E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପୁଅର ଭିଜା ପାଇଁ କ୍ରୀଡ଼ା ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାନିଆ
8:57 pmJune 3, 2021

ନୂଆଦିଲ୍ଲୀ,୩।୬: ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ସାନିଆ ମିର୍ଜା ୟୁକେରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥି ଲାଗି ସେ ପୁଅ ଓ ଭଉଣୀଙ୍କ ପାଇଁ ଭିଜା ଆବେଦନ କରିଥିଲେ। କ୍ରୀଡ଼ା ମନ୍ତ୍ରଣାଳୟର ହସ୍ତକ୍ଷେପ ପରେ ସାନିଆଙ୍କ ଆବଦେନର କିଛି ଦିନ ମଧ୍ୟରେ ପୁଅ ଓ ଭଉଣୀଙ୍କୁ ଭିଜା ମିଳିପାରିଛି। ଏ ନେଇ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ତରଫରୁ ଗୁରୁବାର ପ୍ରକାଶ କରାଯାଇଛି। ଏଥିପାଇଁ ସାନିଆ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୁଅ ଇଜହାନ ଓ ଭଉଣୀ ଅନମଙ୍କୁ ଭିଜା ମିଳିଥିବାରୁ କୃତଜ୍ଞ ବୋଲି ଉଲ୍ଲେଖ କରିଛନ୍ତି ପାକିସ୍ତାନ କ୍ରିକେଟର ଶୋଏବ ମଲିକଙ୍କୁ ବିବାହ କରିଥିବା ସାନିଆ।

୬ଟି ଡବଲ୍ସ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଥିବା ୩୪ ବର୍ଷୀୟା ସାନିଆ ଟୋକିଓ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ବର୍ମିଂହାମ ଓପନ୍‌ (ଜୁନ ୧୪), ଇଷ୍ଟବର୍ନ ଓପନ (ଜୁନ୍‌ ୨୦) ଓ ଓ୍ବିମ୍ବେଲେଡନ ଓପନ (ଜୁନ ୨୮)ରେ ଅଂଶଗ୍ରହଣ କରିବେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଜୁନିୟର ହକି ବିଶ୍ୱକପ୍‌: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର

ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ...

ସହାୟ ହେଉନି ଭାଗ୍ୟ

ସାଉଥାମ୍ପଟନ,୨୦।୬: ନ୍ୟୁଜିଲାଣ୍ଡର ବୋଲରଙ୍କ ସାମ୍ନାରେ ତାସ ଘର ଭଳି ଭୁଷୁଡ଼ି ପଡ଼ିଲା ତାରକା ଖଚିତ ଭାରତୀୟ ବ୍ୟାଟିଂ ଲାଇନ। ମାତ୍ର ୨୧୭ ରନ୍‌ରେ ସୀମିତ ରହିଥିଲା...

ଶେଫାଳିଙ୍କ ବିରଳ କୃତିତ୍ୱ

ବ୍ରିଷ୍ଟଲ, ୧୯।୬-ଏଠାରେ ଚାଲିଥିବା ଏକମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଭାରତୀୟ ଦଳ ସଂଘର୍ଷ କରୁଥିଲେ ହେଁ ବ୍ୟକ୍ତିଗତ ଭାବେ ଶେଫାଳି ବର୍ମା ଚମତ୍କାର ପ୍ରଦର୍ଶନ ଅବ୍ୟାହତ...

ସାଉଥାମ୍ପଟନରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ଲଣ୍ଡନ, ୩।୬:ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନର ଏଜେସ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଖେଳିବା ପାଇଁ...

ଲକ୍ଷ୍ମଣଙ୍କୁ ଏହି ପ୍ରତିଶ୍ରୁତି ଦେଇଥିଲେ ସେହ୍ବାଗ: ୪ ବର୍ଷ ଭିତରେ କରିଥିଲେ ପୂରଣ

ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ଦୁନିଆର ସବୁଠାରୁ ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଗଣିତ ହୋଇଛନ୍ତି। ଭାରତ ପାଇଁ ଟେଷ୍ଟରେ ତ୍ରିଗୁଣ ଶତକ ହାସଲ କରିଥିବା...

ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଏବେ ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: ଯେକୌଣସି କ୍ରୀଡାରେ ଜଣେ ଯୁବ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା...

ଫାଇନାଲ ପାଇଁ ଘୋଷଣା ହେଲା ଟିମ୍‌ ଇଣ୍ଡିଆ; ମିଳିଲା ନାହିଁ ଶାର୍ଦ୍ଦୁଳଙ୍କୁ ସ୍ଥାନ

ସାଉଥାମ୍ପଟନ,୧୫।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ମଙ୍ଗଳବାର ଘୋଷିତ ୧୫ ଜଣିଆ ଭାରତୀୟ...

ଟିମ୍‌ ଇଣ୍ଡିଆରେ ହୋଇପାରେ ଏସବୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୬।୬: ଆମକୁ ଦିନିକିଆ ଭଳି ଟେଷ୍ଟରେ ମଧ୍ୟ ଦଳର ଆବଶ୍ୟକତା ଅନୁଯାୟୀ ଖେଳି ପାରୁଥିବା ଖେଳାଳି ଦରକାର। ବିଶ୍ୱ ଟେଷ୍ଟ ଚାମ୍ପିୟନ ଫାଇନାଲରେ ପରାଜୟ ପରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ
Next Post Next post:
ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts