E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଶାହାରୁଖଙ୍କ ପିଲାଦିନର ନାଁ ଥିଲା ଅବଦୁର, ପରେ କରିଥିଲେ ପରିବର୍ତ୍ତନ; ଜାଣନ୍ତି କାହିଁକି
6:10 pmJune 26, 2021June 27, 2021

ମୁମ୍ବାଇ: କିଙ୍ଗ୍‌ ଖାନ୍‌ ଶାହାରୁଖ ଏକ ସାକ୍ଷାତକାରରେ ତାଙ୍କ ପିଲାଦିନର ନାଁ ବିଷୟରେ କହିଥିଲେ। ଶାହାରୁଖଙ୍କ ପିଲାଦିନର ନାଁ ଥିଲା ଅବଦୁର ରେହମାନ। ଏହି ନାମ  ତାଙ୍କ ଜେଜେମା ଦେଇଥିଲେ। ଯଦିଓ ଏହି ନାମ କେବେ ପଞ୍ଜୀକୃତ ହୋଇ ନ ଥିଲା। ଏହା ପରେ ପିତା ତାଙ୍କ ନାମ ଶାହାରୁଖ ଖାନରେ ପରିବର୍ତ୍ତନ କରିଥିଲେ।

ଶାହାରୁଖ ଅନୁପମ ଖେରଙ୍କ ସାକ୍ଷାତକାରରେ କହିଥିଲେ, ତାଙ୍କ ପିଲାଦିନର ନାମ ଅବଦୁର ରେହମାନ। ତାଙ୍କ ଜେଜେମା ଚାହୁଁଥିଲେ ଶାହାରୁଖଙ୍କ ନାଁ ଅବଦୁର ରେହମାନ ରହୁ। ଯଦିଓ ଏହି ନାମ କୌଣସି ସ୍ଥାନରେ ପଞ୍ଜୀକୃତ ହୋଇନାହିଁ। ଶାହାରୁଖ କୁହନ୍ତି, ମୁଁ ବର୍ତ୍ତମାନ ଅଜବ ଅନୁଭବ କରୁଛି। ଅବଦୁର ରେହମାନ ଭାବନ୍ତୁ।

ଶାହାରୁଖ ଖାନ ଏହା ମଧ୍ୟ କହିଛନ୍ତି ଯେ, ତାଙ୍କ ସମ୍ପର୍କୀୟ ତାଙ୍କୁ ପିଲାଦିନେ ଏହି ନାମରେ ଥଟ୍ଟା କରୁଥିଲେ। ତାଙ୍କ ସାଙ୍ଗମାନେ କୁହନ୍ତି, ତୁମେ ଯେତେବେଳେ ବିବାହ କରିବ, ଆମେ ‘ଅବଦୁର ରହେମାନିଆ’ ଗୀତ ଗାଇବୁ।

ଏ ତ ଗଲା ଶାହାରୁଖଙ୍କ ପିଲାଦିନର ନାଁ ସମ୍ପର୍କରେ। ଯଦି ତାଙ୍କ ଓ୍ବାର୍କଫ୍ରଣ୍ଟ୍‌ କଥା କହିବା ତେବେ ସେ ଖୁବ୍‌ଶୀଘ୍ର ଫିଲ୍ମ ‘ପୃଥ୍ବୀ’ରେ ନଜର ଆସିବେ। ଏହା ଏକ ଗୁପ୍ତଚର ଭିତ୍ତିକ ଫିଲ୍ମ। ତାଙ୍କ ବ୍ୟତୀତ ଦୀପିକା ପାଦୁକୋନ ଏବଂ ଜନ ଆବ୍ର।ହମଙ୍କର ମଧ୍ୟ ଏହି ଫିଲ୍ମରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହା ବ୍ୟତୀତ ସେ ରାଜକୁମାର ହିରାନୀ ଏବଂ ସାଉଥ୍‌ର ନିର୍ଦ୍ଦେଶକଙ୍କୁ ମଧ୍ୟ ଦେଖିବାକୁ ମିଳିବ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ମୃତ୍ୟୁର ୪ ଘଣ୍ଟା ପୂର୍ବରୁ ଶୁଟିଂ କରୁଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡରେ କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ବଡ ପରଦାରେ ମା’ ଭୂମିକା ପାଇଁ ଫିଟ ବିବେଚିତ ହୋଇଥିଲେ। ରିମା ଲାଗୁ ଏହି ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ...

ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି  ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ...

ପ୍ରେମିକାଙ୍କ ସହ ବୁଲୁଥିଲେ ଟାଇଗର୍‌: ଗାଡି ରୋକିଲା ପୋଲିସ

ବଲିଉଡ ଅଭିନେତା ଟାଇଗର ଶ୍ରଫ୍‌ ନିକଟରେ ନିଜ ଗର୍ଲଫ୍ରେଣ୍ଡ ଦିଶା ପଟାନୀଙ୍କ ସହ ମୁମ୍ବାଇ ରାସ୍ତାରେ କାର୍‌ରେ ବୁଲୁଥିବାର ନଜର ଆସିଥିଲେ। ଏହି ସମୟରେ ପୋଲିସ...

ଶୁଟିଂ ସେଟ୍‌ରେ ଏହି ଅଭିନେତ୍ରୀଙ୍କ ହାତରେ ଛେପ ପକାଇଥିଲେ ଅମିର, ଆଉ ତା’ ପରେ

୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା...

ପାଣି ଟିକକ ପାଇଁ ହାତୀ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ

ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍‌ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ ପୂରିଲା ୨୨ବର୍ଷ

ମୁମ୍ବାଇ: ବଲିଉଡ୍‌ ପ୍ରଯୋଜକ ତଥା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲିଙ୍କ ଲଭ୍‌ ଟ୍ରାଏଙ୍ଗଲ୍‌ ଉପରେ ଆଧାରିତ ହୋଇଥିବା ଫିଲ୍ମ ‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ନେତାମାନଙ୍କୁ ୩୦ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି
Next Post Next post:
ଅନୁରୋଧ ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ଅଭ୍ୟାସ ମ୍ୟାଚ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts