ଆମେରିକାର ଶିକାଗୋ ସହରରେ ଥିବା ୨ଟି କଲେଜକୁ ଆମାଜନ ପ୍ରତିଷ୍ଠାତା ଜେଫ୍ ବେଜୋସ୍ଙ୍କ ପୂର୍ବତନ ସ୍ତ୍ରୀ ମାକ୍କେଞ୍ଜି ସ୍କଟ୍ ୪୫ ମିଲିୟନ ଡଲାର (ପ୍ରାୟ ୩୩୦ କୋଟି ଟଙ୍କା) ଦାନ କରିଛନ୍ତି। ସିଟି କଲେଜ ଅଫ୍ ଶିକାଗୋର ଏକ ବ୍ରାଞ୍ଚ୍ କେନେଡି-କିଙ୍ଗ୍ କଲେଜକୁ ସ୍କଟ୍ ୫ ମିଲିୟନ ଡଲାର ଦେଇଛନ୍ତି। ୟୁନିଭର୍ସିଟି ଅଫ୍ ଇଲିନୋଏସ୍-ଚିକାଗୋ ସ୍କଟ୍ଙ୍କଠାରୁ ୪୦ ମିଲିୟନ ଡଲାର ଦାନ ଆକାରରେ ପାଇଛି। ଏ ପର୍ଯ୍ୟନ୍ତ ସ୍କଟ୍ ୨୮୬ ସଙ୍ଗଠନକୁ ୨.୭ ବିଲିୟନ ଡଲାର ଦାନ କରିସାରିଲେଣି।
Posted inଅନ୍ତର୍ଜାତୀୟ View All
ମହାକାଶକୁ ଯିବେ ବେଜୋସ୍
ଆମାଜନ୍ ପ୍ରତିଷ୍ଠାତା ତଥା ସ୍ପେସ୍ କମ୍ପାନୀ ବ୍ଲୁ ଅରିଜନ୍ର ମାଲିକ ଜେଫ୍ ବେଜୋସ୍ ଜୁଲାଇ ୨୦ରେ ମହାକାଶକୁ ଯିବେ। ବ୍ଲୁ ଅରିଜିନ୍ ଦ୍ୱାରା ପଠାଯାଉଥିବା ପ୍ରଥମ...
‘ଟିକା ନ ନେଲେ ଭାରତ ଯାଅ’
ମାନିଲା, ୨୪।୬: ଯେଉଁମାନେ କୋଭିଡ୍ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି।...
‘ଭାରତକୁ କ୍ଷତିପୂରଣ ଦେଉ ଚାଇନା’
ଓ୍ବାଶିଂଟନ,୧୯।୬: କରୋନା ମହାମାରୀ ଯୋଗୁ ଭାରତ ବିପର୍ଯ୍ୟସ୍ତ ହୋଇଛି। ଏନେଇ ଚାଇନା ଭାରତକୁ କ୍ଷତିପୂରଣ ଦେବା ଆବଶ୍ୟକ ବୋଲି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍...
୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …
କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା...
ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…
ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ...
ହାରିସ୍ଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି
ଆମେରିକା ଉପରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଦେଶ ଯାତ୍ରାରେ ବାହାରିଥିବା କମଲା ହାରିସ୍ଙ୍କ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଧା ବାଟରୁ ଫେରିଆସିଛି। ହାରିସ୍...
ଭାକ୍ସିନ୍ ନେଲେ ବି ମାସ୍କ୍ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…
ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର...
ଭାରତ ନାଁରେ ବିପୁଳ ଅର୍ଥ ସଂଗ୍ରହ
ୱାଶିଂଟନ,୧୭ା୬: ଭାରତରେ କରୋନା ଭାଇରସ୍ର ଦ୍ୱିତୀୟ ଲହର ଯୋଗୁ ଅକ୍ସିଜେନ ସଙ୍କଟ ଦେଖାଦେଇଥିଲା। ଭାରତ ପକ୍ଷରୁ ଦିଆଯାଇଥିବା ସହାୟତା ବଦଳରେ ବିଶ୍ୱର ଅନେକ ଦେଶ ସହଯୋଗର...


