ନୂଆଦିଲ୍ଲୀ,୨।୬: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଏସ୍ବିଆଇ) ଗ୍ରାହକମାନଙ୍କୁ ଜୁନ୍ ୩୦ ସୁଦ୍ଧା ସେମାନଙ୍କର ପାନ୍-ଆଧାର ଲିଙ୍କ୍ କରିବାକୁ କହିଛି। ଏହାଦ୍ୱାରା ସେମାନେ ଭବିଷ୍ୟତରେ କୌଣସି ପ୍ରକାରର ଅସୁବିଧାର ସମ୍ମୁଖୀନ ହେବେ ନାହିଁ ବୋଲି ବ୍ୟାଙ୍କ କହିଛି।
ଟୁଇଟ୍ କରି ଏସ୍ବିଆଇ କହିଛି, ଗ୍ରାହକମାନଙ୍କୁ ନିରବିଚ୍ଛିନ୍ନ ବ୍ୟାଙ୍କ ସେବା ଉପଭୋଗ କରିବା ପାଇଁ ଆମେ ସେମାନଙ୍କୁ ପାନ୍ ସହ ଆଧାର ଲିଙ୍କ କରିବାକୁ ପରାମର୍ଶ ଦେଉଛୁ। ଏହାକୁ ସଂଯୋଗ କରିବାର ଶେଷ ତାରିଖ ଜୁନ ୩୦।
ତେବେ ପାନ୍ କାର୍ଡକୁ ଆଧାର ସହ ସଂଯୋଗ କରିବାର ପୂର୍ବ ସମୟ ୨୦୨୧ ମାର୍ଚ୍ଚ ୩୧ ଥିଲା। ସେଣ୍ଟ୍ରାଲ ବୋର୍ଡ ଅଫ୍ ଡାଇରେକ୍ଟ ଟ୍ୟାକ୍ସ(ସିବିଡିଟି) ପକ୍ଷରୁ ପାନ୍କୁ ଆଧାର ସହ ସଂଯୋଗ ସୀମାକୁ ତିନିମାସ ପର୍ଯ୍ୟନ୍ତ ବୃଦ୍ଧି କରିଛି। ଅପରପକ୍ଷେ ପାନ୍ କାର୍ଡଧାରୀମାନେ ମଧ୍ୟ ଯଦି ନିଜର କାର୍ଡକୁ ଆଧାର ସହ ଜୁନ୍ ୩୦ ସୁଦ୍ଧା ଲିଙ୍କ ନ କରନ୍ତି ତେବେ ତାହା ନିଷ୍କ୍ରିୟ ହୋଇଯିବ। ଏହାଛଡ଼ା ଆପଣଙ୍କୁ ୧୦୦୦ ଟଙ୍କା ଜରିମାନା ମଧ୍ୟ ଦେବାକୁ ପଡ଼ିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.