E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ପୁରୀ

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ
3:27 pmJune 20, 2021

ପୁରୀ ଅଫିସ,୨୦ା୬: ଆସନ୍ତା ଜୁଲାଇ ୧୨ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ରବିବାର ଆୟୋଜିତ ହୋଇଥିବା ଛତିଶା ନିଯୋଗ ବୈଠକରେ ଏହି ନୀତି ନିର୍ଘଣ୍ଟ କରାଯାଇଛି। ଦେବସ୍ନାନ ପୂର୍ଣ୍ଣିମାଠାରୁ ଆରମ୍ଭ କରି ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ସମସ୍ତ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଭିତରେ ରହିଛି ଶ୍ରୀଗୁଣ୍ଡିଚା, ବାହୁଡ଼ା, ସୁନାବେଶ, ଅଧରପଣା ନୀତି।

ସ୍ନାନଯାତ୍ରା ପାଇଁ ରାତି ଗୋଟାଏରେ ମଙ୍ଗଳାର୍ପଣ ହେବ ଏବଂ ୪ଟା ପର୍ଯ୍ୟନ୍ତ ପହଣ୍ଡି ହେବ। ସ୍ନାନ ପୂର୍ଣ୍ଣିମା ଦିନ ହାତୀ ବେଶ ପୂର୍ବାହ୍ନ ୧୧ଟାରୁ ୧୨ ଭିତରେ ସମ୍ପନ୍ନ କରିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ସ୍ନାନ ପୂର୍ଣ୍ଣିମାରେ ସନ୍ଧ୍ୟା ୫ଟାରୁ ରାତି ୮ଟା ଭିତରେ ବାହୁଡ଼ା ପହଣ୍ଡି ହେବ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ପୁରୀ View All

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି। ଜନ ସଚେତନତା ଅଭାବ ସାଙ୍ଗକୁ...

‘ପିନାକ୍‌’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍‌ ଲଞ୍ଚର (ଏମ୍‌ବିଆର୍‌ଏଲ୍‌)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍‌ଏମ୍‌ କାଲିବର...

ଚିଲିକାରେ ୧୦୬ ପ୍ରଜାତିର ୪୮,୭୨୮ ପକ୍ଷୀ

ବାଲୁଗଁା,୨ା୬(ଡି.ଏନ୍‌.ଏ.):ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ଏବେ ୧୦୬ ପ୍ରଜାତିର ୪୮ହଜାର ୭୨୮ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗଁା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ...

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ...

ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର...

କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ୨ ଗୁରୁତର

ବାଲିଗୁଡ଼ା,୨୬ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ସହ ମୋଟରସାଇକଲ ମୁହାଁମୁହିଁ ଧକ୍କା ହୋଇଛି।...

ଜୁଏଲାରି ମାଲିକଙ୍କ ଘରେ ପଶିଲେ ଦୁର୍ବୃତ୍ତ: ୧୦ ରାଉଣ୍ଡ ଗୁଳି ଚାଳନା, ୩ ଗୁରୁତର ୩ ଆହତ

ବାହାନଗା, ୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ଗ୍ରାମର ଜଣେ ଜୁଏଲାରି ମାଲିକଙ୍କ ଘରୁ ଚୋରି ହୋଇଛି। ୬ ଜଣ ଦୁର୍ବୃତ୍ତ ଘର ଭିତରେ...

ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା

ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନାରେ ଚାଲିଗଲେ ଆଉ ଜଣେ ଡାକ୍ତର
Next Post Next post:
ବିବାହ ବନ୍ଧନରେ ଅକ୍ଷୟ, ଡାକ୍ତରାଣୀଙ୍କ ଧରିଲେ ହାତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts