E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

କଙ୍ଗନାଙ୍କ ରାଗ ଦେଖି କରଣ ଛାନିଆ
8:30 amJune 25, 2021

ମୁମ୍ବାଇ: ବଲିଉଡ୍‌ କ୍ୱିନ୍‌ କଙ୍ଗନା ରାଣାଓ୍ବତ୍‌ ସବୁବେଳେ ନିଜ ଢଙ୍ଗରେ ଜବାବ ଦେବା ନେଇ ବେଶ୍‌ ଜଣାଶୁଣା। ପ୍ରତ୍ୟେକ ପ୍ରସଙ୍ଗରେ ସେ କିଛି ନା କିଛି କଥା କହି ଚର୍ଚ୍ଚାକୁ ଆସିଥାନ୍ତି। ଥରେ କଙ୍ଗନା କରଣ ଜୋହରଙ୍କ ପ୍ରସିଦ୍ଧି ଚାଟ୍‌ ଶୋ’ ‘କଫି ଓ୍ବିଥ୍‌ କରଣ’କୁ ଆସିଥିଲେ। ଏହି ଶୋ’ରେ ସେ ନେପ୍ଟୋଜିମ୍‌କୁ ନେଇ ଆଲୋଚନା କରିଥିଲେ। ଏହି ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ କଙ୍ଗନାଙ୍କ ରାଗ ଦେଖି କରଣ ଆଶ୍ଚର୍ଯ୍ୟ ହୋଇ ତାଙ୍କୁ ଚାହିଁଛନ୍ତି।

ଶୋ’ରେ କଙ୍ଗନାଙ୍କୁ ସିଂହ ବୋଲି କହିଦେବାରୁ ସେ ରାଗି ଯାଇଥିଲେ। ଏତେ ରାଗି ଯାଇଥିଲେ ଯେ, ମନକୁ ଯାହା ଆସିଲା କହି ଚାଲିଲେ। ସେ କହିଥିଲେ ଏମାନେ ଏତେ ମଇଳା। ଏତେ ଅଭଦ୍ର। ଏହା ଦେଖି କରଣ ତାଙ୍କୁ ବହୁ ବୁଝାଇଥିଲେ। ମାତ୍ର ସେ କହି ଚାଲିଥିଲେ। କଙ୍ଗନାଙ୍କ ରାଗ ଦେଖି କରଣ ଏକପ୍ରକାର ଛାନିଆ ହୋଇଯାଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..

ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜେ...

ବିହାରର ଏସ୍‌ଟିଇଟି ପରୀକ୍ଷାରେ ପାସ୍‌ ହେଲେ ଲୋକପ୍ରିୟ ଅଭିନେତ୍ରୀ ଅନୁପମା? ଭାଇରାଲ ହେଉଛି ରେଜଲ୍ଟ

ସୋସିଆଲ ମିଡିଆରେ ବିହାର ଏସ୍‌ଟିଇଟିର ଏକ ପରୀକ୍ଷାଫଳ ଭାଇରାଲ ହେଉଛି। ଏଥିରେ ଦକ୍ଷିଣ ଭାରତୀୟ ସିନେ ଅଭିନେତ୍ରୀ ଅନୁପମା ପରମେଶ୍ୱରନ ପରୀକ୍ଷା ପାସ କରିଥିବା ଦେଖିବାକୁ...

କାହିଁକି ନାମରେ ଅଛି ଦୁଇଥର ‘ଏନ୍‌’ ଆଉ ‘ଆର୍‌’; ଅଭିନେତା କହିଲେ…

ବମ୍ବେ: ନିଜର ନିଖୁଣ ଅଭିନୟ ଦ୍ୱାରା ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନ୍ନା। ସେ ସର୍ବଦା ନିଜର ସଫଳତାର ଶ୍ରେୟ...

ଗର୍ଭବତୀ ପରେ ନୁସରତଙ୍କ ଏପରି ଭିଡିଓ ହେଉଛି ଭାଇରାଲ

ପଶ୍ଚିମବଙ୍ଗରେ ଟିଏମ୍‌ସି ଏମ୍‌ପି ତଥା ଅଭିନେତ୍ରୀ ନୁସରତ ଜାହାଁ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ବର୍ତ୍ତମାନ ସେ ତାଙ୍କ ବିବାହ ଏବଂ ମା’ହେବା ଖବର ପାଇଁ...

ଫଟୋଗ୍ରାଫରଙ୍କ ପ୍ରେମରେ ଏହି ଅଭିନେତ୍ରୀ

ମୁମ୍ବାଇ: ଦୀର୍ଘବର୍ଷ ଧରି ଲୋକପ୍ରିୟ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ନାମ ରୋହନ ଶ୍ରେଷ୍ଟା (ସେଲିବ୍ରିଟି ଫଟୋଗ୍ରାଫର)ଙ୍କ ସହ ଚର୍ଚ୍ଚା ହୋଇଆସୁଛି। ଶୁଣିବାକୁ ମିଳୁଛି ଦୁହେଁ ଏକାଠି...

ଦୁଇ ଦୁଇ ଥର ଛାଡପତ୍ର ପାଇବା ପରେ ୧୮ ବର୍ଷ ସାନ ରୁଷୀୟ ମଡେଲଙ୍କ ହାତ ଧରିଛନ୍ତି ଏହି ସେଲିବ୍ରିଟି; ବିବାହ ପରେ..

ବମ୍ବେ: ବିଭିନ୍ନ ଟେଲିଭିଜନ ଶୋ’ରେ ନଜର ଆସୁଥିବା ରାହୁଲ ମହାଜନ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ବିଶେଷକରି ବ୍ୟକ୍ତିଗତ ଜୀବନ ତାଙ୍କର ଖବର ଶିରୋନାମା ପାଲଟିଥାଏ।...

ବାଥ୍‌ରୁମ ସେଲ୍‌ଫି ଶେୟାର କଲେ ଏହି ଅଭିନେତ୍ରୀ, ଦର୍ଶକ ପଚାରିଲେ ଏମିତି ପ୍ରଶ୍ନ

ମୁମ୍ବାଇ: ଆଲିଆ ଭଟ୍ଟ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏମିତି ଜଣେ ଅଭିନେତ୍ରୀ ଯିଏକି ସୋସିଆଲ ମିଡିଆରେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କେବେ...

‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ ପୂରିଲା ୨୨ବର୍ଷ

ମୁମ୍ବାଇ: ବଲିଉଡ୍‌ ପ୍ରଯୋଜକ ତଥା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲିଙ୍କ ଲଭ୍‌ ଟ୍ରାଏଙ୍ଗଲ୍‌ ଉପରେ ଆଧାରିତ ହୋଇଥିବା ଫିଲ୍ମ ‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧରିତ୍ରୀ କାର୍ଟୁନ୍‍
Next Post Next post:
ମହାମାରୀରେ ଶିକ୍ଷକଙ୍କ ଭୂମିକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts