ସିଦ୍ଧାର୍ଥ ମଲହୋତ୍ରାଙ୍କ ସହ କରନ୍‌ ଜୋହରଙ୍କ ରହିଥିଲା ପ୍ରେମ ସମ୍ପର୍କ ! ଦୁଇ ବର୍ଷ ଧରି…

ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଖାସ ସେଥିପାଇଁ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ କଥା ଲୋକଲୋଚନକୁ ଆସିଯାଇଥାଏ। ସେଥିରୁ କିଛି ଗୁଜବ ମଧ୍ୟ ହୋଇଥାଏ। ବଲିଉଡର ଅନେକ ସେଭଳି ଘଟଣା ଭିତରୁ ଗୋଟିଏ ହେଲା ସିଦ୍ଧାର୍ଥ ମଲହୋତ୍ରା ଏବଂ କରନ୍‌ ଜୋହରଙ୍କ ବିଷୟରେ।

ସିଦ୍ଧାର୍ଥଙ୍କୁ କରନ୍‌ ତାଙ୍କ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇଅର’ରେ ଡେବ୍ୟୁ କରିବାର ସୁଯୋଗ ଦେଇଥିଲେ। ହେଲେ ଉଭୟଙ୍କ ମଧ୍ୟରେ ରୋମାଣ୍ଟିକ୍‌ ସମ୍ପର୍କ ଥିବା କୁହାଯାଏ। ଏପରିକି ଉଭୟ ଦୁଇ ବର୍ଷ ଧରି ଏକାଠି ରହିଥିବା ଶୁଣିବାକୁ ମିଳେ। ମାତ୍ର କଥା କେତେ ସତ କେତେ ମିଛ ତାହା ସ୍ପଷ୍ଟ ହୋଇ ନ ପାରିବା ଯୋଗୁ ଗୁଜବ ଭାବେ ରହିଆସିଛି।

ତେବେ ଦିଲ୍ଲୀରେ ରହୁଥିବା ସିଦ୍ଧାର୍ଥ ଜଣେ ମଡେଲ ଭାବେ ବମ୍ବେ ଆସିଥିଲେ। ସେଠାରେ ସେ ଧର୍ମା ପ୍ରଯୋଜନା ସଂସ୍ଥା ଅଧିନରେ ସହ ନିର୍ଦ୍ଦେଶକ ଭାବେ ଚାକିରି ପାଇଁ ଆବେଦନ କରିଥିଲେ। ସେହିଠାରୁ ହିଁ ସେ ନିଜର ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.