E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଣିଜ୍ୟ

ସତର୍କ କଲା ଏସ୍‌ବିଆଇ: ଜୁନ୍‌ ୩୦ ମଧ୍ୟରେ କରି ନିଅନ୍ତୁ ଏହି କାମ; ନଚେତ…
1:11 pmJune 2, 2021

ନୂଆଦିଲ୍ଲୀ,୨।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଗ୍ରାହକମାନଙ୍କୁ ଜୁନ୍‌ ୩୦ ସୁଦ୍ଧା ସେମାନଙ୍କର ପାନ୍‌-ଆଧାର ଲିଙ୍କ୍‌ କରିବାକୁ କହିଛି। ଏହାଦ୍ୱାରା ସେମାନେ ଭବିଷ୍ୟତରେ କୌଣସି ପ୍ରକାରର ଅସୁବିଧାର ସମ୍ମୁଖୀନ ହେବେ ନାହିଁ ବୋଲି ବ୍ୟାଙ୍କ କହିଛି।

ଟୁଇଟ୍‌ କରି ଏସ୍‌ବିଆଇ କହିଛି, ଗ୍ରାହକମାନଙ୍କୁ ନିରବିଚ୍ଛିନ୍ନ ବ୍ୟାଙ୍କ ସେବା ଉପଭୋଗ କରିବା ପାଇଁ ଆମେ ସେମାନଙ୍କୁ ପାନ୍‌ ସହ ଆଧାର ଲିଙ୍କ କରିବାକୁ ପରାମର୍ଶ ଦେଉଛୁ। ଏହାକୁ ସଂଯୋଗ କରିବାର ଶେଷ ତାରିଖ ଜୁନ ୩୦।

ତେବେ ପାନ୍‌ କାର୍ଡକୁ ଆଧାର ସହ ସଂଯୋଗ କରିବାର ପୂର୍ବ ସମୟ ୨୦୨୧ ମାର୍ଚ୍ଚ ୩୧ ଥିଲା। ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସ(ସିବିଡିଟି) ପକ୍ଷରୁ ପାନ୍‌କୁ ଆଧାର ସହ ସଂଯୋଗ ସୀମାକୁ ତିନିମାସ ପର୍ଯ୍ୟନ୍ତ ବୃଦ୍ଧି କରିଛି। ଅପରପକ୍ଷେ ପାନ୍‌ କାର୍ଡଧାରୀମାନେ ମଧ୍ୟ ଯଦି ନିଜର କାର୍ଡକୁ ଆଧାର ସହ ଜୁନ୍‌ ୩୦ ସୁଦ୍ଧା ଲିଙ୍କ ନ କରନ୍ତି ତେବେ ତାହା ନିଷ୍କ୍ରିୟ ହୋଇଯିବ। ଏହାଛଡ଼ା ଆପଣଙ୍କୁ ୧୦୦୦ ଟଙ୍କା ଜରିମାନା ମଧ୍ୟ ଦେବାକୁ ପଡ଼ିବ।


[mc4wp_form id="252536"] All Right Reserved By Dharitri.Com

Posted inବାଣିଜ୍ୟ View All

ତେଲ ଦରରୁ ଏବେ ମିଳିବନି ଆଶ୍ୱସ୍ତି

ନୂଆଦିଲ୍ଲୀ: କରୋନା କାଳରେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ଜନିତ ଚିନ୍ତାରେ ରହିଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ତେଲ ଦର ବର୍ତ୍ତମାନ ୧୦୦ ଟଙ୍କା...

ଜନମଙ୍ଗଳକାରୀ ଯୋଜନା ଲାଗି ଅର୍ଥ ସଞ୍ଚୟ କରୁଛୁ

ନୂଆଦିଲ୍ଲୀ: ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବୃଦ୍ଧି ହୋଇ ରେକର୍ଡ ସ୍ତରରେ ରହିଛି। ତେଲ ଉପରେ ଉଚ୍ଚ ଟିକସକୁ ନେଇ ବିରୋଧୀ ଦଳଗୁଡିକ କେନ୍ଦ୍ର...

ଡିଏପି ସାର ସବ୍‌ସିଡି ୭୦୦ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ,୧୭।୬:  କେନ୍ଦ୍ର ସରକାର ଡିଏପି ସାର ଉପରେ ବ୍ୟାଗ୍‌ ପିଛା ସବ୍‌ସିଡିକୁ ୭୦୦ ଟଙ୍କା ବଢ଼ାଇଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଏ ସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ...

ବହୁଦେଶୀୟ କମ୍ପାନୀଙ୍କ ଟିକସ ନେଇ ଜି-୭ର ନିଷ୍ପତ୍ତି

ନୂଆଦିଲ୍ଲୀ,୭।୬: ଶନିବାର ଜି-୭ ରାଷ୍ଟ୍ର ସମୂହର ପ୍ରତିନିଧି ଓ ଅଧିକାରୀଙ୍କ ମଧ୍ୟରେ ଏକ ବିଶେଷ ବୈଠକ ଲଣ୍ଡନରେ ଅନୁଷ୍ଠିତ ହୋଇଯାଇଛି। ଗୁଗଲ, ଆପଲ୍‌ ଓ ଆମାଜନ...

ଜୁନ୍‌ରେ ବଢ଼ିଲାଣି ୧୩ଥର ପେଟ୍ରୋଲ ୨୬, ଡିଜେଲ ୮ ପଇସା ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୬ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌)...

ଭାରତୀୟ କର୍ତ୍ତୃପକ୍ଷଙ୍କୁ ଚୋକ୍‌ସୀଙ୍କ ଖୋଲା ଆମନ୍ତ୍ରଣ

ନୂଆଦିଲ୍ଲୀ,୬।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସୀ ଭାରତୀୟ କର୍ତ୍ତୃପକ୍ଷଙ୍କୁ ଖୋଲା ଆମନ୍ତ୍ରଣ କରିଛନ୍ତି। ଯାହା ପଚାରିବାର ଅଛି ଆସି ପଚାରିପାରିବ ବୋଲି ଚୋକ୍‌ସୀ କହିଛନ୍ତି।...

ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଖର୍ଚ୍ଚ ହୋଇପାରେ ୫୦ ହଜାର କୋଟି

ନୂଆଦିଲ୍ଲୀ,୧୭।୬: ଦେଶର ସ୍ବାସ୍ଥ୍ୟ ଭିତ୍ତିଭୂମିରେ ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇପାରେ। କ୍ରେଡିଟ୍‌ ଇନସେନଟିଭ ବା ଋଣ ପ୍ରୋତ୍ସାହନ ଭାବେ ଏହାକୁ ଖର୍ଚ୍ଚ କରାଯିବ।...

ସୁଇସ ବ୍ୟାଙ୍କରୁ ତଥ୍ୟ ମଗାଗଲା

ନୂଆଦିଲ୍ଲୀ: ସୁଇସ୍‌ ବ୍ୟାଙ୍କରେ ଭାରତୀୟଙ୍କ ଜମା ବଢିଥିବା ଏକ ରିପୋର୍ଟ ନିକଟରେ ଆସିଥିଲା। ଭାରତୀୟଙ୍କ କଳାଧନ ବଢିଥିବା ଏହି ରିପୋର୍ଟକୁ ଆଧାର କରି ସାରା ଦେଶରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କ୍ରିକେଟର ବ୍ଲକବଷ୍ଟର ମାସ ଆରମ୍ଭ: ୨୪ ଦିନରେ ନିଅନ୍ତୁ ୧୮ ଅନ୍ତର୍ଜାତୀୟ ମ୍ୟାଚ୍‌ର ମଜା
Next Post Next post:
ଗର୍ଲଫ୍ରେଣ୍ଡ ମୋତେ ହୃଦୟରୁ ଜାଣିଛନ୍ତି କହିଲେ ଏହି ଅଭିନେତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts