E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ
2:44 pmJune 1, 2021

ଛତ୍ରପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା କୁହାଯାଉଛି। ଏନେଇ ବାରମ୍ବାର ଜିଲାପ୍ରଶାସନ ନିକଟରେ ଅଭିଯୋଗ ହେବା ପରେ କିଛି ଦିନ ତଳେ ପୋଲିସ ପକ୍ଷରୁ ଚଢାଉ କରାଯାଇ କେତେକ ଟ୍ରକ ଜବତ ହୋଇଥିଲା। ହେଲେ କିଛି ଦିନର ନିରବତା ପରେ ପୁଣି ବାଲି ମାଫିଆମାନେ ମାତିଥିବା ଦେଖିବାକୁ ମିଳିଛି। ଲକ୍‌ଡାଉନର ଫାଇଦା ନେଇ ବାଲି ମାଫିଆମାନେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରୁ ଆନ୍ଧ୍ରକୁ ବାଲି ଚୋରା ଚାଲାଣ କରୁଥିବା ଜଣାପଡ଼ିଛି। ଫଳରେ ସୋମବାର ବିଳମ୍ବିତ ରାତିରେ ଗଞ୍ଜାମ ହୁମ୍ମା ନିକଟରେ ଏକ ବାଲି ଗାଡି ଉପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଚାନକ ଚଢ଼ାଉ କରିଥିଲେ। ଏହି ଚଢ଼ାଉରେ ପ୍ରାୟ ୩୦ ଗାଡ଼ି ଜବତ କରାଯାଇଛି। ଏହି ସମୟରେ ଛତ୍ରପୁର ଉପଜିଲାପାଳ, ତହସିଲଦାର ଓ ପୋଲିସ ମଧ୍ୟ ଉପସ୍ଥିତ ଥିଲେ। ଅନ୍ୟପଟେ ଜବତ ହୋଇଥିବା ଗାଡ଼ି ମଧ୍ୟରେ ଅନେକ ଗାଡ଼ି ଆନ୍ଧ୍ରର ନମ୍ବର ରହିଥିବା ଜଣାପଡିଛି। ଏହି ଚୋରା ଚାଲାଣ ପଛରେ ମାଷ୍ଟର ମାଇଣ୍ଡ କିଏ ରହିଛି ତା’ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ଜୋର ଧରିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା...

ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍‌, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍‌ବେଗ ପ୍ରକାଶ କରିବା...

ମା’ ସହ ନାବାଳିକାଙ୍କୁ ଗାଁ ରାସ୍ତାରେ ଘୋଷାରି ନିସ୍ତୁକ ପିଟିଲେ

ଦିଗପହଣ୍ଡି,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ମା’ ଏବଂ ତାଙ୍କ ନାବାଳିକା ଝିଅଙ୍କୁ ଆକାଶ ଗୌଡ ନାମକ ଜଣେ ଯୁବକ ରାସ୍ତାରେ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଭଉଣୀ ମୃତ, ମାମୁ-ଭାଣିଜୀ ଗୁରୁତର

ଠାକୁରମୁଣ୍ଡା,୧୧ା୬(ଡି.ଏନ୍‌.ଏ.): ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ସୁନାରିପୋଷି ନିକଟରେ ଶୁକ୍ରବାର ସକାଳେ ଏକ କାର୍‌ ଦୁର୍ଘଟଣାରେ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଭାଣିଜୀ ଓ କାର୍‌ ଚଳାଉ ଥିବା...

ବାଣ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ନିମାପଡ଼ା, ୪ା୬(ଡି.ଏନ୍‌.ଏ.): ଚାରିଛକ ଫାଣ୍ଡି ଅଧୀନ ବ୍ରହ୍ମକୁଣ୍ଡି ଗ୍ରାମ ନିକଟରେ ଥିବା ଏକ ବାଣ ଗୋଦାମରେ ଗୁରୁବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୋଦାମରେ ଥିବା...

ଗଞ୍ଜାମରେ ଟିକାକରଣ ସ୍ବଭାବିକ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମେଗା କୋଭିଡ୍‌ ଟିକାକାରଣ ଶୁକ୍ରବାର ଠାରୁ ପୁଣି ସ୍ବଭାବିକ ହୋଇଛି। ଗୁରୁବାର ଜିଲାର ୧୦ବ୍ଲକରେ ଟିକା ଦେବା ବନ୍ଦ ଥିଲା। ତେବେ...

ବଜ୍ରପାତରେ ଚାଲିଗଲା ଛାତ୍ରଙ୍କ ଜୀବନ

ନିରାକାରପୁର,୨ା୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଛାତ୍ରଙ୍କ ଜୀବନ ଯାଇଛି। ସେ ହେଲେ କୃପାସିନ୍ଧୁ...

ଗେମ୍‌ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର

ବାହାନଗା,୧୯ା୬: ମୋବାଇଲରେ ଗେମ୍‌ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପଡିଲା ହାତଗଣ୍ଠି
Next Post Next post:
ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts