କୋଭିଡ୍ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ ସେକ୍ସପିୟରଙ୍କୁ ଫାଇଜରର ପ୍ରଥମ ଡୋଜ୍ ଦିଆଯାଇଥିଲା। ତାଙ୍କ ପୂର୍ବରୁ ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ୯୧ ବର୍ଷୀୟା ମହିଳା ମାର୍ଗେଟ ସେହି ହସ୍ପିଟାଲରେ ଟିକା ନେଇଥିଲେ। ମେ’ ୨୦ରେ ସେକ୍ସପିୟରଙ୍କ ମୃତ୍ୟୁ ଘଟିଥିବା ତାଙ୍କ ବନ୍ଧୁ ଜୈନ ଇନେସ୍ କହିଛନ୍ତି। ସେକ୍ସପିୟରଙ୍କ କୋଭିଡ୍ରେ ମୃତ୍ୟୁ ଘଟି ନ ଥିବା ପରିବାର ପକ୍ଷରୁ କୁହାଯାଇଛି। ସେକ୍ସପିୟର କମ୍ପାନୀ ରୋଲ୍ସ ରୋଏସରେ କାମ କରିଥିଲେ। ସେ ପେରିସ୍ କାଉନସିଲର ରହିବା ସହ ତିନି ଦଶନ୍ଧିରୁ ଅଧିକ ସମୟ ଧରି ଏଲେସ୍ଲିରେ ତାଙ୍କ ସମ୍ପ୍ରଦାୟର ସେବା କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.