E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ମାତ୍ର ୩ ରନ୍‌ ଯୋଗୁ ଇତିହାସ ରଚିବାରୁ ବଞ୍ଚିତ ହୋଇଥିଲେ ସେହ୍ବାଗ-ଦ୍ରାବିଡ ଯୋଡ଼ି: ହେଲେ ଛିଡ଼ା ହୋଇ ତାଳି ମାରିଥିଲେ ଦର୍ଶକ
1:06 pmJune 25, 2021

ନୂଆଦିଲ୍ଲୀ,୨୫।୬: ୧୫ ବର୍ଷ ପୂର୍ବେ ବିରେନ୍ଦ୍ର ସେହଓ୍ବାଗ୍‌- ରାହୁଲ ଦ୍ରାବିଡଙ୍କ ଯୋଡ଼ି ପାକିସ୍ତାନ ବିପକ୍ଷରେ ଜାନୁୟାରୀ ୧୭ରେ ଉଲ୍ଲେଖନୀୟ ଓପନିଂ ଭାଗିଦାରୀ କରିଥିଲେ। ଉଭୟଙ୍କ ଖେଳ ଦେଖି ଲାହୋରରେ ଦର୍ଶକ ଛିଡ଼ା ହୋଇ ତାଳି ବଜାଇଥିଲେ। ମାତ୍ର ସେହଓ୍ବାଗ୍‌ ଆଉଟ୍‌ ହେବା ପରେ ଏହି ଯୋଡ଼ି ଟେଷ୍ଟ ଉଇକେଟରେ ଓପନିଂ ପାଇଁ ସର୍ବାଧିକ ରନ୍‌ର ଭାଗିଦାରୀ କରି ବିଶ୍ୱ ରେକର୍ଡ କରିବାରୁ ବଞ୍ଚିତ ହୋଇଥିଲେ। ଆଉ ମାତ୍ର ୩ ରନ୍‌ ହୋଇଥିଲେ ସେମାନେ ଏପରି କରିବାରେ ସଫଳ ହୋଇଥାନ୍ତେ।

ଦ୍ରାବିଡ ପାକିସ୍ତାନ ବିପକ୍ଷ ସିରିଜର ପ୍ରଥମ ଟେଷ୍ଟରେ ଓପନିଂ କରିବା ନିଷ୍ପତ୍ତି ନେଇଥିଲେ। ସେ ୨୩୩ ବଲ୍‌ରେ ୧୨୮ ରନ୍‌ କରିଥିବା ବେଳେ ସେହଓ୍ବାଗ୍‌ ୨୪୭ ବଲ୍‌ରେ ୨୫୪ ରନ୍‌ କରିଥିଲେ। ଉଭୟ ପ୍ରଥମ ପାଳିରେ ପ୍ରଥମ ଉଇକେଟ ପାଇଁ ୪୧୦ରନ୍‌ର ଭାଗିଦାରୀ କରିଥିଲେ। ଏହାପୂର୍ବରୁ ୧୯୫୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ବିନୁ ମାଙ୍କଡ ଏବଂ ପଙ୍କଜ ରାୟ ୪୧୩ରନ୍‌ର ଓପନିଂ ଭାଗିଦାରୀ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲ ଦଳରେ ନେମାର, ସିଲ୍‌ଭା ସାମିଲ

ସାଓ ପାଉଲୋ,୧୧।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆରମ୍ଭ ହେବାର ଦୁଇଦିନ ପୂର୍ବରୁ ବ୍ରାଜିଲ ଏକ ୨୪ ଜଣିଆ ଦଳ ଘୋଷଣା କରିଛି। ତାରକା ଷ୍ଟ୍ରାଇକର...

ମେସିଙ୍କୁ ପଛରେ ପକାଇଲେ ଛେତ୍ରୀ

ଦୋହା,୮।୬: ଭାରତୀୟ ଫୁଟ୍‌ବଲ ଷ୍ଟାର ସୁନୀଲ ଛେତ୍ରୀ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତଥା ଆର୍ଜେଣ୍ଟିନାର ସୁପରଷ୍ଟାର ଲିଓନେଲ ମେସିଙ୍କୁ ପଛରେ ପକାଇଛନ୍ତି। ଅନ୍ତର୍ଜାତୀୟ ଫୁଟବଲରେ ସକ୍ରିୟ...

ଆଇପିଏଲ୍‌ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ

ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉନି ବିରାଟ ବାହିନୀ

ନୂଆଦିଲ୍ଲୀ,୨୫।୬: ଅଭ୍ୟାସ ଅଭାବରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପରାସ୍ତ ହେଲା ଟିମ୍‌ ଇଣ୍ଡିଆ। ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉ ନାହିଁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ...

ଜାଡେଜାଙ୍କ ପାଇଁ ଖୁସି ଖବର

ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ...

ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ଭିନୁ ମଙ୍କଡ଼

ଦୁବାଇ, ୧୪ା୬ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ହଲ୍‌ ଅଫ୍‌ ଫେମ୍‌ ତାଲିକାରେ ରବିବାର ଖେଳର ୧୦ଜଣ ଆଇକନ୍‌ଙ୍କୁ ସାମିଲ କରାଯାଇଛି। ୫ଟି ଯୁଗର ୨ଜଣ...

୮ ବର୍ଷ ତଳେ କରିଥିଲେ ଟୁଇଟ୍‌: ଏବେ ମାଗିଲେ କ୍ଷମା

ଇଂଲଣ୍ଡ ଦ୍ରୁତ ବୋଲର ଓଲି ରବିନ୍ସନ ନିକଟରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଡେବ୍ୟୁ ମ୍ୟାଚ୍‌ ଗୋଟିଏ ଦିନ ପୂର୍ବରୁ ନିଜର ପ୍ରାୟ ୮...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତୀୟ ସୀମା ନିକଟବର୍ତ୍ତୀ ତିବ୍ବତରେ ଚାଇନା ଆରମ୍ଭ କଲା ପ୍ରଥମ ବୁଲେଟ ଟ୍ରେନ୍‌
Next Post Next post:
ୟୁଜି-ପିଜି ପରୀକ୍ଷା, ଜଣେ ପିଲାଙ୍କୁ ଜଣେ ଶିକ୍ଷକଙ୍କ ଦାୟିତ୍ୱ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts