E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଚଳନ୍ତା କାର୍‌ରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୁବକ, ଘଟିଲା ଏମିତି…
2:06 pmJune 19, 2021

ଓ୍ବାଶିଂଟନ,୧୯ା୬: ଆମେରିକାର କାଲିଫର୍ନିଆର ସେନ୍‌ ଜୋସ ସହରରେ ଜଣେ ଡ୍ରାଇଭର ଜଣେ ମହିଳାଙ୍କୁ ଦୁର୍ଘଟଣା ଘଟାଇ ମାରିବା ସହ ଦୁଇ ଲୋକଙ୍କୁ ଆହତ କରିଥିବା ଅଭିଯୋଗ ହୋଇଛି। କାରଣ ଏହି ଡ୍ରାଇଭର ଜଣକ ଗାଡ଼ି ଚଳାଇବା ସମୟରେ ସେକ୍ସ କରୁଥିଲେ। ଯାହା ପରେ ଦୁର୍ଘଟଣା ଘଟିଥିଲା। ଏହି ସମୟରେ ଡ୍ରାଇଭର ଜଣକ ନିଶାରେ ଥିଲେ।

ଏହି ଦୁର୍ଘଟଣାରେ ୩୫ ବର୍ଷୀୟା ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିସହିତ ଆଉ ଦୁଇଜଣ ଆହତ ହୋଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, କାର୍‌ ଡ୍ରାଇଭର ଏଲିକ୍ସ ମୋରିନୋଙ୍କୁ ହତ୍ୟା ଏବଂ ନିଶାରେ ଗାଡ଼ି ଚଳାଉଥିବା ଅଭିଯୋଗରେ ଜେଲ୍‌ ଯିବାକୁ ପଡ଼ିଛି।

ସୂଚନାଯୋଗ୍ୟ, ପାର୍କିଂରେ ଥିବା ଗାଡ଼ିରେ ଯାଇ ବସିପଡ଼ିଲେ ଏଲିକ୍ସ। ପଛରେ କିଏ ଥିବା ନ ଦେଖି ଗାଡ଼ିକୁ ଷ୍ଟାର୍ଟ କରିବା ସହ ପାଖରେ ବସିଥିବା ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ। ଏହି ସମୟରେ ଗାଡ଼ିର ବେଗ ଏତେ ଦ୍ରୁତି ଥିଲା ଯେ, ପଛରେ ଠିଆ ହୋଇଥିବା ଦୁଇଜଣ ଲୋକ ଧକ୍କା ଖାଇ ପଡ଼ିଯାଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

‘ଚାଇନା, ଦକ୍ଷିଣପୂର୍ବ ଏସିଆ ହଟ୍‌ସ୍ପଟ୍‌’

ନ୍ୟୁୟର୍କ, ୩।୬: ନୂଆ କରୋନା ଭୂତାଣୁ ପାଇଁ ଚାଇନା, ଜାପାନ, ଫିଲିପାଇନ୍ସ ଏବଂ ଥାଇଲାଣ୍ଡ ହଟ୍‌ସ୍ପଟ ହୋଇପାରେ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ବାଦୁଡିବାହିତ ଏହି...

ଏହି ଦେଶରେ ୫ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ବ୍ରାସିଲିଆ,୨୦।୬: ବ୍ରାଜିଲ୍‌ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା...

୧୨ରୁ ୧୫ ବର୍ଷର ପିଲାଙ୍କୁ ଦିଆଯିବ ଟିକା

ଲଣ୍ଡନ,୪।୬: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହି ସଙ୍କଟରୁ ଶୀଘ୍ର ମୁକୁଳିବା ପାଇଁ ସମଗ୍ର ଦେଶ ଟିକାକରଣକୁ ଗୁରୁତ୍ୱ ଦେଇ ଏହି ଅଭିଯାନକୁ...

ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର

ଓ୍ବାଶିଂଟନ୍‌,୧୫।୬: ଡୁଡଲ ଫର୍‌ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍‌ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ...

ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’

ଓ୍ବାଶିଂଟନ୍‌,୨୩।୬: କରୋନା ଭାଇରସ୍‌ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ...

ଅନିରୁଦ୍ଧ ଜଗନ୍ନାଥଙ୍କ ପରଲୋକ, ଭାରତରେ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୫ା୬: ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ବାପା ତଥା ପୂର୍ବତନ ରାଷ୍ଟ୍ରପତି ଅନିରୁଦ୍ଧ ଜଗନ୍ନାଥ(୯୧)ଙ୍କ ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କ ସମ୍ମାନରେ ଭାରତରେ ଶନିବାର ଦିନିକିଆ...

କେହି କାହାର ଚିର ଶତ୍ରୁ ନୁହନ୍ତି କି ମିତ୍ର ନୁହନ୍ତି: ବାଇଡେନ

ଓ୍ବାଶିଂଟନ,୧୬ା୬: ଅନ୍ତର୍ଜାତୀୟ ରାଜନୀତିରେ ସମ୍ପର୍କକୁ ନେଇ ଏକ ପ୍ରବାଦ ଅଛି ଯେ ‘କେହି କାହାର ସ୍ଥାୟୀ ବନ୍ଧୁ ନୁହନ୍ତି କିମ୍ବା ସ୍ଥାୟୀ ଶତ୍ରୁ ନୁହନ୍ତି’। ଆମେରିକାର...

ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…

ଓ୍ବାଶିଂଟନ/ବେଜିଂ,୧୭।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ଭୂତାଣୁର ଉତ୍ପତ୍ତି ନେଇ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାରମ୍ବାର କଟୁଥିଲା ବିଜୁଳି, ଯାଞ୍ଚ ପାଇଁ ଖୁଣ୍ଟରେ ଚଢ଼ିଲେ ଶକ୍ତିମନ୍ତ୍ରୀ; ଆଉ ତା’ ପରେ…
Next Post Next post:
ଏକଦା ବ୍ୟାକ୍‌ଗ୍ରାଉଣ୍ଡ ଡ୍ୟାନ୍ସର ଥିଲେ ଏହି ଅଭିନେତ୍ରୀ , ବର୍ତ୍ତମାନର ପାରିଶ୍ରମିକ ଜାଣିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts