ଅଭିନେତ୍ରୀ ତାର୍ଲା ଜୋଷୀଙ୍କ ପରଲୋକ ଘଟିଛି। ‘ସାରାଭାଇ ଭର୍ସେସ ସାରାଭାଇ’, ଏକ ହଜାରୋଁ ମେଁ ମେରୀ ବେହନା ହୈ ଭଳି ଅନେକ ସିରିଏଲରେ କାମ କରିଥିବା ତାରଲା ଯୋଶୀଙ୍କର ମୃତ୍ୟୁ ବିଷୟରେ ଅଭିନେତ୍ରୀ ନିଆ ଶର୍ମା ସୋସିଆଲ ମିଡିଆ ଜରିଆରେ ତାଙ୍କ ସୂଚନା ଦେଇଥିଲେ। ଅଭିନେତ୍ରୀ ତାରଲା ଏକ ହଜାରୋଁ ମେଁ ମେରୀ ବେହନା ହୈରେ ବି.ଜି. ଭୂମିକାରେ ଅଭିନୟ କରିଥିଲେ। ତାଙ୍କ ମୃତ୍ୟୁ ଯୋଗୁ ଟିଭି ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ଟିଭି ସେଲିବ୍ରିଟିମାନେ ଟୁଇଟ୍ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି।
କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍ରେ ମନ ଦେଲେ କ୍ୟାଟ୍ରିନା
ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍ ସୁନ୍ଦରୀ କ୍ୟାଟ୍ରିନା କୈଫ୍। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍ନେସ୍କୁ ଫେରିଛନ୍ତି। କ୍ୟାଟ୍...
ୟାମି ଗୌତମୀଙ୍କ ଲୁଚାଛପା ବିବାହ ଫଟୋ ଭାଇରାଲ…
ମୁମ୍ବାଇ,୫।୬: ବଲିଉଡ୍ ଅଭିନେତ୍ରୀ ୟାମି ଗୌତମୀଙ୍କ ଲୁଚାଛପା ବିବାହ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ଏବେ ଏହାର ଫଟୋ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।...
କରୋନାରେ ଡ୍ରିମ୍ଗର୍ଲ ଫେମ୍ ରିଙ୍କୁ ସିଂଙ୍କ ପରଲୋକ
ମୁମ୍ବାଇ,୪।୬: ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...
ଦୁଇ ଦୁଇ ଥର ଛାଡପତ୍ର ପାଇବା ପରେ ୧୮ ବର୍ଷ ସାନ ରୁଷୀୟ ମଡେଲଙ୍କ ହାତ ଧରିଛନ୍ତି ଏହି ସେଲିବ୍ରିଟି; ବିବାହ ପରେ..
ବମ୍ବେ: ବିଭିନ୍ନ ଟେଲିଭିଜନ ଶୋ’ରେ ନଜର ଆସୁଥିବା ରାହୁଲ ମହାଜନ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ବିଶେଷକରି ବ୍ୟକ୍ତିଗତ ଜୀବନ ତାଙ୍କର ଖବର ଶିରୋନାମା ପାଲଟିଥାଏ।...
ଖିଲାଡ଼ି ବୟଙ୍କ ସମ୍ପର୍କରେ ଏଭଳି କହିଥିଲେ ଖିଲାଡ଼ି ଗର୍ଲ….
ମୁମ୍ବାଇ, ୮।୬: ବଲିଉଡ୍ର ଖିଲାଡି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଶିଳ୍ପା ଶେଟ୍ଟିଙ୍କୁ ମଙ୍ଗଳବାର ୪୬ ବର୍ଷ ପୂରଣ ହୋଇଛି। ସେ ୧୯୭୫ ଜୁନ...
ସର୍ବସମ୍ମୁଖରେ କଟ୍ରିନାଙ୍କୁ ଲୋକହସା କରାଇଦେଇଥିଲେ ସଲମାନ୍: କହିଥିଲେ ‘କଟ୍ରିନା କପୁର, ଷ୍ଟେଜ୍କୁ ଆସ’; ପୁରା ଘଟଣା କିଛି…
ବମ୍ବେ: ଏକଦା କଟ୍ରିନା କୈଫ-ସଲମାନ ଖାନଙ୍କୁ ବଲିଉଡର ଲୋକପ୍ରିୟ ଯୋଡ଼ି ମଧ୍ୟରେ ଗଣାଯାଉଥିଲା। ‘ମୈନେ ପ୍ୟାର କ୍ୟୁ କିୟା’ରେ ସଲମାନଙ୍କ ସହ ଅଭିନୟ କରିବା ପରେ...
ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…
ମୁମ୍ବାଇ: ଆଜି ଅର୍ଥାତ୍ ଜୁନ୍ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ...
ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ
ତୃଣମୂଳ କଂଗ୍ରେସ ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍ରତ୍ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍ରତ୍ କୁଆଡେ ୬ ମାସର...


