E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଟିକାକରଣ କେନ୍ଦ୍ରରେ ସେଲ୍‌ଫି ବୁଥ୍‌
1:40 pmJune 8, 2021

ଛତ୍ରପୁର,୮।୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ ଛତ୍ରପୁରରେ ଟିକା ଦେବାର ବ୍ୟବସ୍ଥା କରାଯାଇଛି। ଅପରପକ୍ଷରେ ଜିଲାର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ସ୍ତରରେ ୪୫ରୁ ଊର୍ଦ୍ଧ ବୟସର ଲୋକଙ୍କୁ ଟିକାର ପ୍ରଥମ ଓ ଦ୍ୱିତୀୟ ଡୋଜ ଦିଆଯାଉଛି। ଜିଲାର ହିଞ୍ଜିଳି ମୁନିସିପାଲିଟିରେ ଏହି ବର୍ଗ ପାଇଁ ଟିକାକରଣ କେନ୍ଦ୍ର ଖୋଲାଯାଇଛି। ଏଠାରେ ଟିକା ନେବା ପରେ ସେଲ୍ଫି ଉଠାଇବା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ଟିକାକରଣ କେନ୍ଦ୍ର ବାହାରେ ସେଲ୍ଫି ବୁଥ କରାଯାଇଛି।
ଲୋକଙ୍କୁ ଟିକା ନେବା ପାଇଁ ଆକୃଷ୍ଟ କରିବା ପାଇଁ ଏପରି ବ୍ୟବସ୍ଥା କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ

କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍‌ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍‌ପ୍ଲେ...

କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ଗଞ୍ଜାମରୁ ୩ ଜଣଙ୍କ ନେଲା ଜୀବନ

ଛତ୍ରପୁର,୧୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାଜନିତ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ପୁଣି ଜିଲାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩୭, ୪୩ ଓ...

ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ

ଝାରସୁଗୁଡ଼ା ଅଫିସ୍‌,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଜାରି ରହିଛି। ଏହାକୁ ତଦାରଖ...

ପଥର ଅଭାବରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ବିଳମ୍ବ

ପୁରୀ ଅଫିସ,୯।୬:କୋଭିଡ୍‌ କଟକଣା ଭିତରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିତ୍ବାବେଳେ ପଥର ଅଭାବ ଦେଖାଦେଇଛି। ଫଳରେ ମରାମତି କାର୍ଯ୍ୟ ବିଳମ୍ବ ହେବାରେ ଲାଗିଛି। ମୁଖ୍ୟତଃ ବିଭିନ୍ନ...

ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ

ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ...

ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି

ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର...

ଦଦରା ଘରେ ଡାକ୍ତରଖାନା

ପରଜଙ୍ଗ, ୨।୬(ଡି.ଏନ.ଏ.) – କରୋନା ମହାମାରୀ ସମୟରେ ସ୍ବାସ୍ଥ୍ୟସେବାର ଗୁରୁତ୍ୱ ଅନେକାଂଶରେ ବଢ଼ିଯାଇଛି। ଜରୁରିକାଳୀନ ସମୟରେ ହାତପାହାନ୍ତାରେ ସ୍ବାସ୍ଥ୍ୟସେବା ଉପଲବ୍ଧ କରାଇବା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ପାଲଟିଛି।...

ରଥଯାତ୍ରା ପରିଚାଳନା ପାଇଁ ଏସ୍‌ଓପି ପ୍ରସ୍ତୁତ ହେବ

ପୁରୀ ଅଫିସ, ୧୧।୬: କରୋନା ମହାମାରୀ ଯୋଗୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ଭିତରେ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ବିନା ଭକ୍ତରେ କରିବା ପାଇଁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଧିକାଂଶ ଜିଲାରେ ଆଜିଠୁ ବର୍ଷା
Next Post Next post:
ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts