E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା, ରାଜ୍ୟ

ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ
11:56 amJune 24, 2021

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।  ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।

ବୁଧବାର ସନ୍ଧ୍ୟା ୬ଟାରୁ ଆରମ୍ଭ ହୋଇଥିବା ୧୪୪ ଧାରା ଶୁକ୍ରବାର ସକାଳ ୭ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ମନ୍ଦିର ଚତୁଃପାର୍ଶ୍ୱ, ରଥଦାଣ୍ଡ ସମେତ ମାଉସୀ ମା’ ମନ୍ଦିର ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯାଇଛି। ଏହି ସମୟ ମଧ୍ୟରେ ଶ୍ରୀଜିଉଙ୍କ ନୀତିକାନ୍ତି ମନ୍ଦିର ପରିସର ମଧ୍ୟରେ କରାଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା, ରାଜ୍ୟ View All

ଡଙ୍ଗରିଆଙ୍କୁ ଠକୁଛନ୍ତି ଆନ୍ଧ୍ର ଦଲାଲ

ବିଷମକଟକ,୨୭ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ନିୟମଗିରି ପାଦଦେଶରେ ବସବାସ କରୁଥିବା ଡଙ୍ଗରିଆମାନେ ବିଶେଷକରି କୃଷି ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭରଶୀଳ। ଉତ୍ପାଦିତ ପନିପରିବା, ଫଳ ଓ...

ବାଣ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ନିମାପଡ଼ା, ୪ା୬(ଡି.ଏନ୍‌.ଏ.): ଚାରିଛକ ଫାଣ୍ଡି ଅଧୀନ ବ୍ରହ୍ମକୁଣ୍ଡି ଗ୍ରାମ ନିକଟରେ ଥିବା ଏକ ବାଣ ଗୋଦାମରେ ଗୁରୁବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୋଦାମରେ ଥିବା...

କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା

ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ...

ସୌଭାଗ୍ୟରୁ ବଞ୍ଚିତ କରିଦେଲେ ସାଆନ୍ତେ

ଅନୁଗୋଳ ଅଫିସ, ୨୩ା୬ – କିଛିଟା କାବୁ ହୋଇଛି କରୋନା ସଂକ୍ରମଣ। ତଳମୁହାଁ ଧରିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା। ସ୍ଥିତିକୁ ଦେଖି ପୂର୍ବ କଟକଣାରେ ସାମାନ୍ୟ...

ସହର, ଗ୍ରାମାଞ୍ଚଳରେ ହେବ ବର୍ଜ୍ୟବସ୍ତୁ ପରିଚାଳନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୌରସଂସ୍ଥା ଏବଂ ଗ୍ରାମପଞ୍ଚାୟତ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ସହିତ ପୌରସଂସ୍ଥାଗୁଡିକରେ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଥିବା ଆବଶ୍ୟକ ଭିତ୍ତିଭୂମି ବ୍ୟବହାର କରି...

୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ,...

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର...

ସଙ୍କଟରେ ଇସ୍ପାତ ଶିଳ୍ପ

ଯାଜପୁର ଅଫିସ, ୨୧।୬: ଅର୍ଥନୀତିକୁ ସୁଦୃଢ କରିବାକୁ ହେଲେ ଗଢ଼ି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ପାଇଁ କଞ୍ଚାମାଲ ଉତ୍ତୋଳନ ଓ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଠିକ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ନେଲା ପ୍ରଥମ ଜୀବନ…
Next Post Next post:
ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts