ସେଣ୍ଟ ପିଟର୍ସବର୍ଗ, ୧୭।୬- ଆଲେକ୍ସି ମିରାନଚୁକ୍ଙ୍କ ଗୋଲ ବଳରେ ରୁଷିଆ ଚଳିତ ୟୁରୋ ଫୁଟ୍ବଲ ଚାମ୍ପିୟନଶିପ୍ରେ ବିଜୟ ସ୍ବାଦ ଚାଖିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ରୁଷିଆ ୧-୦ ଗୋଲରେ ଫିନ୍ଲାଣ୍ଡକୁ ପରାସ୍ତ କରିଛି। ମ୍ୟାଚର ୪୫+୨ମିନିଟରେ ରୁଷିଆ ପକ୍ଷରୁ ମିରାନଚୁକ୍ ଏକମାତ୍ର ଗୋଲଟି ସ୍କୋର କରିଥିଲେ। ଗ୍ରୁପ୍ ‘ବି’ରେ ୨ ମ୍ୟାଚରୁ ରୁଷିଆର ଏହା ପ୍ରଥମ ବିଜୟ। ପୂର୍ବ ମ୍ୟାଚରେ ଦଳ ୦-୩ ଗୋଲରେ ବେଲଜିୟମଠାରୁ ପରାଜିତ ହୋଇଥିଲା। ରୁଷିଆ ଏହାର ଶେଷ ଲିଗ୍ ମ୍ୟାଚରେ ଡେନ୍ମାର୍କକୁ ୨୧ ତାରିଖରେ ଭେଟିବ। ସେହିଦିନ ଫିନ୍ଲାଣ୍ଡ ଓ ବେଲଜିୟମ ମଧ୍ୟରେ ମୁକାବିଲା ହେବ। ପୂର୍ବ ମ୍ୟାଚରେ ଡେନ୍ମାର୍କକୁ ୧-୦ ଗୋଲରେ ହରାଇଥିବାରୁ ଫିନ୍ଲାଣ୍ଡ ମଧ୍ୟ ରୁଷିଆ ସମକକ୍ଷ ୩ ପଏଣ୍ଟ ପାଇଛି।
ଗୋଟିଏ ଭୁଲ୍ ପାଇଁ କ୍ଷତି ହେଲା ୩୦ ହଜାର କୋଟି…
ଲିସବନ୍,୧୬।୬: ଗୋଟିଏ ଭୁଲ୍ ପାଇଁ ସାଙ୍ଗେ ସାଙ୍ଗେ ୩୦ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ପର୍ତ୍ତୁଗାଲ ଫୁଟବଲ ଟିମ୍ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍...
୩୩ ବର୍ଷରେ ରାହାନେ
ନୂଆଦିଲ୍ଲୀ,୬।୬: ଭାରତୀୟ ଟେଷ୍ଟ ଉପଅଧିନାୟକ ଅଜିଙ୍କ୍ୟ ରାହାନେ ରବିବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନରେ ତାଙ୍କୁ ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ସମ୍ପୂର୍ଣ୍ଣ କ୍ରିକେଟ...
ଅଲିମ୍ପିକ ଚାମ୍ପିୟନ ରୋଲିନ୍ସମ୍ୟାକ୍ନିଲ ୫ବର୍ଷ ବାସନ୍ଦ
ମୋନାକୋ, ୫ା୬ (ଏପି)-ଅଲିମ୍ପିକ ହର୍ଡଲ୍ସ ଚାମ୍ପିୟନ ବ୍ରାଏନା ରୋଲିନ୍ସମ୍ୟାକ୍ନିଲ ଏକ ଡୋପିଂ ମାମଲାରେ ୫ବର୍ଷ ବାସନ୍ଦ ହୋଇଛନ୍ତି। ଫଳରେ ସେ ଚଳିତବର୍ଷର ଟୋକିଓ ଗେମ୍ସ ଓ...
ଅଶ୍ୱିନ୍ ଆଉଟ୍ ହେବାପରେ ଏମିତି କହିଦେଲେ ସ୍ତ୍ରୀ
ସାଉଥାମ୍ପଟନ୍,୨୩।୬:ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ଫାଇନାଲ ସାଉଥାମ୍ପଟନ୍ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। କିନ୍ତୁ ସାଉଥାମ୍ପଟନରେ ବର୍ଷା ଲାଗି ରହିଥିବାରୁ ମ୍ୟାଚ୍ରେ...
ଚୁର୍ମାର୍ ହେଲା କୋହଲିଙ୍କ ସ୍ବପ୍ନ: ଗୋଟିଏ ବି ଆଇସିସି ଟ୍ରଫି ନ ଜିତିପାରି କଲେ ହ୍ୟାଟ୍ରିକ୍
ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟରେ ପରାସ୍ତ କରିଛି। ଫଳରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପୁଣି ଥରେ...
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ପୂର୍ବରୁ ସାକ୍ଷାତକାର ନେଲେ ସ୍ତ୍ରୀ, ବୁମ୍ରା ପଚାରିଲେ- ମୁଁ ଆପଣଙ୍କୁ ପୂର୍ବରୁ କେଉଁଠି ଦେଖିଛି କି?
ସାଉଥାମ୍ପଟନ,୧୭।୬: ଚଳିତ ବର୍ଷ ଫେବୃୟାରୀରେ ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍ରା ଲୋକପ୍ରିୟ ଟେଲିଭିଜନ ଉଦ୍ଘୋଷିକା ସଞ୍ଜନା ଗଣେଶନଙ୍କୁ ବିବାହ କରିଥିଲେ। ଉଭୟ ବିବାହ ପର୍ଯ୍ୟନ୍ତ...
ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା
ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍ଡମ୍ ଟୁର୍ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ...
ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି
ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ନିର୍ଣ୍ଣାୟକ ତଥା ୬ଷ୍ଠ ଦିନ ପ୍ରଥମ ସେସନରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ...


