ୍ରାନ୍ତଙ୍କ ଶରୀର କରୋନା ଭୂତାଣୁର ସୋର୍ସ ଭାବେ କାର୍ଯ୍ୟ କରୁଥିବା ଏହା ପ୍ରମାଣିତ ହୋଇପାରିବ। ସମ୍ପୃକ୍ତ ମହିଳାଙ୍କଠାରେ କରୋନା ସଂକ୍ରମଣର ସାଧାରଣ ଲକ୍ଷଣ ପ୍ରକାଶ ପାଇବା ପରେ ତାଙ୍କର ନମୁନା ପରୀକ୍ଷା କରାଯାଇଥିଲା। ଏହାପରେ ତାଙ୍କ ଶରୀରରେ କରୋନା ଭୂତାଣୁର ସ୍ପାଇକ୍‌ ପ୍ରୋଟିନ୍‌ର ୧୩ ଥର ମ୍ୟୁଟେଶନ ହୋଇଥିଲା। ୩୦୦ ଜଣ ଏଚ୍‌ଆଇଭି ପଜିଟିଭ୍‌ ବ୍ୟକ୍ତିଙ୍କ ପରୀକ୍ଷା ସମୟରେ ମହିଳାଙ୍କଠାରେ କରୋନା ଭୂତାଣୁ ବାରମ୍ବାର ମ୍ୟୁଟେଶନ କରିଥିବା ଜଣାପଡ଼ିଥିଲା। ଚିକିତ୍ସା ପରେ ମଧ୍ୟ ସମ୍ପୃକ୍ତ ମହିଳାଙ୍କ ଶରୀରରେ କରୋନା ଭୂତାଣୁ ରହିଥିଲା। ଏହାଦ୍ୱାରା କରୋନା ସଂକ୍ରମଣ ସଙ୍କଟ ଅଧିକ ଗୁରୁତର ହେବାର ଆଶଙ୍କା ରହିଛି ବୋଲି ଓଲଓ୍ବିରା କହିଛନ୍ତି। ଦକ୍ଷିଣ ଆଫ୍ରିକାରେ ଏଚ୍‌ଆଇଭି ପଜିଟିଭ୍‌ଙ୍କ ସଂଖ୍ୟା ୭୮ ଲକ୍ଷ ଥିବାବେଳେ ୩ ଲକ୍ଷ ଟିବି ସମସ୍ୟା ଭୋଗୁଥିବା ବ୍ୟକ୍ତି ଅଛନ୍ତି। ଏମାନଙ୍କଠାରେ କରୋନା ସଂକ୍ରମଣ ଆଶଙ୍କା ଅଧିକ ରହିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌ View All

ଟିକାକରଣ: ରାଶନ କାର୍ଡ ପରିଚୟ ପତ୍ର ହୋଇପାରିବ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ...

୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍‌ଏସିରେ ସୋମବାରରୁ ଆରମ୍ଭ ହେବ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍‌ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ...

‘ଆପଲ ଡେଲି’ର ଅପମୃତ୍ୟୁ

ହଂକଂ,୨୪ା୬: ହଂକଂର ନୂଆ ସୁରକ୍ଷା ଆଇନ ଓ ଗଣତନ୍ତ୍ର ସପକ୍ଷବାଦୀ ଲଢ଼େଇ ମଝିରେ ବଳିପଡ଼ିଛି ପ୍ରସିଦ୍ଧ ଦୈନିକ ଖବରକାଗଜ ‘ଆପଲ୍‌ ଡେଲି’। ୧୯୯୫ ଜୁନ୍‌ ୨୦ରେ...

ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ...

ଉହାନ୍‌ ଲ୍ୟାବ୍‌ରୁ ଜାଣିଶୁଣି ଲିକ୍‌ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…

ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍‌ ଲ୍ୟାବ୍‌ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...

ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ...

୫୦୦ ଡୋଜ୍‌ କୋଭିଶିଲ୍ଡ୍‌ ନଷ୍ଟ ହେଲା…

ଜୟପୁର,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍‌ ଅଭାବ ଯୋଗୁ ଟିକାଦାନରେ ବାଧା ସୃଷ୍ଟି ହୋଇଛି।...

ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍‌ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦୋହାରେ ଭାରତୀୟ ମିଡ୍‌ ଫିଲ୍ଡର ଅନିରୁଦ୍ଧଙ୍କୁ କରୋନା
Next Post Next post:
ଶୁଭେନ୍ଦୁଙ୍କ ବିରୋଧରେ ଚୋରି ଅଭିଯୋଗ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts