E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

କଥା ରଖିଲେ ସଲମାନ, ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟକୁ ପଠାଇଲେ ଟଙ୍କା
2:16 pmJune 5, 2021

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ଖାନ୍‌ ସଲମାନ ସିନେ କଳାକାରଙ୍କୁ ଦେଇଥିବା କଥା ରଖିଛନ୍ତି। ସଲମାନ ୨୫୦୦୦ ସିନେ କଳାକାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦୦ ଟଙ୍କା ଲେଖାଏ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଏହି ଟଙ୍କା କଳାକାରଙ୍କ ଆକାଉଣ୍ଟକୁ ଆସିବା ଆରମ୍ଭ ହୋଇଛି। ଏନେଇ ଏଫ୍‌ଡବ୍ଲୁୃସିଇର ପ୍ରେସିଡେଣ୍ଟ ବି.ଏନ୍‌ ତିଓ୍ବାରୀ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ସଲମାନ ଫିଲ୍ମ ଜଗତ ସହ ଜଡ଼ିତ କର୍ମଚାରୀଙ୍କ ପାଇଁ ସବୁବେଳେ କିଛି ନା କିଛି ସହାୟତା ଯୋଗାଇ ଆସୁଛନ୍ତି। ବିଶେଷକରି ଯେଉଁମାନେ ପ୍ରତିଦିନ ରୋଜଗାର କରନ୍ତି, ସେ ସେମାନଙ୍କ ପାଇଁ କିଛି କରିବା ଜାରି ରଖନ୍ତି। ଏହି ମହାମାରୀରେ ସେ ଅନେକ କଳାକାରଙ୍କୁ ସାହାଯ୍ୟ କରିଛନ୍ତି। ତାଙ୍କ ପ୍ରତିଶ୍ରୁତି ଅନୁଯାୟୀ, ସଲମାନ ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟଙ୍କୁ ଟଙ୍କା ପଠାଇବା ପ୍ରକ୍ରିୟା ଆରମ୍ଭ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ପ୍ରେମିକଙ୍କ ସହ ନିର୍ବନ୍ଧ ଭାଙ୍ଗିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: ପ୍ରେମିକଙ୍କ ସହ ସମ୍ପର୍କ ଛିନ୍ନ କରିଛନ୍ତି ଅଭିନେତ୍ରୀ ଲୀନା ଜୁମାନି। ଏକତା କପୁରଙ୍କ ଧାରାବାହିକ କୁମ୍‌କୁମ୍‌ ଭାଗ୍ୟରେ ତନୁଶ୍ରୀ ଭୂମିକାରେ ନଜର ଆସୁଥିବା ଲୀନା...

ରାତାରାତି ମିଳିଥିଲା ଷ୍ଟାର୍‌ ଡମ୍‌…

ମୁମ୍ବାଇ,୮।୬: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କପାଡ଼ିଆ ମଙ୍ଗଳବାର ୬୪ ବର୍ଷ ପୂରଣ ହୋଇଛି। ୧୯୫୭ ଜୁନ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ...

ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ

ନିକଟରେ ବଲିଉଡ ଅଭିନେତ୍ରୀ ୟାମି ଗୌତମ ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ଏବେ ଅଭିନେତ୍ରୀ ଏଭଲିନ...

ସ୍ବାମୀଙ୍କ ଆତ୍ମହତ୍ୟା ପରେ ଏମିତି କହିଥିଲେ ରେଖା, ହନିମୁନ୍‌ରେ ସବୁ ଜାଣି ସାରିଥିଲି…

ପ୍ରସିଦ୍ଧ ଅଭିନେତ୍ରୀ ରେଖା ତାଙ୍କ ଫିଲ୍ମ କ୍ୟାରିୟର ସହ ବ୍ୟକ୍ତିଗତ ଜୀବନ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି । ତାଙ୍କ ଫିଲ୍ମ ଜୀବନ ଯେତିକି ସଫଳ...

ନିଜଠୁ ୧୮ ବର୍ଷ ବଡ ଅଭିନେତାଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚାକୁ ନେଇ ଏମିତି କହିଲେ ଅଭିକା

ଟେଲିଭିଜନ ଅଭିନେତ୍ରୀ ଅଭିକା ଗୋର ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ଦୀର୍ଘ ଦିନ ଧରି ସସୁରାଲ ସିମରରେ ତାଙ୍କ ସହ-ଅଭିନେତା...

କଙ୍ଗନାଙ୍କ ରାଗ ଦେଖି କରଣ ଛାନିଆ

ମୁମ୍ବାଇ: ବଲିଉଡ୍‌ କ୍ୱିନ୍‌ କଙ୍ଗନା ରାଣାଓ୍ବତ୍‌ ସବୁବେଳେ ନିଜ ଢଙ୍ଗରେ ଜବାବ ଦେବା ନେଇ ବେଶ୍‌ ଜଣାଶୁଣା। ପ୍ରତ୍ୟେକ ପ୍ରସଙ୍ଗରେ ସେ କିଛି ନା କିଛି...

ଶେଷରେ ମିଳିଲା ଜାମିନ; ଟ୍ରେଣ୍ଡ ହେଉଛି ‘ଉଇ ସପୋର୍ଟ ପର୍ଲ’

ବମ୍ବେ: ଟେଲି ପରଦାର ଅନ୍ୟତମ ଲୋକପ୍ରିୟ ଅଭିନେତା ପର୍ଲ ବି ପୁରୀ ନାବାଳିକା ବଳାତ୍କାର ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଏହା ପରିବାର ସହ ପ୍ରଶଂସକଙ୍କୁ ଶକ୍ତ...

ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ଘରେ ପୂଜା କଲେ ଅଙ୍କିତା

ମୁମ୍ବାଇ: ବଲିଉଡ୍‌ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋହଲିଙ୍କ ସବୁଠାରୁ ଭଲ ଗୁଣ କ’ଣ ଜାଣନ୍ତି: ପ୍ରଶଂସାରେ ଶତମୁଖ ହୋଇ ଏଭଳି କହିଲେ କୋଚ୍‌…
Next Post Next post:
ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts