ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲର ୫ମ ଦିନରେ ପ୍ରଥମ ସେସନରେ ଟିମ୍ ଇଣ୍ଡିଆକୁ ମହମ୍ମଦ ଶାମି ଆଣି ଦେଇଛନ୍ତି ବଡ଼ ବ୍ରେକଥ୍ରୁ। କ୍ରିଜରେ ଜମି ଆସୁଥିବା ନ୍ୟୁଜିଲାଣ୍ଡର ବରିଷ୍ଠ ବ୍ୟାଟ୍ସମ୍ୟାନ ରସ ଟେଲର(୧୧)ଙ୍କୁ ପ୍ୟାଭିଲିଅନ ଫେରିବାକୁ ପଡ଼ିଛି। ୬୪ ତମ ଓଭର ପ୍ରଥମ ବଲରେ ଷ୍ଟମ୍ପ ଲାଇନରୁ ଟିକେ ବାହାରକୁ ବଲ ପକାଇଥିଲେ ଶାମି। ଯାହାକୁ ଟେଲର କଭର ଅଞ୍ଚଳକୁ ଖେଳିବାକୁ ପ୍ରୟାସ କରିଥିଲେ। କିନ୍ତୁ ଶର୍ଟ କଭର ଅଞ୍ଚଳରେ ଫିଲ୍ଡିଂ କରୁଥିବା ଶୁବମାନ ଗିଲ ଚମତ୍କାର କ୍ୟାଚ୍ ନେଇ ଟେଲରଙ୍କୁ ପ୍ୟାଭିଲିଅନ ବାଟ ଦେଖାଇଥିଲେ। ମାତ୍ର ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଏବେ ମଧ୍ୟ କ୍ରିଜ୍ରେ ଅଛନ୍ତି। ରିପୋର୍ଟ ଲେଖା ହେବା ସୁଦ୍ଧା ନ୍ୟୁଜିଲାଣ୍ଡ ୩ ଉଇକେଟ ହରାଇ ୧୧୭ ରନ୍ କରିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.