ଛତ୍ରପୁର,୮।୬(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ ଛତ୍ରପୁରରେ ଟିକା ଦେବାର ବ୍ୟବସ୍ଥା କରାଯାଇଛି। ଅପରପକ୍ଷରେ ଜିଲାର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ସ୍ତରରେ ୪୫ରୁ ଊର୍ଦ୍ଧ ବୟସର ଲୋକଙ୍କୁ ଟିକାର ପ୍ରଥମ ଓ ଦ୍ୱିତୀୟ ଡୋଜ ଦିଆଯାଉଛି। ଜିଲାର ହିଞ୍ଜିଳି ମୁନିସିପାଲିଟିରେ ଏହି ବର୍ଗ ପାଇଁ ଟିକାକରଣ କେନ୍ଦ୍ର ଖୋଲାଯାଇଛି। ଏଠାରେ ଟିକା ନେବା ପରେ ସେଲ୍ଫି ଉଠାଇବା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ଟିକାକରଣ କେନ୍ଦ୍ର ବାହାରେ ସେଲ୍ଫି ବୁଥ କରାଯାଇଛି।
ଲୋକଙ୍କୁ ଟିକା ନେବା ପାଇଁ ଆକୃଷ୍ଟ କରିବା ପାଇଁ ଏପରି ବ୍ୟବସ୍ଥା କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.