ମୁମ୍ବାଇ: ଅଭିନେତା ସଞ୍ଜୟ ଦତ୍ତ ଏବଂ ତାଙ୍କ ପିତା ସୁନିଲ ଦତ୍ତଙ୍କ ସମ୍ପର୍କକୁ ବୁଝିବା ବହୁତ କଷ୍ଟକର। ଫିଲ୍ମ ସଞ୍ଜୁରେ ପିତା-ପୁତ୍ରଙ୍କ ବଣ୍ଡିଂର ଝଲକ ଦେଖିବାକୁ ମିଳିଥିଲା। ସଞ୍ଜୁ ତାଙ୍କ ପିତାଙ୍କ ପ୍ରତି ଥିବା ଭଲପାଇବାକୁ ଶବ୍ଦରେ ପ୍ରକାଶ କରିପାରିଲେନି। ତେଣୁ ସେ ବାମପଟ ଛାତିରେ ତାଙ୍କ ବାପାଙ୍କ ନାଁ ସୁନିଲ ଲେଖି ଏକ ଟାଟୁ କରିଛନ୍ତି। ହିନ୍ଦୀ ଅକ୍ଷରରେ ସେ ଏହି ଟାଟୁ କରିଛନ୍ତି। ଯାହା ସବୁବେଳେ ତାଙ୍କ ହୃଦୟରେ ରହିବ। ସଞ୍ଜୁଙ୍କ ଏହି ଟାଟୁ ବେଶ୍ ଚର୍ଚ୍ଚାରେ ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.