E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inରାଜ୍ୟ

ଧରାପଡ଼ିଲା ସେକ୍ସ ର଼୍ୟାକେଟ୍‌ କିଙ୍ଗ୍‌ପିନ
10:48 pmJune 13, 2021

କେନ୍ଦୁଝର,୧୩ା୬: ଗ୍ରାହକଙ୍କୁ ଭିନ୍ନ ଭିନ୍ନ ଦରରେ ଯୋଗାଇ ଦେଉଥିଲା ମନ ପସନ୍ଦର ଝିଅ। ଏଭଳି ଦୀର୍ଘ ବର୍ଷ ଧରି ଗମ୍ଭାରିଆଠାରେ ଭଡ଼ାଘରେ ଦେହ ବ୍ୟବସାୟ ଚଲାଇଥିଲା ଅଶ୍ୱିନୀ ନାୟକ ନାମକ ଜଣେ ଯୁବକ। ଜଣେ ୧୩ ବର୍ଷର ନାବାଳିକାର ଅଭିଯୋଗ ପରେ ପଦାକୁ ଆସିଛି ଏହି ସେକ୍ସ ର଼୍ୟାକେଟ୍‌ କାରବାର। ଉକ୍ତ ନାବାଳିକାଙ୍କ ଅଭିଯୋଗକୁ ଭିତ୍ତି କରି ଟାଉନ ପୋଲିସ ମାମଲା ରୁଜୁ କରିବା ସହ ଅଶ୍ୱିନଙ୍କୁ ଗିରଫ କରିଛି। ଏଥିରେ ଦଲାଲଙ୍କ ପରିବାର ଲୋକ ମଧ୍ୟ ସମ୍ପୃକ୍ତ ଥିବା ଜଣାପଡ଼ିଛି। ଏ ସଂକ୍ରାନ୍ତରେ ଅଧିକ ତଦନ୍ତ ଚଳାଇଛି ପୋଲିସ। ଅଭିଯୁକ୍ତର ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inରାଜ୍ୟ View All

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...

କାର୍‌ରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ କଫ ସିରପ୍‌

ବରଗଡ଼ ଅଫିସ୍‌,୨୫।୬: ପୋଲିସକୁ ଚଖ୍‌ମା ଦେବା ପାଇଁ କଫ ସିରପ୍‌ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍‌ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍‌/୫୯୯୮...

ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି

ବରଗଡ଼ ଅଫିସ୍‌,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା...

ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ...

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର,୨୩।୬(ବ୍ୟୁରୋ)କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାଦଶ...

ରାଜଧାନୀରେ ଆଉ ୪ଟି କେନ୍ଦ୍ରରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ...

ପ୍ଲଟ୍‌ ଦେବା ନାଁରେ ୧୫ ଲକ୍ଷ ଠକେଇ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪...

‘ବିଜୁ ଏକ୍ସପ୍ରେସ୍‌ ଓ୍ବେ’କୁ ୪୪୮ କୋଟି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତମାଖୁ ବିକ୍ରି ପାଇଁ ଦରକାର ଲାଇସେନ୍ସ
Next Post Next post:
ହିମାଚଳ ପ୍ରଦେଶରେ ଲାଗିଛି ଲମ୍ବା ଟ୍ରାଫିକ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts