E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ସେହ୍ବାଗଙ୍କ କ୍ୟାରିୟର ଶେଷ କରିଦେଇଥିଲେ ଧୋନୀ! ପ୍ରଶଂସକଙ୍କ ଏଭଳି ଯୁକ୍ତିରେ ପୂର୍ବତନ ଓପନର୍‌ କହିଲେ…
4:05 pmJune 18, 2021

ନୂଆଦିଲ୍ଲୀ,୧୮।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ବିସ୍ଫୋରକ ଓପନର୍‌ ବିରେନ୍ଦ୍ର ସେହ୍ବାଗ ଏବଂ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ମଧ୍ୟରେ ବିବାଦ ନେଇ ଅନେକ ଥର ଚର୍ଚ୍ଚା ହୋଇଛି। ୨୦୦୭ରେ ପାକିସ୍ତାନ ବିପକ୍ଷରେ ଖେଳାଯାଉଥିବା ଫାଇନାଲରେ ଦଳରୁ ଓହରି ଯାଇଥିଲେ ସେହ୍ବାଗ। ଏହାକୁ ନେଇ ଧୋନୀ ଓ ତାଙ୍କ ଭିତରେ ମତଭେଦ ସୃଷ୍ଟି ହୋଇଥିବା ନେଇ କୁହାଯାଇଥିଲା। ହେଲେ ଉଭୟ ଖେଳାଳି ଏହାକୁ ଖଣ୍ଡନ କରିବା ସହ ସେମାନଙ୍କ ମଧ୍ୟରେ ସୁସମ୍ପର୍କ ଥିବା ନେଇ ସ୍ପଷ୍ଟ କରିଥିଲେ। ଉଭୟ କ୍ରିକେଟରୁ ସନ୍ୟାସ ନେଇଥିବା ବେଳେ ଏବେ ପୁଣିଥରେ ସେହ୍ବାଗ ଧୋନୀଙ୍କ ସହ ବିବାଦକୁ ନେଇ ଭିନ୍ନ ଢ଼ଙ୍ଗରେ ସ୍ପଷ୍ଟୀକରଣ ଦେଇଛନ୍ତି।

ଧୋନୀଙ୍କ କିଛି ପ୍ରଶଂସକ ସେହ୍ବାଗଙ୍କ ସହ ତାଙ୍କ ସମ୍ପର୍କ ଠିକ୍‌ ନ ଥିବା ବିଶ୍ୱାସ କରୁଥିଲେ। ୨୦୧୮ରେ ସେହ୍ବାଗ ଧୋନୀଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇ ତାଙ୍କ ସହ ଏକ ଫଟୋ ପୋଷ୍ଟ କରିଥିଲେ। ଏଥିରେ ଜଣେ ପ୍ରଶଂସକ ଧୋନୀ ସେହ୍ବାଗଙ୍କ କ୍ୟାରିୟର ଶେଷ କରିଥିବା ନେଇ ପ୍ରତିକ୍ରିୟା ଦେଇଥିଲେ। ଏହାର ଜବାବ ରଖିଥିଲେ ପୂର୍ବ ଓପନର୍‌। ସେହ୍ବାଗ୍‌ ସାରଙ୍କ କ୍ୟାରିୟର ଶେଷ କରିଥିବା ବ୍ୟକ୍ତିଙ୍କୁ ଜନ୍ମଦିନର ଶୁଭେଚ୍ଛା ବୋଲି ପ୍ରଶଂସକଜଣଙ୍କ କହିଥିଲେ। ସେହ୍ବାଗ କହିଥିଲେ ‘ଭୁଲ୍‌ ବୟାନ’।

କହିରଖୁଛୁ, ଭାରତୀୟ ଡ୍ରେସିଂ ରୁମ୍‌ରେ ଏକାଠି ଅନେକ ସମୟ ଅତିବାହିତ କରିଥିଲେ ସେହ୍ବାଗ-ଧୋନୀ। ଉଭୟ ଖେଳାଳି ୨୦୦୭ ବିଶ୍ୱ ଟି୨୦, ୨୦୧୧ ବିଶ୍ୱକପ୍‌ ଜିତିବା ସମୟରେ ଦଳର ଅଗ୍ରଣୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରେ ଥିଲେ। ତେବେ ୨୦୧୫ରେ ସେହ୍ବାଗ ଏବଂ ୨୦୨୦ରେ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫ୍ରେଞ୍ଚ୍‌ ଓପନ ଟେନିସ: ସିତ୍‌ସିପାସଙ୍କ ବିଜୟ ଅଭିଯାନ

ପ୍ୟାରିସ, ୧।୬-ଏଠାରେ ଚାଲିଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଦ୍ୱିତୀୟ ଦିବସରେ ଷ୍ଟିଫାନୋସ ସିତ୍‌ସିପାସ, ଡାନିଲ ମେଡ୍‌ଭେଡେଭ୍‌, ଜାନିକ ସିନେର ପ୍ରମୁଖ...

ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂ

ନୂଆଦିଲ୍ଲୀ,୨୦।୬: କିମ୍ବଦନ୍ତୀ ଆଥ୍‌ଲେଟ ତଥା ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂଙ୍କ ପରଲୋକରେ ଭାରତୀୟ କ୍ରୀଡ଼ାଜଗତ ସ୍ତବ୍ଧ ହୋଇଛି। ଜଣେ ଲଢୁଆ ଖେଳାଳି ଓ...

ପ୍ରଥମ ପାଳିରେ ମାତ୍ର ୧୫ ରନ୍‌ ଅଲଆଉଟ୍‌ ହୋଇଯାଇଥିଲା ଏହି ଦଳ, ତଥାପି ୧୫୫ ରନ୍‌ରେ ଜିତିଥିଲା ମ୍ୟାଚ୍‌: ଜାଣନ୍ତୁ କେମିତି

କ୍ରିକେଟ ପଡ଼ିଆରେ ଅନେକ ସମୟରେ ଚମତ୍କାର ଘଟେ। ଅନେକ ମ୍ୟାଚ ଏପରି ଖେଳାଯାଇଛି ଯେତେବେଳେ ଏକ ଦଳର ପରାଜୟ ନିଶ୍ଚିତ ମନେହୁଏ, କିନ୍ତୁ ଏହା ସତ୍ତ୍ୱେ...

ଫ୍ରେଞ୍ଚ୍‌ ଓପନ୍‌ରୁ ଓହରିବା ମାମଲା: କ୍ରୀଡ଼ାର ନୂଆ ସୋପାନରେ ଓସାକା

ପ୍ୟାରିସ୍‌,୩।୬(ଏପି): କ୍ରୀଡ଼ାରେ ଇଞ୍ଜୁରି ନେଇ ଆଥ୍‌ଲେଟମାନେ ଖୋଲାଖୋଲି ନିଜର ମତ ରଖିଥାନ୍ତି। ତେବେ ମାନସିକ ସ୍ବାସ୍ଥ୍ୟ ନେଇ କେହି ଆଥ୍‌ଲେଟ କୌଣସି ଇଭେଣ୍ଟରୁ ଓହରିବା ସମ୍ପୂର୍ଣ୍ଣ...

ବର୍ଷେ ଭିତରେ ଏତିକି ଟଙ୍କା ରୋଜଗାର କରିଛନ୍ତି କୋହଲି

କ୍ରମାଗତ ପଞ୍ଚମ ବର୍ଷ ପାଇଁ ଫୋର୍ବସର ଶ୍ରେଷ୍ଠ ୧୦୦ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଖେଳାଳିଙ୍କ ମଧ୍ୟରେ ଭାରତୀୟ ଅଧିନାୟକ ବିରାଟ କୋହଲି ସ୍ଥାନ ପାଇଛନ୍ତି। ସେ...

ଏହି ଖେଳାଳିଙ୍କ ଉପରେ ଲାଗିଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇଲା ବିସିସିଆଇ; ପୁଣି ଖେଳି ପାରିବେ…

ମୁମ୍ବାଇ,୧୬।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଙ୍କିତ ଚାଭାନଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇବାକୁ ନିଷ୍ପତ୍ତି ନେଇଛି। ଏଣୁ ମୁମ୍ବାଇର ଏହି ସ୍ପିନର ଏବେ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ନ୍ୟୁଜିଲାଣ୍ଡର ନେତୃତ୍ୱ ନେବେ ଓ୍ବିଲିୟମସନ

ସାଉଥାମ୍ପଟନ,୧୬ା୬(ପି.ଟି.)-ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବା ଲାଗି କେନ୍‌ ଓ୍ବିଲିୟମସନ ଉପଲବ୍ଧ ହେବେ। ଜୁନ୍‌ ୧୮ରୁ ଆରମ୍ଭ...

ଜାଡେଜା-ଅଶ୍ୱିନଙ୍କ ସହ ଖେଳିବାକୁ ପରାମର୍ଶ ଦେଲେ ମହାନ ଖେଳାଳି

ନୂଆଦିଲ୍ଲୀ,୧୭।୬: ଶେଷ ହେବାକୁ ଯାଉଛି ଅପେକ୍ଷା। ୟୁକେର ସାଉଥାମ୍ପଟନଠାରେ ଶୁକ୍ରବାର ଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୁଷ୍ଠାଶ୍ରମ ଅନ୍ତେବାସୀଙ୍କ ସହିତ ଜନ୍ମଦିନ ପାଳିଲେ ପର୍ବତାରୋହୀ ଲିପିକା ସେଟ
Next Post Next post:
ନକଲି ଟିକାକରଣର ଶିକାର ହେଲା ଟିପ୍ସ ଇଣ୍ଡଷ୍ଟ୍ରି: ୩୬୫କର୍ମଚାରୀଙ୍କୁ ଟିକା ଦିଆଯିବା ପରେ ବି ମିଳିଲାନି ସାର୍ଟିଫିକେଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts