ପୁରୁଷୋତ୍ତମପୁର,୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା ନିଳାଞ୍ଚଳ ବେହେରାଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଗୋଟିଏ ଡିସ୍ଫ୍ରିଜ ସହ ବିପୁଳ ପରିମାଣରେ ବିଭିନ୍ନ ବ୍ରାଣ୍ଡର ବିଦେଶୀ ମଦ ଜବତ କରିଥିଲେ।
ସେହିପରି ବୁର୍ତ୍ତୁଳୁ ଗ୍ରାମରେ ଚଢାଉ କରି ବେଆଇନ ଭାବେ ମଦକାରବାର ଚଲଇଥିବା ଗନ୍ତାୟତ ସ୍ବାଇଁଙ୍କୁ ଗିରଫ କରିବା ସହ ବିପୁଳ ପରିମାଣରେ ବିଦେଶୀ ମଦ ଜବତ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.