E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମୋଦିଙ୍କ କ୍ୟାବିନେଟ୍‌ରେ ସିନ୍ଧିଆ ପାଇବେ ସ୍ଥାନ: ମିଳିପାରେ ରେଳ ମନ୍ତ୍ରଣାଳୟ…
10:38 amJune 13, 2021

ନୂଆଦିଲ୍ଲୀ,୧୩।୬: ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ସମ୍ପ୍ରସାରଣ କରାଯିବ। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ସ୍ଥାନ ମିଳିବା ପ୍ରାୟ ନିଶ୍ଚିତ ହୋଇଛି। କଂଗ୍ରେସ ଛାଡ଼ି ଭାଜପାରେ ଯୋଗ ଦେବାର ୧୫ ମାସ ପରେ ସିନ୍ଧିଆଙ୍କୁ ମୋଦିଙ୍କ କ୍ୟାବିନେଟ୍‌ରେ ସ୍ଥାନ ମିଳିବା ନେଇ ଚର୍ଚ୍ଚା ହେଉଛି। ସିନ୍ଧିଆଙ୍କୁ ରେଳ ମନ୍ତ୍ରଣାଳୟ, ସହରୀ ବିକାଶ ଅବା ମାନବ ସମ୍ବଳ ମନ୍ତ୍ରଣାଳୟ ମଧ୍ୟ ମିଳିପାରେ ବୋଲି ଆଲୋଚନ ଜାରି ରହିଛି। ରେଳ ମନ୍ତ୍ରଣାଳୟ ମିଳିବାର ଆଶା ଅଧିକ ରହିଥିବା ଚର୍ଚ୍ଚା ହେଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ କ୍ୟାବିନେଟ୍‌ରେ ସିନ୍ଧିଆ ଟେଲିକମ୍‌, ଆଇଟି, ଶିଳ୍ପ, ବାଣିଜ୍ୟ ଆଦି ମନ୍ତ୍ରଣାଳୟ ଦାୟିତ୍ୱରେ ଥିଲେ। ସମ୍ପ୍ରତି ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ୬୦ମନ୍ତ୍ରୀ ଅଛନ୍ତି। ଏହାକୁ ବଢ଼ାଇ ୭୯ କରାଯିବାର ଯୋଜନା କରାଯାଇଛି। କେତେକ ମନ୍ତ୍ରୀଙ୍କ ପାଖରେ ୨ ଅବା ୩ ମନ୍ତ୍ରଣାଳୟ ରହିଛି। ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣରେ ଯୁବନେତାଙ୍କୁ ଅଧିକ ସୁଯୋଗ ପ୍ରଦାନ କରାଯିବାର ଯୋଜନା ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ମୁମ୍ବାଇକୁ ବୁଡ଼ାଇଲା ମୌସୁମୀ: ୨ ଦିନରେ ପହଞ୍ଚିବ ଓଡ଼ିଶା

ନୂଆଦିଲ୍ଲୀ,୯।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ମୁମ୍ବାଇ ସମେତ ଆଭ୍ୟନ୍ତରୀଣ ମହାରାଷ୍ଟ୍ରର କିଛି ଅଞ୍ଚଳ ଏବଂ ଦକ୍ଷିଣ ଗୁଜୁରାଟ ଏବଂ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି...

ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟା କଲେ ଏମିତି କାଣ୍ଡ; ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ପ୍ରତାପଗଡ,୧।୬: ଉତ୍ତର ପ୍ରଦେଶର ପ୍ରତାପଗଡ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବିବାହ ସମାରୋହରେ ବରକୁ ବରଣମାଳା ପିନ୍ଧାଇବା ପାଇଁ ଷ୍ଟେଜ୍‌...

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ...

ମୁଁ ସିଂହର ପୁଅ: ଚିରାଗ

ନୂଆଦିଲ୍ଲୀ, ୧୬।୬: ମୁଁ ଅସୁସ୍ଥ ଥିଲା ବେଳେ ମୋ ପଛରେ ଷଡ଼ଯନ୍ତ୍ର ଚାଲିଥିଲା। ଦଳରେ ଫାଟ ସୃଷ୍ଟି ହେବା ପରେ ପ୍ରଥମ ଥର ପାଇଁ ବୁଧବାର...

କୋଭିଡ୍‌ ମୃତ୍ୟୁ: ପରିବାରକୁ ମିଳିପାରେ ୪ ଲକ୍ଷ

ନୂଆଦିଲ୍ଲୀ, ୧୨।୬(ଆଇଏଏନ୍‌ଏସ୍‌): କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ କ୍ଷତିପୂରଣ ଯୋଗାଇଦେବା ପାଇଁ ଏକ ଆବେଦନର ବିଚାର କରାଯାଉଛି...

ତଥ୍ୟ ଦେଲେ ୮୦୦ ଓଟିଟି ପ୍ଲାଟଫର୍ମ

ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍‌ଫ୍ଲିକ୍ସ, ହଟ୍‌ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍‌ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍‌...

ଟିକା ନୁହେଁ, ସରକାର ବ୍ଲୁ-ଟିକ୍‌ ପାଇଁ ଲଢୁଛନ୍ତି: ରାହୁଲ

ନୂଆଦିଲ୍ଲୀ,୬।୬: ଆଜିକାଲି ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ହୋଇଛନ୍ତି। ପ୍ରଥମେ ଆଇଟିର ନୂତନ ନିୟମକୁ ନେଇ ଟୁଇଟର ଏବଂ ସରକାରଙ୍କ...

କରୋନାରେ ୩୦ ହଜାର ପିଲା ଅନାଥ

ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍‌ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋପା ଆମେରିକା ଫୁଟ୍‌ବଲ : ବ୍ରାଜିଲ- ଭେନିଜୁଏଲା ଉଦ୍‌ଘାଟନୀ ମ୍ୟାଚ୍‌
Next Post Next post:
୧୩୪ କୋଟିର ବ୍ୟାଙ୍କ ଠକେଇ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts