ନୂଆଦିଲ୍ଲୀ,୧୭।୬: ଦେଶର ସ୍ବାସ୍ଥ୍ୟ ଭିତ୍ତିଭୂମିରେ ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇପାରେ। କ୍ରେଡିଟ୍ ଇନସେନଟିଭ ବା ଋଣ ପ୍ରୋତ୍ସାହନ ଭାବେ ଏହାକୁ ଖର୍ଚ୍ଚ କରାଯିବ। ଏହି ଯୋଜନାରେ କମ୍ପାନୀ ଗୁଡିକ ଦ୍ୱାରା ନୂଆ ହସ୍ପିଟାଲ ସ୍ଥାପନ କରିବା, ଏହାର ବିସ୍ତାର ଏବଂ ମେଡିକାଲ ସପ୍ଳାଇ ଲାଗି କ୍ରେଡିଟ୍ ଫଣ୍ଡ ବ୍ୟବସ୍ଥା କରାଯିବାକୁ ଯୋଜନା ରହିଛି। କ୍ୟାବିନେଟ ନିକଟରେ ଏହି ପ୍ରସ୍ତାବ ରହିଥିବା ବେଳେ ଏହାକୁ ଶୀଘ୍ର ମଞ୍ଜୁରୀ ମିଳିପାରେ ବୋଲି କୁହାଯାଉଛି। ଏହା ଦ୍ୱାରା ଦେଶର ଟାୟାର ୨ ସହରଗୁଡିକୁ ଫୋକସ କରାଯିବ। ଏହି ଯୋଜନାରେ ହସ୍ପିଟାଲଗୁଡିକୁ ବିନା କୌଣସି ଗ୍ୟାରେଣ୍ଟିରେ ୨ କୋଟି ଟଙ୍କାର ଋଣ ମିଳିବ। ଅନସାଇଟ୍ ଅକ୍ସିଜେନ ପ୍ଲାଣ୍ଟ ଲାଗି ମଧ୍ୟ ୨ କୋଟି ଟଙ୍କାର ପାଣ୍ଠି ବ୍ୟବସ୍ଥା କରାଯିବ। ଏହାର ସମ୍ପୂର୍ଣ୍ଣ ଗ୍ୟାରେଣ୍ଟି ସରକାର ନେବେ। ଏଭଳି ବ୍ୟବସ୍ଥା ଦ୍ୱାରା କୋଭିଡ ସମ୍ପର୍କିତ ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ମଧ୍ୟ ସରକାରଙ୍କ ନଜର ରହିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.