E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା
10:29 pmJune 2, 2021

ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର ଗୋଗାଓ୍ବାନ ଜଲାଲପୁରରୁ ଘଟିଛି ଏଭଳି ଘଟଣା। ହତ୍ୟା ପରଠାରୁ ଅଭିଯୁକ୍ତ ସ୍ବାମୀ ଫେରାର ଅଛନ୍ତି। ମୁରଲି (୪୫)ଙ୍କ ନାମରେ ହତ୍ୟା ମାମଲା ରୁଜୁ କରି ତଦନ୍ତ କରୁଛି ସ୍ଥାନୀୟ ପୋଲିସ।

ସୋମବାର ରାତିରେ ଖାଇବାବେଳେ ସାଲାଡ ଦାବି କରିଥିଲେ ମୁରଲି। ସ୍ତ୍ରୀ ସୁଦେଶ ଅନ୍ୟ କାମରେ ବ୍ୟସ୍ତ ଥିବାରୁ ସାଲାଡ ଦେବାରେ ବିଳମ୍ବ ହୋଇଥିଲା। ଏହାକୁ କେନ୍ଦ୍ର କରି ଉଭୟଙ୍କ ମଧ୍ୟରେ ଆରମ୍ଭ ହୋଇଥିଲା ଯୁକ୍ତିତର୍କ। ପରେ ସୁଦେଶଙ୍କୁ ଚାଷ କାର୍ଯ୍ୟରେ ବ୍ୟବହୃତ ବେଲଚାରେ ଆକ୍ରମଣ କରିଥିଲେ। ମା’ଙ୍କୁ ବଞ୍ଚାଇବାକୁ ଉଦ୍ୟମ କରିଥିବା ୨୦ ବର୍ଷୀୟ ପୁଅ ମଧ୍ୟ ଏହି ଘଟଣାରେ ଗୁରୁତର ହୋଇଛନ୍ତି।

ଚିତ୍କାର ଶୁଣିବା ପରେ ପଡ଼ୋଶୀମାନେ ଘଟଣା ସ୍ଥଳରେ ପହଞ୍ଚି ସୁଦେଶ ଓ ତାଙ୍କ ପୁଅଙ୍କୁ ହସ୍ପିଟାଲ ନେଇଥିଲେ। ସେଠାରେ ଡାକ୍ତର ମହିଳାଙ୍କୁ ମୃତ ଘୋଷଣା କରିଥିଲେ। ପୁଅର ଅବସ୍ଥା ଗୁରୁତର ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ

ଡେରାଡୁନ୍‌,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି...

ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା କଲେ ଏମିତି ହୃଦୟଥରା କାମ

ଜବଲପୁର,୧୩।୬: ମଧ୍ୟପ୍ରଦେଶର ଜବଲପୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା ଏକ ହୃଦୟଥରା କାଣ୍ଡ କରିଛନ୍ତି। ନିଜ...

ଯୋଗୀଙ୍କୁ ଭେଟିଲେ ଜିତେନ

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହେବାର ୧୦ ଦିନ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ ପ୍ରସାଦ ଶନିବାର ଲକ୍ଷ୍ନୌଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ...

ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…

ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ...

କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ...

ପାସପୋର୍ଟ ନ ମିଳିବାରୁ କୋର୍ଟରେ ଅଭିନେତ୍ରୀ

ମୁମ୍ବାଇ,୧୬।୬: ମୁମ୍ବାଇ ପୋଲିସ ପକ୍ଷରୁ ଦାୟର କରାଯାଇଥିବା ଏଫ୍‌ଆଇଆର ଯୋଗୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ପାସପୋର୍ଟ ରିନ୍ୟୁ କରିବାକୁ ମନା କରି ଦେଇଛନ୍ତି ପାସପୋର୍ଟ...

ଭାକ୍ସିନ୍‌ ନେଲେ ହ୍ରାସ ପାଉଛି ପ୍ରଜନନ କ୍ଷମତା, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କଲା ଖଣ୍ଡନ…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା

ନୂଆଦିଲ୍ଲୀ, ୪।୬(ଆଇଏଏନ୍‌ଏସ୍‌):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ ୨, ୨୦୨୧)
Next Post Next post:
ଏମିତି ବି ମାଡ଼ିଆସେ ମୃତ୍ୟୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts