ପୁରୀ ଅଫିସ,୨୦ା୬: ଆସନ୍ତା ଜୁଲାଇ ୧୨ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ରବିବାର ଆୟୋଜିତ ହୋଇଥିବା ଛତିଶା ନିଯୋଗ ବୈଠକରେ ଏହି ନୀତି ନିର୍ଘଣ୍ଟ କରାଯାଇଛି। ଦେବସ୍ନାନ ପୂର୍ଣ୍ଣିମାଠାରୁ ଆରମ୍ଭ କରି ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ସମସ୍ତ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଭିତରେ ରହିଛି ଶ୍ରୀଗୁଣ୍ଡିଚା, ବାହୁଡ଼ା, ସୁନାବେଶ, ଅଧରପଣା ନୀତି।
ସ୍ନାନଯାତ୍ରା ପାଇଁ ରାତି ଗୋଟାଏରେ ମଙ୍ଗଳାର୍ପଣ ହେବ ଏବଂ ୪ଟା ପର୍ଯ୍ୟନ୍ତ ପହଣ୍ଡି ହେବ। ସ୍ନାନ ପୂର୍ଣ୍ଣିମା ଦିନ ହାତୀ ବେଶ ପୂର୍ବାହ୍ନ ୧୧ଟାରୁ ୧୨ ଭିତରେ ସମ୍ପନ୍ନ କରିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ସ୍ନାନ ପୂର୍ଣ୍ଣିମାରେ ସନ୍ଧ୍ୟା ୫ଟାରୁ ରାତି ୮ଟା ଭିତରେ ବାହୁଡ଼ା ପହଣ୍ଡି ହେବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.