E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ମିରାନଚୁକ୍‌ଙ୍କ ଗୋଲରେ ଜିତିଲା ରୁଷିଆ
10:12 amJune 17, 2021

ସେଣ୍ଟ ପିଟର୍ସବର୍ଗ, ୧୭।୬- ଆଲେକ୍ସି ମିରାନଚୁକ୍‌ଙ୍କ ଗୋଲ ବଳରେ ରୁଷିଆ ଚଳିତ ୟୁରୋ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ବିଜୟ ସ୍ବାଦ ଚାଖିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ରୁଷିଆ ୧-୦ ଗୋଲରେ ଫିନ୍‌ଲାଣ୍ଡକୁ ପରାସ୍ତ କରିଛି। ମ୍ୟାଚର ୪୫+୨ମିନିଟରେ ରୁଷିଆ ପକ୍ଷରୁ ମିରାନଚୁକ୍‌ ଏକମାତ୍ର ଗୋଲଟି ସ୍କୋର କରିଥିଲେ। ଗ୍ରୁପ୍‌ ‘ବି’ରେ ୨ ମ୍ୟାଚରୁ ରୁଷିଆର ଏହା ପ୍ରଥମ ବିଜୟ। ପୂର୍ବ ମ୍ୟାଚରେ ଦଳ ୦-୩ ଗୋଲରେ ବେଲଜିୟମଠାରୁ ପରାଜିତ ହୋଇଥିଲା। ରୁଷିଆ ଏହାର ଶେଷ ଲିଗ୍‌ ମ୍ୟାଚରେ ଡେନ୍‌ମାର୍କକୁ ୨୧ ତାରିଖରେ ଭେଟିବ। ସେହିଦିନ ଫିନ୍‌ଲାଣ୍ଡ ଓ ବେଲଜିୟମ ମଧ୍ୟରେ ମୁକାବିଲା ହେବ। ପୂର୍ବ ମ୍ୟାଚରେ ଡେନ୍‌ମାର୍କକୁ ୧-୦ ଗୋଲରେ ହରାଇଥିବାରୁ ଫିନ୍‌ଲାଣ୍ଡ ମଧ୍ୟ ରୁଷିଆ ସମକକ୍ଷ ୩ ପଏଣ୍ଟ ପାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଟ୍ରାନ୍ସଜେଣ୍ଡର ହୁବାର୍ଡଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ଓ୍ବେଲିଂଟନ, ୨୨ା୬ (ଏପି)- ଲରେଲ ହୁବାର୍ଡ ଦୁଇ ଟିଟି ଲିଫ୍ଟରେ ୬୨୮ ପାଉଣ୍ଡ (୧୮୫ କିଲୋଗ୍ରାମ୍‌) ଉତ୍ତୋଳନ କରି ଟୋକିଓ ଅଲିମ୍ପିକ୍ସ ମହିଳା ସୁପର-ହେଭିଓ୍ବେଟ୍‌ ଡିଭିଜନ...

କୋପା ଆମେରିକା: କରୋନା ପ୍ରୋଟୋକଲ ଉଲ୍ଲଂଘନକୁ ଚିଲି ମାନିଲା

ସାଓ ପାଉଲୋ,୨୨।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ କରୋନା ଭାଇରସ୍‌ ପ୍ରୋଟୋକଲ ଉଲ୍ଲଂଘନ କଥା ଚିଲି ସ୍ବୀକାର କରିଛି। ଚିଲି ଦଳରେ କେତେଜଣ ଖେଳାଳି ନିୟମାବଳୀ...

ଭାରତୀୟ ଦଳ ଘୋଷିତ: ଅଶ୍ୱିନ, ଜାଡେଜାଙ୍କୁ ମିଳିଲା ସ୍ଥାନ

ସାଉଥାମ୍ପଟନ,୧୭।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ ପାଇଁ ଗୁରୁବାର ରାତିରେ ବିସିସିଆଇ ପକ୍ଷରୁ ଘୋଷିତ...

ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ

ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍‌ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍‌, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍‌ ବିଜେତା...

ଫ୍ରେଞ୍ଚ୍‌ ଓପନ ଟେନିସ: ସିତ୍‌ସିପାସଙ୍କ ବିଜୟ ଅଭିଯାନ

ପ୍ୟାରିସ, ୧।୬-ଏଠାରେ ଚାଲିଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଦ୍ୱିତୀୟ ଦିବସରେ ଷ୍ଟିଫାନୋସ ସିତ୍‌ସିପାସ, ଡାନିଲ ମେଡ୍‌ଭେଡେଭ୍‌, ଜାନିକ ସିନେର ପ୍ରମୁଖ...

ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ବୋଲିଂ କରିବେ କି? ଟି୨୦ ବିଶ୍ୱକପ୍‌ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ…

ନୂଆଦିଲ୍ଲୀ,୧୨।୬: କ୍ରିକେଟରେ ଦ୍ରୁତ ବୋଲର ଅଲରାଉଣ୍ଡର କମ୍‌ ଦେଖିବାକୁ ମିଳିଥାଏ। ଦଳରେ ଏଭଳି ଖେଳାଳି ଥିଲେ ଫାଇଦା ମିଳିଥାଏ। ଭାରତୀୟ କ୍ରିକେଟ ଟିମ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା...

ଖପ୍ପା ହୋଇଥିଲେ ‘ଲିଟିଲ୍‌ ମାଷ୍ଟର’; ଇଡେନ୍‌ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ନେଇଥିଲେ ଶପଥ : କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦।୬: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ...

ମହଙ୍ଗା ପଡ଼ିଲା ଷ୍ଟମ୍ପକୁ ଗୋଇଠା ମାରିବା

ଢାକା,୧୩।୬: ବାଂଲାଦେଶର ଶାକିବ ଅଲ ହାସନ ଘରୋଇ ଟି୨୦ ମ୍ୟାଚ୍‌ବେଳେ ଅମ୍ପାୟରଙ୍କୁ ଗାଳି ଗୁଲଜ କରିବା ସହ ଉଇକେଟକୁ ଗୋଇଠା ମାରିବା ମହଙ୍ଗା ପଡ଼ିଛି। ଏହି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତ ନାଁରେ ବିପୁଳ ଅର୍ଥ ସଂଗ୍ରହ
Next Post Next post:
ଟିକାକରଣ: ରାଶନ କାର୍ଡ ପରିଚୟ ପତ୍ର ହୋଇପାରିବ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts