E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ : ପାଇଲଟ
4:32 pmJune 11, 2021

ଜୟପୁର,୧୧।୬: ରାଜନୈତିକ ଦଳରେ ଏବେ ମିଶ୍ରଣ ପର୍ବ ଚାଲିଛି। ପୂର୍ବତନ ସହଯୋଗୀ ତଥା କଂଗ୍ରେସ ନେତା ଜିତିନ ପ୍ରସାଦ ଭାଜପାରେ ସାମିଲ ହେବା ପରେ କଂଗ୍ରେସ ନେତା ସଚିନ ପାଇଲଟ ମଧ୍ୟ ଦଳରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଥିଲା। ଖୁବ୍‌ଶୀଘ୍ର ସେ ଭାଜପାରେ ସାମିଲ ହେବେ ଏବଂ ଏନେଇ ସେ ସଚିନଙ୍କ ସହ କଥା ହୋଇସାରିଛନ୍ତି ବୋଲି ଭାଜପା ନେତ୍ରୀ ରୀତା ବହୁଗୁଣା ଯୋଶୀ କହିଥିଲେ। ତେବେ ଶୁକ୍ରବାର ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ପାଇଲଟ ପୁଣି ଥରେ ଏହି ଆଲୋଚନାକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ଭାଜପା ନେତ୍ରୀ ରୀତା ବହୁଗୁଣା ଏନେଇ ସଚିନ ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ। କାରଣ ମୋ ସହିତ କଥାବାର୍ତ୍ତା କରିବାକୁ ତାଙ୍କର ସତ୍‌ସାହସ ନାହିଁ। ପାଇଲଟଙ୍କ ଏଭଳି ବୟାନ ପରେ ରାଜନୈତିକ ଉଷ୍ମତା ଦେଖାଦେଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

‘ପୁରୁଷଙ୍କ ପାଇଁ ଘରୋଇ ହିଂସା ଆଇନ ନ ଥିବା ଦୁର୍ଭାଗ୍ୟଜନକ’

ଚେନ୍ନାଇ, ୩ା୬: ଘରୋଇ ହିଂସାର ଶିକାର ହେଉଥିବା ପୁରୁଷମାନେ ସ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣୁଛନ୍ତି। ହେଲେ ଏ ନେଇ ଆଇନ ନ ଥିବା ଦୁର୍ଭାଗ୍ୟଜନକ ବୋଲି...

୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…

ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍‌ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...

ମୋଦିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍‌ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା...

କୋଭିଶିଲ୍ଡ ଟିକା ବ୍ୟବଧାନ ହ୍ରାସ: ଜାଣନ୍ତୁ କାହାକୁ ଦିଆଯିବ ପ୍ରାଥମିକତା

ନୂଆଦିଲ୍ଲୀ,୧୧।୬: କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ କୋଭିଶିଲ୍ଡର ପ୍ରଥମ ଏବଂ ଦ୍ୱିତୀୟ ଡୋଜ ମଧ୍ୟରେ ବ୍ୟବଧାନକୁ ପୁଣି ଥରେ ହ୍ରାସ କରିଛି। ଏହା...

ମୋଦିଙ୍କୁ ଭେଟିଲେ ନଡ୍ଡା

ନୂଆଦିଲ୍ଲୀ,୬।୬: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସମସ୍ତ ଜାତୀୟ ସାଧାରଣ ସଚିବଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ତାଙ୍କ...

ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦...

ମହିଳାଙ୍କୁ ଧରା ପକାଇ ଦେଲା ସିସିଟିଭି

ନୂଆଦିଲ୍ଲୀ,୧୬।୬: ଜଣେ ମହିଳାଙ୍କୁ ଆକ୍ରମଣ କରି ମୋବାଇଲ ଛଡ଼ାଇବା ନେବା ଘଟଣାରେ ଦିଲ୍ଲୀ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସିସିଟିଭି ଆଧାରରେ ଅଭିଯୁକ୍ତା ଜ୍ୟୋତିଙ୍କୁ...

ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ

ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶୁଟିଂ ସମୟରେ ନିଆ ଶର୍ମାଙ୍କୁ ପ୍ରପୋଜ କରିଥିଲେ କୋ-ଷ୍ଟାର, ଆଉ ତା ପରେ ଘଟିଥିଲା…
Next Post Next post:
ନୁଶରତ୍‌ ଜାହାଁ ଠକ; ବିବାହ କରି ନଥିଲେ ତ ସିନ୍ଦୁର କାହିଁକି ଲଗାଇଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts