ପୁରୁଷୋତ୍ତମପୁର,୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା ନିଳାଞ୍ଚଳ ବେହେରାଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଗୋଟିଏ ଡିସ୍ଫ୍ରିଜ ସହ ବିପୁଳ ପରିମାଣରେ ବିଭିନ୍ନ ବ୍ରାଣ୍ଡର ବିଦେଶୀ ମଦ ଜବତ କରିଥିଲେ।
ସେହିପରି ବୁର୍ତ୍ତୁଳୁ ଗ୍ରାମରେ ଚଢାଉ କରି ବେଆଇନ ଭାବେ ମଦକାରବାର ଚଲଇଥିବା ଗନ୍ତାୟତ ସ୍ବାଇଁଙ୍କୁ ଗିରଫ କରିବା ସହ ବିପୁଳ ପରିମାଣରେ ବିଦେଶୀ ମଦ ଜବତ କରିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ ନାଳ, ଡ୍ରେନ୍
ଜଗତ୍ସିଂହପୁର ଅଫିସ,୧୮ା୬: ପ୍ରାକୃତିକ ନାଳ, ଡ୍ରେନ୍କୁ ରୋକାଯାଇପାରିବ ନାହିଁ କି ଗତି ବଦଳା ଯିବନି ବୋଲି ନିୟମ ରହିଛି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ...
କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା
ଛତ୍ରପୁର,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି।...
ସେଲ୍ଫି ନିଶା ନେଲା ୨ ଯୁବକଙ୍କ ଜୀବନ
ରାଜଗାଙ୍ଗପୁର,୬।୬: ସେଲ୍ଫି ନେବା କାଳ ହୋଇଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂଶବାହାଲ ଡ୍ୟାମ୍ରେ ଖସିପଡ଼ି ରବିବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ...
ଦୁଇ କାର୍ ମୁହାଁମୁହିଁ ଧକ୍କା: ମାଉସୀ-ପୁତୁରା ଆହତ, ଜଣେ ଗୁରୁତର
ଦିଗପହଣ୍ଡି,୧୯ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଶନିବାର ପୂର୍ବାହ୍ନରେ ବିପରୀତ ଦିଗରୁ ଆସୁଥିବା ୨ଟି କାର ଚାଳକଙ୍କ ଅସାବଧାନତା ଯୋଗୁ...
ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼
ସାଲେପୁର, ୮।୬(ଡି.ଏନ୍.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍ ଖାଁଙ୍କ ଘର...
ଏମ୍କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ
ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...
ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ
ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ...
ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ
ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି...


